ରାଜ୍ୟ

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ ପକ୍ଷରୁ…

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ ଜାମିନ…

ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର ଗ୍ରାମରେ ଆଶ୍ରୟ ନେଇଛନ୍ତି। ତୁରନ୍ତ ଖାଦ୍ୟ ବ୍ୟବସ୍ଥା କରିବାକୁ ସେମାନେ ପ୍ରଶାସନ ନିକଟରେ ଗୁହାରି…

ସାମାଜିକ ଦୂରତ୍ୱ ରକ୍ଷା ନ ହେଲେ ଦୋକାନ ବନ୍ଦ

ସୋନପୁର, ୬ା୪(ନି.ପ୍ର.): ଗାଁ ଠୁ ସହର ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ହେଉଛି। ସାମାଜିକ ଦୂରତ୍ୱ ରକ୍ଷା ହୋଇପାରୁନି। ଏହା ସୁବର୍ଣ୍ଣପୁର ଜିଲା ପାଇଁ ବର୍ତ୍ତମାନ ବିପଦ ସୃଷ୍ଟି କରିଛି। ଏ ସବୁକୁ ଦୃଷ୍ଟିରେ ରଖି ପ୍ରଶାସନ କଡା…

କୋହଳ ହେଉଛି ଲକ୍‌ଡାଉନ୍‌ ନିୟମ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ ସଂକ୍ରମଣ ବଢୁଥିବାରୁ ସରକାର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ ପ୍ରଥମେ ନିୟମକୁ କଡାକଡି ପାଳନ କରାଯାଇଥିଲା। କିନ୍ତୁ ଧୀରେ ଧୀରେ ଏହି ନିୟମ କୋହଳ ହେଉଥିବା ଲକ୍ଷ୍ୟ କରାଯାଉଛି। ଯେହେତୁ…

କୋଭିଡ୍‌-୧୯ ନିର୍ଦ୍ଦେଶନାମାର ଖିଲାପ: ଭୋଜି କରୁଥିବାବେଳେ ୩ ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣକୁ ନେଇ ଦେଶରେ ଚିନ୍ତା ପ୍ରକଟ କରାଯାଉଥିବାବେଳେ ସାମାଜିକ ଦୂରତା ଓ ଜରୁରୀ ନ ଥିଲେ ଘରୁ ବାହାରନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ଏଥିସହ କେହି ଏକାଠି ଲଗାଲଗି ହୋଇ…

ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ ରହୁଥିବା ନୟାଗଡ ଜିଲାର ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଏଣୁ ଅଧିକାଂଶ ଲୋକ ଗାଁ ମୁହାଁ…

ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ସିଲ୍‌ ହେବ ବ୍ୟବସାୟ ପ୍ରତିଷ୍ଠାନ

ନୟାଗଡ଼ ଅଫିସ,୬ା୪: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉପରେ ଲଗାମ ଦେବା ଉଦ୍ଦେଶ୍ୟରେ ସରକାର ସାମାଜିକ ଦୂରତା ରକ୍ଷା କରିବାକୁ ନିବେଦନ କରିଛନ୍ତି। ଦୋକାନ ଆଗରେ ଗ୍ରାହକମାନେ ଅନୂ୍ୟନ ୧ମିଟର ଦୂରତା ବଜାୟ ନ ରଖିଲେ କାର୍ଯ୍ୟାନୁଷ୍ଠାନ ହେବ। ଏପରି କି…

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ ନିୟମ ଭାଙ୍ଗିବା ଅଭିଯୋଗରେ ପୁରୀ ଜିଲା ଚିଲିକା ନୂଆପଡାର ୪ଜଣଙ୍କୁ କୃଷ୍ଣପ୍ରସାଦ ପୋଲିସ ସୋମବାର…

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥର ବାରବାଟୀ ନିକଟସ୍ଥ ବ୍ରାହ୍ମଣୀ ନଦୀ ପୋଲ ନିକଟରେ…

ସଂକ୍ରମଣ ଭୟରେ କ୍ରୋମାଇଟ ପରିବହନ ବନ୍ଦ ଦାବି

କାଳିଆପାଣି,୬।୪(ଡିଏନଏ):  ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ ଲୋକେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ବାହାର ରାଜ୍ୟକୁ କ୍ରୋମାଇଟ ପରିବହନ ହେଉଥିବାରୁ ଅଞ୍ଚଳରେ ସଂକ୍ରମଣ ଆଶଙ୍କା କରି ସ୍ଥାନୀୟ ଗ୍ରାମବାସୀ କ୍ରୋମାଇଟ ପରିବହନକୁ ସୋମବାର…

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri