ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟ ଗିରଫ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ...
ଭିଜିଲାନ୍ସ ହାତରେ ବିଞ୍ଝାରପୁରର ଏଏସ୍ଆଇ
ବିଞ୍ଝାରପୁର,୧୪।୧୧(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଜାରପୁର ଥାନାର ଏଏସ୍ଆଇ ଯୁଧିଷ୍ଟର ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଥାନା କେଶ ନଂ ୩୭/୧୯ରେ ଚାର୍ଜସିଟ୍ କୋହଳ କରିବାକୁ ବାଇଧର ମଲ୍ଲିକଙ୍କ ଠାରୁ ସେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ବାଇଧର ଭିଜିଲାନ୍ସଙ୍କୁ...
ଶ୍ରୀଲିଙ୍ଗରାଜଙ୍କ ଜବରଦଖଲ ଜମି ଉଚ୍ଛେଦ ନେଇ ରାଜ୍ୟପାଳଙ୍କୁ ଦାବିପତ୍ର: ସିବିଆଇ ତଦନ୍ତ ଦାବି କଲା ଏକାମ୍ର ଜନଜାଗରଣ ମଞ୍ଚ
ପୁରୁଣା ଭୁବନେଶ୍ୱର, ୧୩। ୧୧ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଏକର ଏକର ଜମି ଜବରଦଖଲକାରୀଙ୍କ କବ୍ଜାରେ। ଶହ ଶହ ଏକରରୁ ହାତଗଣତି କେବଳ ଠାକୁରଙ୍କ ନୀତିକାନ୍ତି ପାଇଁ ବଞ୍ଚତ୍ ରହିଥିବା ଭୂସମ୍ପତ୍ତି ଉପରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଏହି...
ରାୟଗଡ଼ାରେ ମାଓବାଦୀ କ୍ୟାମ୍ପ ଠାବ
ମୁନିଗୁଡା,୧୪।୧୧: ରାୟଗଡ଼ା କଳାହାଣ୍ଡି ସୀମା ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କାର୍କାମାର୍କା ଜଙ୍ଗଲରେ ବୁଧବାର ବିଳମ୍ବିତ ରାତିରେ ଏସ୍ଓଜି ଓ ଡିଭିଏଫ୍ ଯବାନଙ୍କ ମିଳିତ ସର୍ଚ୍ଚ ଅପରେଶନ କରାଯାଇଛି। ଏହି ସର୍ଚ୍ଚ ଅପରେଶନରେ ଉକ୍ତ ଜଙ୍ଗଲରୁ ମାଓବାଦୀଙ୍କ ଏକ କ୍ୟାମ୍ପ...
ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍ସିକ୍ ଟିମ୍ର ଯାଞ୍ଚ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଯୋଗୁ ଶତାଧିକ ମହିଳା କର୍ମଚାରୀ ଆହତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍ପି ଯୁଗଳ...
କଟାଗୋଡ଼ର ରହସ୍ୟ ଖୋଜି ପାଉନି ପୋଲିସ: ଆଜି ଫରେନ୍ସିକ୍ ଲାବ୍କୁ ପଠାଯିବ ନମୁନା
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ବରମୁଣ୍ଡା ଓଭରବ୍ରିଜ୍ ଶଙ୍ଖ ନିକଟ ଓୟୁଏଟି ନାଳରୁ ମଙ୍ଗଳବାର ଜଣେ ମଣିଷର କଟାଗୋଡ଼ ମିଳିଥିଲା। ଆଣ୍ଠୁ ତଳକୁ ମାଂସ ରହିଥିବାବେଳେ ଉପର ଅଂଶଟି କେବଳ ହାଡ଼ ଥିଲା। ତେବେ ଘଟଣାର ୨୪ ଘଣ୍ଟା ପରେ ବି ପୋଲିସକୁ...
ଗଙ୍ଗୁଆ ପାଇଁ ହେବ ଆନ୍ଦୋଳନ
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ଦିନେ ଭୁବନେଶ୍ୱର ଓ ଉପକଣ୍ଠ ଅଞ୍ଚଳବାସୀଙ୍କ ଜୀବନରେଖା ଥିବା ଐତିହ୍ୟ ନଦୀ ଗନ୍ଧବତୀ ଏବେ ଗଙ୍ଗୁଆ ନାଳରେ ପରିବର୍ତ୍ତନ ହୋଇଛି। ସହରର ଆବର୍ଜନା ଓ ମଳ ଗଙ୍ଗୁଆକୁ ଛଡ଼ାଯାଉଥିବାରୁ ଏହା ପୂରା ଦୁର୍ଗନ୍ଧମୟ ହୋଇପଡିଛି। ଜବରଦଖଲ ଯୋଗୁ...
ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ
କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପାଭିଲିୟନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଶେଷଜ୍ଞଙ୍କ ସହିତ ଆଲୋଚନା, ପର୍ଯ୍ୟାଲୋଚନା କରାଯିବା...
ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ
ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ବାସଭବନ ସମେତ କାର୍ଯ୍ୟାଳୟ ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଚଢାଉ...
୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍ ଉପେନ୍ଦ୍ର ଭଞ୍ଜ ସମ୍ମାନ’
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭ ଏବଂ ୨୦୧୮ ମସିହା ନିମନ୍ତେ ଏକାଡେମୀର ସର୍ବୋଚ୍ଚ କବିସମ୍ରାଟ୍ ଉପେନ୍ଦ୍ର ଭଞ୍ଜ ସମ୍ମାନ...
ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍
ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍...
ନିଯୁକ୍ତି, ବିକାଶର ଇକୋସିଷ୍ଟମ ସୃଷ୍ଟି କରିଛି ଓଡିଶା
ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଟେକ୍ନୋଲୋଜି ଏବଂ ସ୍ବଚ୍ଛତା ସହ ଓଡିଶା ଏବେ ଅଗ୍ରସର ହେଉଛି। ବିକାଶ ଏବଂ ଲଗାତାର ଭାବେ ନିଯୁକ୍ତି ସୃଷ୍ଟି ଦିଗରେ ରାଜ୍ୟ ଏକ ଇକୋସିଷ୍ଟମ ସୃଷ୍ଟି କରିପାରଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କହିଛନ୍ତି। କନ୍ଫେଡେରେଶନ ଅଫ୍...
Archives


