ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟ, ସତ୍ୟନଗର ପ୍ଲଟ୍ ନଂ.୧୧/ଏ ସିଲ୍
ଭୁବନେଶ୍ୱର, ୮ା୪(ବ୍ୟୁରୋ): ଭୁବନେଶ୍ବର ବିଦ୍ୟୁତ୍ ମାର୍ଗରେ ଅବସ୍ଥିତ କେନ୍ଦ୍ର ସରକାରଙ୍କ ଗୋଇନ୍ଦା ବ୍ୟୁରୋ (ଆଇବି) କାର୍ଯ୍ୟାଳୟ, ଷ୍ଟାଫ୍ କଲୋନୀ ଓ ଜନପଥ ପାର୍ଶ୍ୱ ତଥା ସତ୍ୟନଗରସ୍ଥିତ ଏକ ବିଲ୍ଡିଂ (ପ୍ଲଟ୍ ନଂ.୧୧/ଏ)କୁ ମଙ୍ଗଳବାର ସିଲ୍ କରିଦିଆଯାଇଛି। ଆଇବି କାର୍ଯ୍ୟାଳୟର ଜଣେ କର୍ମଚାରୀ…
କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର
ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ମୃତଦେହ ସତ୍କାର ସରକାର କରିବେ। ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ…
କରୋନା ମୁକାବିଲା: ବୁଧବାରଠୁ ନୂଆ ହେଳ୍ପଲାଇନ ନମ୍ବର-୧୪୪୧୦, ଡାକ୍ତରଙ୍କଠାରୁ ପରାମର୍ଶ ନେବେ ରାଜ୍ୟବାସୀ
ଭୁବନେଶ୍ୱର, ୭।୪(ବ୍ୟୁରୋ)- ରାଜ୍ୟ ସରକାର କୋଭିଡ୍-୧୯ର ଦୃଢ଼ ମୁକାବିଲା କରିବା ନିମନ୍ତେ ଅନେକ ସକ୍ରିୟ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମହାମାରୀର ମୁକାବିଲା ଦିଗରେ ଡାକ୍ତରମାନଙ୍କର ଭୂମିକା ସର୍ବଗରିଷ୍ଠ। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସରକାର ସମ୍ଭାବ୍ୟ କୋଭିଡ୍…
କରୋନା ମୃତ୍ୟୁ: ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ଶବ ସତ୍କାର
ଭୁବନେଶ୍ୱର, ୭।୪(ବ୍ୟୁରୋ)- କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ଶବ ସତ୍କାର ସରକାର କରିବେ। ଜନ ସାଧାରଣଙ୍କ ନିରାପତ୍ତା…
ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍ଟିରେ ରଖାଯାଉଛି ପାଣି
ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରତି ଏଟିଏମ୍ କାଉଣ୍ଟରକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଜିଲାରେ ଥିବା…
ଦୋକାନୀଙ୍କୁ ତାଗିଦ୍, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ
ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାକୁ…
ଲକ୍ଡାଉନ୍ ସମୟରେ ବଢ଼ୁଛି କଳାବଜାରୀ: ନିର୍ଦ୍ଧାରିତ ଦରଠାରୁ ଅଧିକା ନେଲେ କାର୍ଯ୍ୟାନୁଷ୍ଠାନ, ଅଭିଯୋଗ କରିପାରିବେ ଖାଉଟୀ
ଖୋର୍ଦ୍ଧା ଅଫିସ,୭ା୪ : ଲକ୍ଡାଉନ୍ ସମୟରେ କେତେ ଜଣ କଳାବଜାରୀ ଖୁଚୁରା ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀ କଳାବଜାର କରୁଥିବା ନେଇ ବିଭିନ୍ନ ଗଣମାଧ୍ୟମ ଖବର ପରିବେଷଣ ପରେ ଖୋର୍ଦ୍ଧା ଜିଲା ପ୍ରଶାସନର ଚେତା ପଶିଛି। ଖୁଚୁରା ବଜାରରେ ଦର ସୁବ୍ୟବସ୍ଥିତ କରିବା…
ବିନା ଭକ୍ତରେ ଶେଷ ହେଲା ମା’ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ଖାଁ ଖାଁ ଦେବୀପୀଠ, ନୀତି ସମ୍ପନ୍ନ କଲେ ସେବାୟତ
କାକଟପୁର,୭।୪(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ଘୋଷଣା ଯୋଗୁ ସମସ୍ତ ଦେବାଦେବୀ ପୀଠରେ ଏକରକମ ତାଲା ପଡ଼ିଛି। କେବଳ ସେବାୟତ ପୂଜାପଣ୍ଡାଙ୍କୁ ଛାଡ଼ିଦେଲେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ମା’ ମଙ୍ଗଳାଙ୍କ ପୀଠରେ ୪ ପାଳି ଚୈତ୍ର ଯାତ୍ରା ବିନା ଭକ୍ତରେ ଶେଷ…
ଚନ୍ଦକା ଏସ୍ଓଜି କ୍ୟାମ୍ପରେ ପ୍ରଶିକ୍ଷଣ ବେଳେ ଅଘଟଣ: ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣ ଯୋଗୁ ଜଣେ ହାବିଲଦାର୍ ଶହୀଦ, ୨ ଆହତ
ବାରଙ୍ଗ,୭।୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଚନ୍ଦକାଥାନା ଅଧୀନରେ ଥିବା ଏସ୍ଓଜି କ୍ୟାମ୍ପ୍ରେ ପ୍ରଶିକ୍ଷଣ ଦେବା ବେଳେ ମଙ୍ଗଳବାର ଜଣେ ପ୍ରଶିକ୍ଷକ ତଥା ହାବିଲଦାର ଶହୀଦ ହୋଇଛନ୍ତି। ଘଟଣାରେ ଅନ୍ୟ ଦୁଇଜଣ ଆହତ ମଧ୍ୟ ହୋଇଛନ୍ତି। ଶହୀଦ ହାବିଲଦାର୍ ହେଲେ ପ୍ରକାଶ ସାହୁ। ଅପରାହ୍ନ…
କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି ପୌର କର୍ମଚାରୀ, ସାଧାରଣରେ ପ୍ରଶଂସା
ଖୋର୍ଦ୍ଧା ଅଫିସ, ୭ା୪: କରୋନା ଭୁତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍ଡାଉନ୍ ରହିଛି। ଏଥିଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତିିତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ବିନା କାରଣରେ ଘରୁ…
ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟେକାପଥର…
ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୨: ୨ ସୁସ୍ଥ, ୧ ମୃତ
ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସୁଦ୍ଧା ୪୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବା ବେଳେ ମଙ୍ଗଳବାର ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୯ କରୋନା…
Archives


