ଦେବଗଡ଼ ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ: ୨୯ରୁ ଧାନ କିଣା ଆରମ୍ଭ
ଦେବଗଡ, ୯।୧୧(ଡି.ଏନ.ଏ.)-ଦେବଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସୁଧାଂଶୁ ମୋହନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲା ପରିଷଦ...
ଦେବଗଡ଼ ଜିଲାସ୍ତରୀୟ ‘ସୁରଭି’: ୧୯୦ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ
ଦେବଗଡ, ୯।୧୧(ଡି.ଏନ.ଏ) -ଦେବଗଡ଼ ଇଣ୍ଡୋର ଷ୍ଟାଡିୟମଠାରେ ଶୁକ୍ରବାର ଦେବଗଡ ଜିଲା ସମଗ୍ର ଶିକ୍ଷା ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ...
ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍ବୁଲ୍’
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ଏବେ ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରବଳ ବର୍ଷା ସହ ଉପକୂଳ ସମୁଦ୍ର ଅଶାନ୍ତ ହୋଇପଡିଛି। ଏହା ୧୦ ତାରିଖରେ ପଶ୍ଚିମବଙ୍ଗ...
ଏୟାର ଇଣ୍ଡିଆ ବିମାନରେ ନିଅଁ।
ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି। ସୂଚନା...
ଭୁଷୁଡ଼ିଲା ଗୋବିନ୍ଦପୁର ବଜାର ନିକଟ କେନାଲ ପୋଲ
କଣ୍ଟାପଡା, ୮।୧୧(ଡି.ଏନ୍.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ପୁରୀ ବ୍ରାଞ୍ଚ କେନାଲର ଗୋବିନ୍ଦପୁର ବଜାର ନିକଟରେ ଥିବା ପକ୍କାପୋଲ ଉପର ଦେଇ ଶୁକ୍ରବାର ଅପରାହ୍ନରେ ଏକ ବାଲିବୋଝେଇ ହାଇୱା ପାର ହେଉଥିବା ସମୟରେ ପୋଲଟି ଭୁଷୁଡି ପଡିଛି। ସୂଚନାନୁଯାୟୀ, ଉକ୍ତ ପୋଲର...
ଧାମରାରେ ଲାଗିଲା ପଶ୍ଚିମବଙ୍ଗର ୩୭ ବୋଟ୍
ଚାନ୍ଦବାଲି,୮ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରଠାରୁ ଅନତି ଦୂରରେ ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ କେତେକ ମାଛଧରା ବୋଟ୍ ଫସି ରହିବାର ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଶୁକ୍ରବାର ଅପରାହ୍ନ ସୁଦ୍ଧା ଧାମରାରେ ମୋଟ ୩୭ଟି ବୋଟ୍ ଆସି ପହଞ୍ଚିଥିବାବେଳେ ଆହୁରି କେତେକ ବୋଟ୍...
ନକଲି ସୋରିଷ ତେଲ କାରଖାନା ଠାବ, ମାଲିକ ଅଟକ
ଉଦଳା,୮।୧୧(ଡି.ଏନ୍.ଏ.): ମୟୁରଭଞ୍ଜ ଜିଲା ଉଦଳା ଥାନା ନାଗପାଳ ୧୨ନଂ ଓ୍ବାର୍ଡରେ ଶୁକ୍ରବାର ପୋଲିସ ଏକ ନକଲି ସୋରିଷ ତେଲ କାରଖାନା ଠାବ କରିଛି। ଏଠାରୁ ୫ହଜାର ଲିଟର ନକଲି ତେଲ ଜବତ କରାଯାଇଛି। ଉକ୍ତ କାରଖାନାରେ ରାଇସ୍ ଅଏଲ୍ର ଅନୁମତି...
ମନ୍ତ୍ରୀପରିଷଦ ବୈଠକ: ଅତିରିକ୍ତ ଚିଠା ବଜେଟକୁ ଅନୁମୋଦନ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ଦେବ। ଏହି ବଜେଟ ଆଗତ ହେବା ପୂର୍ବରୁ ଶନିବାର ରାଜ୍ୟ ମନ୍ତ୍ରୀପରିଷଦ ବୈଠକରେ ଚିଠା ବଜେଟ ପ୍ରସ୍ତାବକୁ ଅନୁମୋଦନ...
ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍ ସଚିବଙ୍କ ସହ ଏସ୍ଆର୍ସିଙ୍କ ଆଲୋଚନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି...
କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା...
ଗୁଳି ଓ ଏସିଡ୍ ମାଡ଼ କରି ସୁନା ଦୋକାନରୁ ଲୁଟ୍ ଉଦ୍ୟମ: ୩ଜଣଙ୍କୁ ଛେଚି ପୋଲିସର ଜିମା ଦେଲେ ଲୋକେ
ବାରିପଦା ଅଫିସ,୮।୧୧- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ରୋଡ଼ ସ୍ଥିତ ବିଶ୍ୱକର୍ମା ସୁନା ଦୋକାନରୁ ଶୁକ୍ରବାର ଲୁଟ ଉଦ୍ୟମ ହୋଇଛି। ତେବେ ସ୍ଥାନୀୟ ଲୋକେ ୩ ଲୁଟେରାଙ୍କୁ ଧରିବା ସହ ନିର୍ଧୁମ ଛେଚି ପୋଲିସର ଜିମା ଦେଇଥିବା...
୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ସେ ଶନିବାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଆୟୋଜିତ ହେବାକୁ ଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଥିରେ ସେ କେନ୍ଦ୍ର...
Archives


