ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ
ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା...
ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ
ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର...
ପଲିଥିନ୍ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ
ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ...
ଡିସେମ୍ବର ପହିଲାରୁ ପୁଣି କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ: ମନ୍ତ୍ରୀ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୧ ତାରିଖରୁ ପୁଣିଥରେ କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ। ଓଡ଼ିଶାରେ କିଛି ଦିନ ଧରି ଏହାକୁ କୋହଳ କରାଯାଇଥିବା ବେଳେ ପୁଣିଥରେ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଶୁକ୍ରବାର ବାଣିଜ୍ୟ ଓ ପରିବହନ...
ଭାଜପା ଜିଲା ସଭାପତିଙ୍କୁ ମରାଣାନ୍ତକ ଆକ୍ରମଣ, ଖାରବେଳ ଥାନାରେ ମାମଲା ରୁଜୁ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଭୁବନେଶ୍ୱର ଜିଲା ସଂଗଠନ ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ଅପରାହ୍ନ ୧ଟା ସମୟରେ ରାମ ମନ୍ଦିରସ୍ଥିତ ଏକାମ୍ର ହାଟ ସମ୍ମୁଖରେ ମରଣାନ୍ତକ ଆକ୍ରମଣ ହୋଇଛି। ଏକ କାର୍ରେ ଆଠଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଆସି ଲୁହା ପାଇପ୍ରେ...
ଚନ୍ଦକା ଥାନା ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ୪ଶହ ଲିଟର ରନ୍ଧାମଦ ଜବତ, ୨ ଗିରଫ
କଟକ ରୋଡ, ୧୫।୧୧(ଡି.ଏନ୍.ଏ.): ଭୁବନେଶ୍ୱର ଅବକାରୀ ଓ ମୋବାଇଲ ସ୍କ୍ବାର୍ଡ ଶୁକ୍ରବାର ରାଜଧାନୀର ଚନ୍ଦକା ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ମହିଳାଙ୍କ ସମେତ ୨ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଛବି ଦେହୁରୀ ଏବଂ...
ଯୁବନେତାଙ୍କୁ ନୂଆ ଦାୟିତ୍ୱ: ପ୍ରଣବଙ୍କୁ ସଂଗଠନ, ସଞ୍ଜୟଙ୍କୁ ମୁଖ୍ୟାଳୟ
ଭୁବନେଶ୍ୱର,୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ...
ଦାବି ମାନିଲେନି ବାଚସ୍ପତି: ମୁହଁରେ କଳା କପଡ଼ା ଗୁଡ଼ାଇ ପ୍ରତିବାଦ କଲା ଭାଜପା
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ନାରୀ ନିର୍ଯାତନା ମୋସନକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗତ ଦୁଇ ଦିନ ଧରି ଭାଜପାର ସଦସ୍ୟମାନେ ବିଧାନସଭାରେ ହଟ୍ଟଗୋଳ କରିବା ସହ ଗୃହକାର୍ଯ୍ୟରେ ସାମିଲ ହୋଇନାହାନ୍ତି। ଗତ ବୁଧବାର ଓ ଗୁରୁବାର ଦୁଇଦିନ ଦାବି ନେଇ ବିଧାନସଭାରେ...
ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ସମ୍ବନ୍ଧରେ ପ୍ରକାଶିତ ଖବରକୁ ନେଇ ବିଧାନସଭାରେ ଉଦ୍ବେଗ: ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ କହିଲା କଂଗ୍ରେସ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମଗ୍ର ଦେଶରେ ପାଳିତ ହୋଇଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୀବନୀକୁ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପୁସ୍ତିକା ପ୍ରକାଶ କରାଯାଇଛି। ସେଥିରେ ମହାତ୍ମା ଗାନ୍ଧୀଙ୍କ...
ପିଇଓ ସ୍ମିତାରାଣୀଙ୍କ ହତ୍ୟା ଘଟଣାକୁ ଆତ୍ମହତ୍ୟା ବୋଲି କହି ମନ୍ତ୍ରୀ ଷଡ଼ଯନ୍ତ୍ରରେ ମୋହର ମାରିଛନ୍ତି: ଭାଜପା
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି ଗୁରୁବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ କହିବାକୁ ନେଇ ପୁଣି ରାଜନୀତି ସରଗରମ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି ଭାଜପା...
ବନ୍ଦ କୋଠରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର: ଶିଶୁପୁତ୍ରଙ୍କୁ ନେଇ ସ୍ବାମୀ ଫେରାର
ସମ୍ବଲପୁର, ୧୫।୧୧(ବ୍ୟୁରୋ)- ସମ୍ବଲପୁର ଜିଲା ମୁଦିପଡ଼ା ଘୁଷୁଣୀଯୋଡା ବନ୍ଧ ହିଡରେ ଥିବା ବସ୍ତିର ଏକ ଭଡ଼ାଘରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ପ୍ରାୟ ୨୦ ଦିନ ପୂର୍ବେ ମହିଳାଙ୍କ...
କେନ୍ଦ୍ର, ରାଜ୍ୟ ବିରୋଧରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ ୨୩ରେ ରାଜଧାନୀରେ ପ୍ରତିବାଦ ସଭା
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କଂଗ୍ରେସ ସଂଗଠନକୁ ଜିଲାସ୍ତରରେ କ୍ରିୟାଶୀଳ କରିବାକୁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ତରଫରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲା କଂଗ୍ରେସ ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଛି।...
Archives


