ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି
କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ...
ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍ରେ ଭିଡ଼
କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା...
ଏସ୍ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ...
ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ
କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର...
ଆବାସ ଦୁର୍ନୀତି ନେଇ ପଞ୍ଚାୟତିରାଜ ସଚିବଙ୍କ ଚିଠି: ଯୋଗ୍ୟଙ୍କୁ ସାମିଲ କର, ଅଯୋଗ୍ୟଙ୍କୁ କାଟ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର କେତେଗୁଡିଏ ଜିଲାରେ ବ୍ୟାପକ କ୍ଷତି ଘଟିଛି। କ୍ଷତିଗ୍ରସ୍ତ ଜିଲାର ଅନେକ ଲୋକଙ୍କ ଘର ଭାଙ୍ଗିବା ସହ ବହୁ ଗରିବଙ୍କୁ ବାସହରା ହେବାକୁ ମଧ୍ୟ ପଡିଛି। ସେହି ଅନୁଯାୟୀ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ଯୋଗାଇ ଦେବାକୁ...
ଫାଷ୍ଟଫୁଡ ଷ୍ଟଲ୍ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ
କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨...
ଦାଦନ ସମସ୍ୟାକୁ ରୋକିବ ଲୋକକଳା
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ି ଚାଲିଥିବା ବେଳେ ଏହାକୁ ରୋକିବାକୁ ଲୋକକଳାର ସାହାଯ୍ୟ ନିଆଯିବ। ଲୋକକଳା ପରିବେଷଣ ମାଧ୍ୟମରେ ଲୋକଙ୍କୁ ଦାଦନ ସମସ୍ୟାର ଭୟାବହତା ଏବଂ ନକାରାତ୍ମକ ଦିଗ ସମ୍ପର୍କରେ ସଚେତନ କରାଯିବ। ପ୍ରାଥମିକ...
ଅମରେଶ ହତ୍ୟା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଅମରେଶ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୩ଜଣଙ୍କୁ ଶନିବାର ପୋଲିସ ଗିରଫ କରିଛି। ସେମାନେ ହେଲେ ସୁନ୍ଦରପଦାର ରଘୁ, ବବୁଲ ଓ ଉଙ୍କା। ଏମାନଙ୍କୁ ରାଜଧାନୀ ଓ ଏହାର ଉପକଣ୍ଠ ଅଞ୍ଚଳରୁ ଗିରଫ କରାଯାଇଥିବା...
ଗେଷ୍ଟ ହାଉସ୍ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ବାବୁଲି ସାହୁଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଶୁକ୍ରବାର...
ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏକାମ୍ର ହାଟ ନିକଟ କାର୍ଯ୍ୟାଳୟରେ ହରେକୃଷ୍ଣ ଥିବାବେଳେ ୯ଜଣ ଯୁବକ ମୁହଁରେ...
୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ
କୋଣାର୍କ,୧୬।୧୧(ଡି.ଏନ୍.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ ରାମଚଣ୍ଡିଠାରେ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳରେ ବୃକ୍ଷରୋପଣ କରିଛନ୍ତି। ପରେ ଜେନେରାଲ ମାରୁଆଙ୍କ ନେତୃତ୍ୱରେ...
ଆରମ୍ଭ ହେଲା ‘୧୦୪ ହେଲ୍ଥ ହେଲ୍ପଲାଇନ୍’
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା ଏବଂ ପରାମର୍ଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘୧୦୪ ହେଲ୍ଥ ହେଲ୍ପଲାଇନ’ ସେବା ଶୁଭାରମ୍ଭ କରାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଏହି ସେବା ମାଧ୍ୟମରେ ହିତାଧିକାରୀମାନେ ଦେୟମୁକ୍ତ ୧୦୪ ନମ୍ବରକୁ...
Archives


