ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ ନିଜର କର୍ତ୍ତବ୍ୟ ସମ୍ପାଦନା କରୁଥିବାବେଳେ ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି। ଚାକିରି ଜୀବନରେ...
ବିଶାଖାପାଟଣା-ସୁବେଦାରଗଞ୍ଜ ସୁବିଧା ସ୍ପେଶାଲ ଭାୟା ଭୁବନେଶ୍ୱର
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୨୬ରୁ ଡିସେମ୍ବର ୧୨ ପର୍ଯ୍ୟନ୍ତ ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବ। ଯାତ୍ରୀ ଗହଳି କମାଇବା ଲାଗି ଏହି ଟ୍ରେନ ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ଚଳାଚଳ କରିବ। ବିଶାଖାପାଟଣା-ସୁବେଦାରଗଞ୍ଜ(୮୨୮୫୧-୮୨୮୫୨)...
ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର...
ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍
ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍ ଆକର୍ଷଣ ସାଜିଥାଏ ପୁରୀ ବେଳାଭୂମି। ତେଣୁ ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧା ଦେବା ପାଇଁ ତିଆରି ଚାଲିଛି...
ନିୟମ କଡ଼ାକଡ଼ି କଲା ବିଏମ୍ସି: ଖୋଲାରେ ମଳତ୍ୟାଗ, ପରିସ୍ରା କଲେ ଜରିମାନା
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଏଣିକି ଭୁବନେଶ୍ୱରରେ ଖୋଲାରେ ମଳତ୍ୟାଗ କଲେ କିମ୍ବା ପରିସ୍ରା କଲେ ଜରିମାନା ଦେବାକୁ ପଡିବ। ଏନେଇ ନିୟମ କଡ଼ାକଡ଼ି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଖୋଲାରେ ମଳତ୍ୟାଗ କଲେ ୨ଶହ ଟଙ୍କା ଓ ପରିସ୍ରା କଲେ ୧୫୦...
ଜ୍ଞାନକୁ ସ୍କୁଲ ବହିରେ ସୀମିତ ରଖ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଜୀବନରେ ସମସ୍ୟା ନିଶ୍ଚିତ ରହିବ। କିନ୍ତୁ ତାକୁ ସାହସର ସହିତ ମୁକାବିଲା କରିବାକୁ ପଡ଼ିବ। ଆତ୍ମବିଶ୍ୱାସ ଓ ସକାରାତ୍ମକ ମନୋଭାବ ନେଇ କାମ କଲେ ସଫଳତା ନିଶ୍ଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟସ୍ତରୀୟ ଶିଶୁ...
ଅନୁଗୋଳ ଜିଲାରେ ୬୫୨ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅନୁଗୋଳ ଜିଲାରେ ମୋଟ ୧୬୫୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ ୧୦୦୨ଟିର ନିଜସ୍ବ ଗୃହ ଥିବାବେଳେ ୬୫୨ର ନିଜସ୍ବ ଗୃହ ନାହିଁ। ୩୩୧ଟି ଗୃହ ନିର୍ମାଣ କରାଯାଉଥିବାବେଳେ ଆହୁରି ୩୨୧ଟି ଗୃହ ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମୋଦନ...
ଆର୍ଥିକ ମାନ୍ଦାବସ୍ଥାର ପ୍ରତିବାଦ: ୨୦ରୁ ୨୩ କଂଗ୍ରେସର ଆନ୍ଦୋଳନ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ):ଦେଶର ଅର୍ଥନୀତି ନିମ୍ନଗାମୀ ହୋଇଛି। ନେତୃତ୍ୱାଧୀନ କେନ୍ଦ୍ରର ଏନ୍ଡିଏ ସରକାରଙ୍କ ଜନବିରୋଧୀ ଆର୍ଥିକ ନୀତି ଏଥିପାଇଁ ଦାୟୀ ବୋଲି କଂଗ୍ରେସ କହିଛି। ଏହି କ୍ରମରେ ଦଳ ପକ୍ଷରୁ ସାରା ଦେଶରେ ଜନ ଆନ୍ଦୋଳନ ଡାକରା ଦିଆଯାଇଛି। ଆସନ୍ତା ୨୦ରୁ ୨୩...
ବିରୋଧୀଙ୍କ ଅଭିଯୋଗ: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କାର୍ଯ୍ୟ ନୈରାଶ୍ୟଜନକ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟର ଅପେକ୍ଷାକୃତ ପଛୁଆ ଅଞ୍ଚଳ ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ସ୍ବତନ୍ତ୍ର ପରିଷଦ ଗଠନ କରାଯାଇଛି। ହେଲେ ଏହାର କାର୍ଯ୍ୟ ଆଶାନୁରୂପ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ଏ ନେଇ ଶନିବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ନରସିଂହ...
ସବୁ ଜିଲାରେ ହେବ ବିଜ୍ଞାନ ପାର୍କ: ପ୍ରଥମ ପର୍ଯ୍ୟାୟରେ ୧୦ ଜିଲା, ଖର୍ଚ୍ଚ ହେବ ୬ କୋଟି
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ସେହି ଜିଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ଭଦ୍ରକ, ପୁରୀ, ବଲାଙ୍ଗୀର, ସୁନ୍ଦରଗଡ ଓ ଜଗତ୍ସିଂହପୁର। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ୨୦ଟି ଜିଲାରେ ମଧ୍ୟ ପାର୍କ...
୧୭୫୩ କୋଟିର ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ: ୫୫୬୬ ନିଯୁକ୍ତି ଲକ୍ଷ୍ୟ, ମୋଟ ୬ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ସରକାର ସମସ୍ତ ପ୍ରୟାସ ଜାରିରଖିଛନ୍ତି। ଉତ୍ତମ ନିବେଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ପ୍ରକ୍ରିୟା ଜାରି ରହିଛି, ସେହିକ୍ରମରେ ଶନିବାର ଓଡ଼ିଶା ସରକାର ୧୭୫୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ...
ଓଡ଼ିଶା ହିନ୍ଦୁ ଦେବୋତ୍ତର (ସଂଶୋଧନ) ବିଧେୟକ-୨୦୧୯ ଗୃହୀତ: ଗୋବର୍ଦ୍ଧନ ପୀଠ ଦେବୋତ୍ତର ମୁକ୍ତ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦେବୋତ୍ତର ବିଭାଗ ଅଧୀନରୁ ପୁରୀସ୍ଥିତ ଗୋବର୍ଦ୍ଧନ ପୀଠ ମୁକ୍ତ ହୋଇଛି। ଗୋବର୍ଦ୍ଧନ ମଠର ଧାର୍ମିକ ଅଗ୍ରଗଣ୍ୟତା ଓ ଗୁରୁତ୍ୱ ଦୃଷ୍ଟିରୁ ଏହାକୁ ହିନ୍ଦୁ ଦେବୋତ୍ତର ଅଧିନିୟମ-୧୯୫୧ର ପରିସରରୁ ବାଦ୍ ପାଇଁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା।...
Archives


