ରାଜ୍ୟ

କଟକଣା ସତ୍ୱେ ହାଟରେ ଲୋକଙ୍କ ଭିଡ଼

ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା. ଦୁଇହଜାରରୁ ଉର୍ଧ୍ୱ ଗ୍ରାହକ ଓ ବ୍ୟବସାୟୀ ରୁଣ୍ଡ ହୋଇ…

ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ । ସେହିପରି…

ଘରୁ ଗୋଡ କାଢିଲେ, କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୪ ।୪ : ରାଜ୍ୟରେ କୋଭିଡ19 ଆକ୍ରାନ୍ତଙ୍କ ସଂଖ୍ଯା 20ରେ ପହଞ୍ଚିଛି। ସରକାର ଟୁଇନ ସିଟି ସମେତ ଭଦ୍ରକକୁ 48ଘଣ୍ଟା ଲାଗି ସମ୍ପଣ୍ଣ ସଟଡାଉନ କରିଛନ୍ତି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଜିଲାପାଳ…

ଧରିତ୍ରୀ ପ୍ରଭାବ: ଗରିବ ପାଇଲେ ଖାଦ୍ୟ ସାମଗ୍ରୀ

ବଲାଙ୍ଗୀର ଅଫିସ, ୪ା୪- କରୋନା ଲକ୍‌ଡାଉନ୍‌କୁ ନେଇ ଗରିବ ଲୋକେ ବଡ ଅସୁବିଧାରେ ପଡିଛନ୍ତି । ଦିନମଜୁରିଆ ଭାବେ କାମ କରି ପରିବାର ପୋଷୁଥିବା ଲୋକେ ରୋଜଗାର ବନ୍ଦ ହୋଇଯିବା ପରେ ଖାଦ୍ୟ ଚିନ୍ତାରେ ପଡିଛନ୍ତି । ବିଶେଷକରି ମହିଳା ଶ୍ରମିକଙ୍କ…

ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପାଇଁ ସ୍ୱାକ୍ଷରିତ ହେଲା ତ୍ରିପାକ୍ଷିକ ବୁଝାମଣାପତ୍ର

ବଲାଙ୍ଗୀର ଅଫିସ,୪ା୪- ବଲାଙ୍ଗୀରରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ଏନେଇ ଶୁକ୍ରବାର ବଲାଙ୍ଗୀର (କଳିଙ୍ଗ ଇଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍‌ସେସ୍‌) କିସ୍ କ୍ୟାମ୍ପସ ପରିସରରେ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । କଳିଙ୍ଗ ଇଷ୍ଟିଚ୍ୟୁଟ ଅଫ୍…

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ

ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ୧୨ ଦିନ ସଟ୍ ଡାଉନ ଘୋଷଣା କରାଯାଇଛି। ୪ ତାରିଖ ସକାଳ ୭ଟାରୁ ୧୪…

ମହିଳାଙ୍କ ଫଟୋକୁ ଅଶ୍ଳୀଳ ସାଙ୍ଗକୁ ଭାଇରାଲ କରି ଯୁବକ ଅଟକ

ଓଡଗାଁ, ୪|୪(ସ୍ଵ. ପ୍ର.)- ଜଣେ ମହିଳାଙ୍କ ଫଟୋକୁ ଅଶ୍ଳୀଳ କରି ହ୍ଵାଟ୍ସଆପରେ ଭାଇରାଲ କରିବା ଅଭିଯୋଗରେ ସ୍ଥାନୀୟ ଆଦର୍ଶ ଥାନା ପୋଲିସ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି | ଅଭିଯୁକ୍ତ ଜଣକ ଅବିବାହିତ ଓ ତାଙ୍କ ଘର ଏହି…

ତୃଷାର୍ତ୍ତ ପକ୍ଷୀଙ୍କ ସେବାରେ କିନ୍ନର ଚିନ୍ମୟୀ

ଛେଣ୍ଡିପଦା, ୪।୪(ସ୍ବ.ପ୍ର.)- ଆତଙ୍କର ଅନ୍ୟନାମ ପାଲଟିଛି କରୋନା। ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ଦେଶ ଏବେ ଲକଡ଼ାଉନରେ। ଏହାପରେ ଅସ୍ୱାଭାବିକ ହୋଇପଡିଛି ଜୀବନଯାତ୍ରା। ଗରିବ, ଦିନ ମଜୁରିଆ ମୁଠାଏ ଖାଦ୍ୟ ପାଇଁ ସଂଘର୍ଷ କରୁଥିବାବେଳେ ଏଥିରୁ ବାଦ ପଡିନାହାନ୍ତି ଜୀବଜନ୍ତୁ।ଏପରି…

ସାନିଟାଇଜ୍‌ ହେଲା ବମିଖାଲ ଅଞ୍ଚଳ

କଟକ ରୋଡ,୪।୪(ଡି.ଏନ୍‌.ଏ): ରାଜଧାନୀର ବମିଖାଲ ଅଞ୍ଚଳରୁ ଶକୁବ୍ରାର ୩ଟି କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେଠାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ୩୧ ଓ ୩୩ ନମ୍ବର ଓ୍ବାର୍ଡରେ ସାନିଟାଇଜ୍‌ ଆରମ୍ଭ କରାଯାଇଛି। ପୂର୍ବାହ୍ନରେ ସକାଳ ୯ଟାରେ ଅଗ୍ନିଶମ ବିଭାଗ…

ବରଗଡ଼ରେ ଫସିଛନ୍ତି ଛତିଶଗଡର ୩୦ ଶ୍ରମିକ

ବରଗଡ଼ ଅଫିସ୍,୪।୪- ଘାତକ କରୋନା(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ ହୋଇଛି। ଏଭଳି ପରିସ୍ଥିତିରେ ବରଗଡ଼କୁ କର୍ମ ଅନ୍ବେଷଣରେ ଆସିଥିବା ଛତିଶଗଡ଼ର ୩୦ ଶ୍ରମିକ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରେ ୫ଶିଶୁ ଏବଂ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ହେବ କୋଭିଡ-୧୯ ହସ୍ପିଟାଲ

ସମ୍ବଲପୁର,୪।୪(ବ୍ୟୁରୋ): ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ-୧୯ ହସ୍ପିଟାଲ ଅସ୍ଥାୟୀ ଭାବେ ଖୋଲିବାକୁ ଜିଲାପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ କ୍ରମେ ଜିଲା ପ୍ରଶାସନ ପ୍ରଥମେ ବୁର୍ଲା ଭିସୁଟ, ଶାସନର ସିଲିକନ୍‌ କଲେଜ ଓ ଅନ୍ୟ ଦୁଇଟି ଘରୋଇ…

ସହର ସାନିଟାଇଜ଼ ଆରମ୍ଭ

ଢେଙ୍କାନାଳ ଅଫିସ, ୪।୪- କରୋନା ସଂକ୍ରମଣରୁ ସହରବାସୀଙ୍କୁ ସୁରକ୍ଷାଦେବା ଲାଗି ଢେଙ୍କାନାଳ ପୌରସଂସ୍ଥାରେ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଗଣେଶବଜ଼ାର ଠାରୁ ସହରର ପ୍ରମୁଖ ରାସ୍ତାରେ ବିଶୋଧନ ସିଞ୍ଚନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri