ରାଜ୍ୟ

ଦାବି ପୂରଣ ପାଇଁ ଆନ୍ଦୋଳନ, ଲୋୟର ପିଏମ୍‌ଜି ଚଳଚଞ୍ଚଳ

ଭୁବନେଶ୍ୱର, ୧୮।୨ (ବ୍ୟୁରୋ): ୩ମାସ ପରେ ପୁଣି ଚଳଚଞ୍ଚଳ ହୋଇଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିଠାରୁ ମାଷ୍ଟର କ୍ୟାଣ୍ଟିନ୍‌ ଛକ। ଗାନ୍ଧୀ ମାର୍ଗରେ ପୋଲିସ ଡେରା ପକାଇ ସ୍ଥିତି ଉପରେ ନଜର ରଖିଛି। ବିଧାନସଭାରେ ବଜେଟ୍‌ ଅଧିବେଶନ ଜାରି ରହିଥିବାବେଳେ ଦାବି…

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ କମିଟି ନେତାଙ୍କ ଆଗରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଲା ରକ୍ତାକ୍ତ ସଂଘର୍ଷ। ଏଥିରେ ୩ଜଣ…

ବିବାହ କରିବାକୁ କହି ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୧୮।୨(ବ୍ୟୁରେ): ପ୍ରଥମେ ବନ୍ଧୁତା, ପରେ ପ୍ରେମ। ସମ୍ପର୍କ ଆଗକୁ ବଢ଼ିବା ପରେ ବିବାହ କରିବାକୁ କହି ଯୁବତୀଙ୍କଠାରୁ ଠକିନେଲେ ୨୫ ଲକ୍ଷ। ପ୍ରତାରଣା ଓ ଠକେଇର ଶିକାର ହୋଇଥିବା ଯୁବତୀ ଜଣକ ହେଉଛନ୍ତି ଜଣେ ବ୍ୟାଙ୍କ୍‌ କର୍ମଚାରୀ। ଠକେଇ ଓ ପ୍ରତାରଣା…

ରାଜଧାନୀରେ ୧ ଲକ୍ଷ ଲୁଟ୍‌, ବ୍ୟବସାୟୀ ଆହତ

ଭୁବନେଶ୍ୱର,୧୮।୨(ବ୍ୟୁରେ): ଗତ ସପ୍ତାହରେ ଖାରବେଳନଗର ଥାନା ଅନ୍ତର୍ଗତ ରେଡ୍‌କ୍ରସ୍‌ ଭବନ ସମ୍ମୁଖରୁ ଜଣେ ପୋଲିସ କର୍ମଚାରୀଙ୍କଠାରୁ ୨ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ଏଯାଏ ଠାବ କରିପାରି ନ ଥିବାବେଳେ ସୋମବାର ଆଉ ଏକ ଘଟଣା ଘଟିଛି।…

ସାମାଜିକ ବୈଷମ୍ୟ, ଅର୍ଥନୈତିକ ଅସ୍ଥିରତା ଆଣିବ କେନ୍ଦ୍ର ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରେ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ଉପସ୍ଥାପନ କରିଥିବା ୨୦୨୦-୨୧ ବଜେଟ ସମ୍ପୂର୍ଣ୍ଣ ଦିଶାହୀନ। ସାମାଜିକ ବୈଷମ୍ୟ ବୃଦ୍ଧି କରିବା ସହ ଦେଶର ଆର୍ଥିକ ଅଧୋଗତି ଆଣିବ ବୋଲି ସିଟିଜେନ୍ସ ଫୋରମର ମାସିକ ଆଲୋଚନାଚକ୍ରରେ ମତପ୍ରକାଶ ପାଇଛି। ପୂର୍ବତନ ଅର୍ଥମନ୍ତ୍ରୀ…

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ରହସ୍ୟ ସୃଷ୍ଟି କଲା ମୃତା ଛାତ୍ରୀଙ୍କ ଇନ୍‌ଷ୍ଟାଗ୍ରାମ ପୋଷ୍ଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବଡଗଡ଼ ଥାନା ଅନ୍ତର୍ଗତ ବିଜେବି ନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମ ଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ଏହା ଏକ ଦୁର୍ଘଟଣା ନା ଆତ୍ମହତ୍ୟା ତାହାକୁ ନେଇ ଏବେ ବି ସସ୍‌ପେନ୍ସ…

