୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍ସି
ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା ଖାଦ୍ୟ…
କଳାହାଣ୍ଡିରେ ପ୍ରଥମ କରୋନା ରୋଗୀ ଚିହ୍ନଟ ପରେ ଅକ୍ରାନ୍ତଙ୍କ ପଞ୍ଚାୟତ ସିଲ୍ କଲା ପ୍ରଶାସନ
କେସିଙ୍ଗା, ୫।୪(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ଗ୍ରାମ ପଞ୍ଚାୟତ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତ। ଏହି ଯୁବକ ଜଣକ ବାହାରିନଠାରେ ଏକ କମ୍ପାନୀରେ ଇଲେକ୍ଟିକ ଫିଟର ଭାବରେ କାମ କରୁଥିଲେ।…
ଗାଁ ଦାଣ୍ଡ ଧୋଇଲେ, ଘର କାନ୍ଥ ବିଶୋଧନ କଲେ ଗ୍ରାମବାସୀ
କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ ସିଲ କରିଦିଆ ଯାଇଛି। ଏହାସତ୍ତ୍ୱେ କେତେଜଣ ସଂକ୍ରମଣ ଆଶଙ୍କା ରହିଛି। ଫଳରେ ଗ୍ରାମବାସୀମାନେ ସ୍ଵଛତାକୁ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା
ଖଇରା,୫।୪(ଡି.ଏନ.ଏ):ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ପତିରାଜପୁର ଦୋଳ ମେଳା କମିଟି ଓ ଗୋଳିହା ପଞ୍ଚାୟତ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ଶୁକ୍ରବାର ଅପରାହ୍ନରେ ପତିରାଜପୁର ମେଳା କମିଟି ତରଫରୁ ସାଧାରଣ ସମ୍ପାଦକ ଭରତ ଚନ୍ଦ୍ର ରାଉତ…
ଲିଙ୍ଗରାଜ ମନ୍ଦିରରେ ବସିଲା ଚିଲ: ସେବାୟତ ଆତଙ୍କିତ
ଭୁବନେଶ୍ୱର, ୫ା୪ (ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜ ମନ୍ଦିର ଉପରେ ହଠାତ ଏକ ମାଟିଆ ଚିଲ ବସି ରହିବା ଘଟଣାକୁ ନେଇ ସେବାୟତମାନେ ଆତଙ୍କିତ ହୋଇଛନ୍ତି । ଶନିବାର ଅପରାହ୍ନରେ ଏକ ମାଟିଆ ଚିଲ ଦୀର୍ଘ ସମୟ ଧରି ମନ୍ଦିର ଚୂଡ଼ା ଉପରେ…
ଲକ୍ଡାଉନ୍: ପୂର୍ବାହ୍ନ ୧୧ଟା ପରେ କେବଳ ଔଷଧ ଦୋକାନ ଖୋଲିବ
ଏରସମା, ୫ ।୪ (ସ୍ୱ.ପ୍ର.)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ଘର ଆଖପାଖ ଅଞ୍ଚଳକୁ ସଟ୍ଡାଉନ୍ କରି ଦିଆଯିବା ସହ କେବଳ କେତେକ ଔଷଧ ଦୋକାନ ଖୋଲିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି…
ପୁରୀ ସହରର ୩ ପରିବା ମାର୍କେଟ ବନ୍ଦ
ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ସଚେତନ କରିଥିଲା। ବିଶେଷକରି ସହରର ତିନୋଟି ପରିବା ମାର୍କେଟକୁ ଶୃଙ୍ଖଳିତ…
ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ଚେତାବନୀ: ବଜାରରେ ଭିଡ଼ କଲେ ସଟ୍ ଡାଉନ୍ଠାରୁ ନିଆଯିବ ବଡ଼ ପଦକ୍ଷେପ
ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଜନସାଧାରଣଙ୍କୁ ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି। ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ହଟିବା ପରେ ଅଯଥାରେ ହାଟ ବଜାରରେ ଲୋକମାନେ ଭିଡ଼…
ଶଟ୍ଡାଉନ୍ରେ ଲୋକଙ୍କୁ ମିଳିପାରି ଲାନି ଅତ୍ୟାବଶ୍ୟକ ସାମଗ୍ରୀ : ୨ ନିଷିଦ୍ଧା ଅଂଚଳରୁ ଆସିଛି ୬ ଫୋନ୍ କଲ୍
ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲ ଓ ସୂର୍ଯ୍ୟନଗରରୁ ୧୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉଭୟ ଅଞ୍ଚଳକୁ ସିଲ୍ କରିବା ସହ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ସିଲ୍ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ…
କଟକରେ ଉତ୍ତେଜନା: ପୋଲିସକୁ ଢେଲାମାଡ଼
କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ ଚାଲିଥିବା…
ତାମିଲନାଡୁ, ମହାରାଷ୍ଟ୍ରରେ ଫସିଛନ୍ତି ୯୦ ଶ୍ରମିକ
ବରଗଡ଼ ଅଫିସ୍,୫।୪- ଲକ୍ ଡାଉନ୍ ଯୋଗୁଁ ତାମିଲନାଡୁ ଏବଂ ମହାରାଷ୍ଟ୍ରରେ ୯୦ ଜଣ ଶ୍ରମିକ ଫସିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲା ବିଜେପୁର ବ୍ଳକ ଅନ୍ତର୍ଗତ ବାଦିପାଲି, ସମଲେଇପଦର ଅଞ୍ଚଳର ୫୦ ଜଣ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ଅଞ୍ଚଳର…
ଭୁବନେଶ୍ୱରରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ସମୟରେ ଯେଉଁ ସର୍ଭେ ହୋଇଥିଲା ଓ ଟ୍ରାକିଂ କରାଗଲା ସେଥିରୁ ସୂର୍ଯ୍ୟନଗର ଓ ବମିଖାଲ…
Archives


