ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ
ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ ପରେ…
ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚିତ କରାଯାଇଛି। ଏହାକୁ ମିଶାଇ…
ଏସ୍ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି
ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ ଜ୍ୱର,…
ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ ମାଗଣା…
ଘରୋଇ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସିତ ହେବେ ଥଣ୍ଡା, ଜ୍ୱର ରୋଗୀ; କରୋନା ଲକ୍ଷଣ ଦେଖାଦେଲେ ୧୦୪କୁ ଜଣାଇବେ ଡାକ୍ତରଖାନା କର୍ତ୍ତୃପକ୍ଷ
ଭୁବନେଶ୍ୱର, ୭।୪( ବ୍ୟୁରୋ): ଥଣ୍ଡା, ଜ୍ୱର କିମ୍ବା ଫ୍ଲୁ ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ଉକ୍ତ ରୋଗୀମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ୧୦୪କୁ ଜଣାଇବେ।…
ଏମ୍ଏଲ୍ଏ ଲାଡ୍ ଫଣ୍ଡ ସ୍ଥଗିତଲାଗି ପ୍ରସ୍ତାବ ଦେଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟର ସବୁ ବିଧାୟକଙ୍କ ହାତପାଣ୍ଠି ବା ଏମ୍ଏଲ୍ଏ ଲାଡ୍ ଫଣ୍ଡକୁ ଆସନ୍ତା ୨ ବର୍ଷ ଲାଗି ବନ୍ଦ କରାଯାଉ। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ସେ…
କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ
ସଜନାଗଡ଼, ୭।୪( ଡି.ଏନ୍.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ନୀଳଗିରି ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ ଲକ୍ଷ ଟଙ୍କା…
କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ; ହୋମ୍ କ୍ୱାରାଣ୍ଟାଇନ୍ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍
କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ ସହାୟତାରେ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ସୋମବାର ରାତିରୁ ଆଳିର ଉକ୍ତ ଗ୍ରାମକୁ…
ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ
ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍-୧୯’ ସହ ଲଢ଼େଇ କରିବାକୁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରି କି ପରିବା ଓ ଗ୍ରସେରି…
ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ
ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍କୁ ଗଲେ ପୋଲିିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଙ୍ଘନକାରୀଙ୍କୁ ଗିରଫ କରି…
ବିଶୋଧିତ ହେଲା ଏରେଇଁ ଅଞ୍ଚଳ
ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ପଞ୍ଚାୟତ ଅଞ୍ଚଳରେ ବିଶୋଧନ ସ୍ପ୍ରେ କରାଯାଇଛି। ସୂଚନା…
ମାସ୍କ ଓ ସାବୁନ ବଣ୍ଟନ
କୁଆମରା,୭ା୪(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। କ୍ଲବର ସଭାପତି ପାର୍ଥ ସାରଥୀ ସାହୁ,…
Archives