ଅଜୟଙ୍କୁ ‘ଜଗଦୀଶ କଥା ସମ୍ମାନ’

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ଜଗଦୀଶ ମହାନ୍ତି ଟ୍ରଷ୍ଟ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ‘ଜଗଦୀଶ ଜୟନ୍ତୀ’ ପାଳିିତ ହୋଇଯାଇଛି। କଥାକାର ଡ. ସରୋଜିନୀ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରିଷ୍ଠ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟ ଓ ବିଶିଷ୍ଟ…

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମ୍ରଶ୍ରୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତବର୍ଷ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅହରାତ୍ର ଭଜନ ସମାରୋହ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଜାତୀୟ ସ୍ତରୀୟ କଳାକାରଙ୍କ ସହ ରାଜ୍ୟର ୨୫ରୁ ଊର୍ଦ୍ଧ୍ୱ ଖ୍ୟାତନାମା କଳାକାର ଭଜନ…

ବିଶିଷ୍ଟ ଚିକିତ୍ସକ ଅମରେଶ୍ୱର ନାୟକଙ୍କ ପରଲୋକ

ଭୁବନେଶ୍ୱର ୧୮।୨(ବ୍ୟୁରୋ): ରାଜ୍ୟର ଜଣେ ବିଶିଷ୍ଟ ହୋମିଓପା୍ୟାଥିକ ଚିକିତ୍ସକ ଭାବେ ପରିଚିତ ଡା.ଅମରେଶ୍ୱର ନାୟକ(୬୮ )ଙ୍କର ରବିବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ସମୟରେ ତାଙ୍କ ନିକଟରେ ସପରିବାର ଉପସ୍ଥିତ ଥିଲେ। ତାଙ୍କ ମରଶରୀରକୁ ଜଗତସିଂହପୁର…

ଶ୍ରୀଲିଙ୍ଗରାଜ ମନ୍ଦିର ଅଁଳାବେଢ଼ାରେ ମହୁଫେଣା ବିପଦ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):  ମହାଶିବରାତ୍ରିରେ ସମର୍ଥା ସେବାୟତ ପରମ୍ପରା ଅନୁଯାୟୀ ମନ୍ଦିର ଚୁଡ଼ାକୁ ମହାଦୀପ ଉଠାଇଥାନ୍ତି। ପ୍ରତିବର୍ଷଭଳି ଚଳିତବର୍ଷ ମଧ୍ୟ ସମସ୍ତ ପ୍ରସ୍ତୁତି ଆଗେଇ ଚାଲିଥିବାବେଳେ ମନ୍ଦିର ଚୁଡ଼ାରେ ଅଁଳା ତଳେ ଥିବା ମହୁଫେଣା ବିପଦ ଆଶଙ୍କା ସୃଷ୍ଟି କରିଛି। ଅଗ୍ନି ଧାସରେ…

ଜାଗରରେ ଝଲସିବ ଶ୍ରୀଲିଙ୍ଗରାଜ କ୍ଷେତ୍ର: ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.): ଆସନ୍ତା ୨୧ତାରିଖ ତଥା ଶୁକ୍ରବାର ମହାଶିବରାତ୍ରି। ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଉପଲକ୍ଷେ ସୋମବାର ସନ୍ଧ୍ୟାରେ କମିଶନରେଟ ପୋଲିସ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣେଶ୍ୱରୀ ମଣ୍ଡପଠାରେ ଥିବା ଶ୍ରୀ ଲିଙ୍ଗରାଜ ଥାନାର ନୂତନ…

ଏପ୍ରିଲ୍‌ ୫ରୁ ଆର୍ମି ନିଯୁକ୍ତି ମେଳା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଏପ୍ରିଲ ୫ରୁ ୧୬ ତାରିଖ ପର୍ଯ୍ୟନ୍ତ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ଏଥିରେ ମୋଟ ୧୦ ଜିଲା ଯଥା କଟକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, ଯାଜପୁର, ପୁରୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri