୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍ ଉପେନ୍ଦ୍ର ଭଞ୍ଜ ସମ୍ମାନ’
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭ ଏବଂ ୨୦୧୮ ମସିହା ନିମନ୍ତେ ଏକାଡେମୀର ସର୍ବୋଚ୍ଚ କବିସମ୍ରାଟ୍ ଉପେନ୍ଦ୍ର ଭଞ୍ଜ ସମ୍ମାନ...
ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍
ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍...
ନିଯୁକ୍ତି, ବିକାଶର ଇକୋସିଷ୍ଟମ ସୃଷ୍ଟି କରିଛି ଓଡିଶା
ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଟେକ୍ନୋଲୋଜି ଏବଂ ସ୍ବଚ୍ଛତା ସହ ଓଡିଶା ଏବେ ଅଗ୍ରସର ହେଉଛି। ବିକାଶ ଏବଂ ଲଗାତାର ଭାବେ ନିଯୁକ୍ତି ସୃଷ୍ଟି ଦିଗରେ ରାଜ୍ୟ ଏକ ଇକୋସିଷ୍ଟମ ସୃଷ୍ଟି କରିପାରଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କହିଛନ୍ତି। କନ୍ଫେଡେରେଶନ ଅଫ୍...
ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି
ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି...
ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍ ହୋଇଛି। ଏହି ମହିଳା ହେଲେ ମଣ୍ଡାସାହି ଉତ୍ତରାଣ୍ଡର ଅନ୍ନପୂର୍ଣ୍ଣା ଦାସ। ଅନ୍ନପୂର୍ଣ୍ଣାଙ୍ଗ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା...
ଜଗତ୍ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି। ବିଶେଷକରି ଯୌତୁକ ନିର୍ଯାତନା ଓ ଧମକ ଆଦି ଅଭିଯୋଗ ରହିଛି। ଏହାବାଦ୍ ଦୁର୍ଘଟଣା,...
କୂଳ ଲଙ୍ଘୁଛି ଡାହୁକା: ନଷ୍ଟ ହେଉଛି ଜାମୁ ଜଙ୍ଗଲ
ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ସହରଠାରୁ ୫ କିଲୋମିଟର ଦୂର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଯଦୁପୁର ଗ୍ରାମ ଡାହୁକା ନଦୀ କୂଳରେ ରହିଛି ବୃହତ୍ତ ଜାମୁ ଜଙ୍ଗଲ। ୮୦୦ ମିଟର ପରିଧିରେ ୨୦ ଏକରରୁ ଊର୍ଦ୍ଧ୍ୱ ଜମିରେ ପ୍ରାୟ ୫୦୦ରୁ ଅଧିକ ଜାମୁଗଛ...
୮,୧୨୬ କୋଟିର ଅତିରିକ୍ତ ବଜେଟ
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଏହାକୁ ଅନୁମୋଦନ ପାଇଁ ବିଧାନସଭାରେ ଉପସ୍ଥାପନ କରିଛନ୍ତି। ତେବେ...
ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା
ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଯିଏ ଯେଉଁଠି ପାରିଲା ଡ୍ୟାମରେ ପଶି ଜାଲ ଓ ମଶାରି ପକାଇ...
ବୋଇତ ବନ୍ଦାଣ ମହୋତ୍ସବ ଉଦ୍ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ
ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ...
କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ
ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ...
ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍ ଲିକ୍ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି। ଗ୍ୟାସ୍ ଲିକ୍...
Archives


