ବମିଖାଲରୁ କାଦପଡା ଯାଇଛନ୍ତି ଯୁବକ
ଆଠମଲ୍ଲିକ, ୪ା୪(ଡି.ଏନ.ଏ.)- ଭୁବନେଶ୍ୱର ସ୍ଥିତ ବମିଖାଲରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ କରାଯାଇଛି । ହେଲେ ବମିଖାଲର ଜନୈକ ବ୍ୟକ୍ତିଙ୍କ ଘରେ କାମ କରୁଥିବା ଜଣେ ଯୁବକ ଗୁରୁବାର ଅନୁଗୋଳ ଜିଲା…
ସଫଳ ହେଉଛି ସଟ୍ ଡାଉନ୍: କେବଳ ଜରୁରୀକାଳୀନ କର୍ମଚାରୀଙ୍କୁ ପାସ୍
କଟକ ଅଫିସ୍, ୪ା୪(ବ୍ୟୁରୋ) : ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା ପରେ ସହରର ପ୍ରତ୍ୟେକ ଛକ, ଗଳିର ପ୍ରବେଶ ପଥରେ ଜଗି ରହିଛି ପୋଲିସ । ପୋଲିସର ଅସ୍ଥାୟୀ ଶିବିର ସାଧାରଣ ଲୋକଙ୍କ ଗତିବିଧି ଉପରେ ନଜର ରଖୁଛି ।…
ଏବେ ଲୁଚାଛପାର ସମୟ ନୂହେଁ, ଧାର୍ମିକ ନେତାମାନେ ସନ୍ଦିଗ୍ଧଙ୍କୁ ବୁଝାଇ ଆଗକୁ ଆସିବାକୁ କୁହନ୍ତୁ : ବାଗଚି
ଭୁବନେଶ୍ବର, ୪।୪(ବ୍ୟୁରୋ) : ବର୍ତ୍ତମାନ ସମୟରେ ସାମାଜ ଆତଙ୍କିତ ଅବସ୍ଥାରେ ରହିଛି । ଏଣୁ ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ବ୍ୟକ୍ତି ନିର୍ଭୟରେ ଆଗକୁ ଆସନ୍ତୁ । ଏବେ ଲୁଚାଛପାର ସମୟ ନୂହେଁ । କାରଣ ସେଠାକୁ…
ରାଜ୍ୟରେ ୩ ନିଜ୍ଜାମୁଦ୍ଦୀନ ଫେରନ୍ତା କରୋନା ପଜିଟିଭ : ୧୦୪ ରେ କଲ୍ କରି ଚିହ୍ନଟ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ, ଚିକିତ୍ସା ଖର୍ଚ୍ଚ ତୁଲାଇବେ ସରକାର
ଭୁବନେଶ୍ବର, ୪।୪(ବ୍ୟୁରୋ) : ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ୨୮ ଜଣଙ୍କ ସହ ଯୋଗାଯୋଗ କରଯାଇଛି । ସମସ୍ତଙ୍କର ନମୂନା ପରୀକ୍ଷଣ ପାଇଁ ପଠାଯାଇଥିବା ବେଳେ ୨୫ଙ୍କ ନେଗଟିଭ୍ ଆସିଛି l ୩ ଜଣ କରୋନା ପଜିଟିଭ…
କଟକରେ କଡ଼ା କଟକଣା: ଗ୍ରୀନ କରିଡରରେ ଆସିଲେ ଗର୍ଭବତୀ
କଟକ ଅଫିସ୍, ୪ା୪- ସଟ୍ ଡାଉନରେ ଫସିଥିବା ଜଣେ ଗର୍ଭବତୀଙ୍କୁ ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପୋଲିସ ପ୍ରସ୍ତୁତ କରିଥିଲା ଗ୍ରୀନ କରିଡର । ରାସ୍ତା ଉପରୁ ହଟିଗଲା ସମସ୍ତ ବ୍ୟାରିକେଡ୍ । ଗର୍ଭବତୀ ଜଣଙ୍କ କିପରି ତୁରନ୍ତ ମେଡ଼ିକାଲରେ…
ସରକାରଙ୍କୁ ଶ୍ୱାସ, ଇନ୍ଫ୍ଲୁଏଞ୍ଜା ରୋଗୀଙ୍କ ତଥ୍ୟ ଦେବେ ସବୁ ହସ୍ପିଟାଲ – ତଥ୍ୟ ନ ଦେଲେ ବ୍ୟାଜ୍ୟାପ୍ତ ହେବ ଲାଇସେନ୍ସ
ଭୁବନେଶ୍ୱର, ୪ା୩ (ବ୍ୟୁରୋ): ରାଜ୍ୟର ସବୁ ସରକାରୀ ଓ ବେସରକାରୀ ହସ୍ପିଟାଲଗୁଡ଼ିକ ସେମାନଙ୍କ ପାଖକୁ ଆସିଥିବା ଶ୍ୱାସ, ଇନ୍ଫ୍ଲୁଏଞ୍ଜା ରୋଗୀଙ୍କ ସମ୍ପର୍କରେ ତଥ୍ୟ ଦେବେ। ଯଦି ସେମାନଙ୍କ ନିକଟକୁ ଶ୍ୱାସ କଷ୍ଟ ପାଉଥିବା ବ୍ୟକ୍ତି ଓ ଇନ୍ଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତି…
ସନ୍ଦେହଜନକ ମେସେଜ୍କୁ ଫରୱାର୍ଡ କରନ୍ତୁ ନାହିଁ: ଡିଜିପି
ଭୁବନେଶ୍ୱର, ୪ା୩ (ବ୍ୟୁରୋ): କୋଭିଡ୍-୧୯ର ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକଡାଉନ୍ ଘୋଷଣା କରାଯାଇଛି। ଗତ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ୨୦ କରୋନା ପଜେଟିଭ୍ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଲକ୍ ଡାଉନ୍ ସହ ସଟ୍…
ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ
ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ ଯିବା ପାଇଁ କଟକଣା କରାଯାଇଛି। ତଥାପି କଳାହାଣ୍ଡି ଜିଲା ଜୁନାଗଡ଼ ଅଞ୍ଚଳର ୧୮ଜଣ ଯୁବକ…
ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ
ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ ଜିଲାର ବ୍ୟାପକ ଅଞ୍ଚଳକୁ ୪୮ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ପ୍ରଥମେ ବ୍ରହ୍ମବରାଦକୁ…
ଭିମସାରରେ ୪ ନମୂନା ନେଗେଟିଭ୍
ସମ୍ବଲପୁର,୪।୪(ବ୍ୟୁରୋ): ବୁର୍ଲା ଭିମସାରେ ଭର୍ତ୍ତି ହୋଇଥିବା ୪ସନ୍ଦିଗ୍ଧଙ୍କ ରକ୍ତ ନମୂନା ପରୀକ୍ଷା ରିପୋର୍ଟ ଶନିବାର ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଥିବା ଜଣାପଡ଼ିଛି। ୪ସନ୍ଦିଗ୍ଧଙ୍କ ମଧ୍ୟରୁ ୨ଜଣ ହୀରାକୁଦ ଓ ୨ଜଣ ବୁର୍ଲା ଅଞ୍ଚଳର ବୋଲି ସୂଚନା ରହିଛି। ଦିଲ୍ଲୀ ନିଜାମୁଦ୍ଦିନରୁ…
ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରୁ ଖସି ଆସିଥିବା ୬ ଜଣଙ୍କୁ ଧରିଲା ପୋଲିସ
ଦିଗପହଣ୍ଡି,୪|୪(ଡିଏନଏ):ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳକୁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ସିଲ କରିଥିବା ବେଳେ ପୂର୍ବରୁ ସେଠାରେ ରହୁଥିବା ୬ଜଣ ବ୍ୟକ୍ତି ଏକ ଡାଲା ଅଟୋରେ ତାରପୋଲିନ ଢାଙ୍କି କୌଶଳ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳକୁ ଚାଲି ଆସିଥିବା ଥାନା ଅଧିକାରୀ ବସନ୍ତ…
ଡାକ୍ତର, ନର୍ସଙ୍କ ପାଇଁ ବୈଧ, ସଟ୍ ଡାଉନରେ କାମ କରିବ ଲକ୍ ଡାଉନ ପାସ୍
କଟକ ଅଫିସ,୪। ୪- କଟକ ଏବଂ ଭୁବନେଶ୍ୱର ସହରରେ ସଟ୍ ଡାଉନକୁ କଡାକଡି ପାଳନ କରାଯାଉଛି। ତେବେ ଲକଡାଉନ ସମୟରେ ଯିବା ଆସିବା ପାଇଁ ପୋଲିସ ପକ୍ଷରୁ କେତେକ ସ୍ୱତନ୍ତ୍ର ପାସ ଜାରି କରାଯାଇଥିଲା। କିନ୍ତୁ ସଟ୍ ଡାଉନ ସମୟରେ ସମସ୍ତ…
Archives


