ରାଜ୍ୟ

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ...

‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ ମନା କରିଦେଇଛନ୍ତି। ୨୦୧୮ରେ ବଲାଙ୍ଗୀର ଜିଲା ପାଟଣାଗଡ଼ରେ...

ଏସ୍‌ସିବି ମେଡିକାଲ: ଦାୟିତ୍ୱ ନେଲେ ନୂଆ ଅଧୀକ୍ଷକ

କଟକ ଅଫିସ, ୬ା୧୧:ଏସ୍‌ସିବି ମେଡିକାଲର ନୂଆ ଅଧୀକ୍ଷକ ଭାବେ ପ୍ରଫେସର ଡାକ୍ତର ସରୋଜକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଫେସର ମହାନ୍ତି ଡିଏମ୍‌ଇଟିର...

ବିଧାନସଭାରେ ଘେରିବାକୁ ବିରୋଧୀଙ୍କ ଧମକ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମୀତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଭାଜପା ଏହି ପ୍ରସଙ୍ଗକୁ ଆୟୁଧ କରି ବାରମ୍ବାର ସରକାରଙ୍କ ଉପରେ ବର୍ଷିବାରେ ଲାଗିଛି। ଅନ୍ୟପଟେ ଆସନ୍ତା ୧୩ ତାରିଖରେ...

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ...

ପିଆଜ, ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର ଆହୁରି ଆଗକୁ ବଢିବ । ଗରିବ ଲୋକମାନଙ୍କର ମୁଖ୍ୟ ଆହାର ପିଆଜ ଏବେ...

ସାଧାରଣ ସେବା କେନ୍ଦ୍ରରେ ମିଳିବ ଡିଏଲ୍‌ ଆବେଦନ ସୁବିଧା

ଭୁବନେଶ୍ୱର, ୬-୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରର ସଫଳ ପ୍ରୟୋଗ ବାଣିଜ୍ୟ ଓ ପରିବହନ ବିଭାଗରେ କରାଯାଉଛି। ଏ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।...

ପଶ୍ଚିମବଙ୍ଗ, ବାଂଲାଦେଶ ମୁହାଁ ‘ବୁଲ୍‌ବୁଲ୍‌’:ଓଡ଼ିଶାକୁ ମାଡ଼ ନ କରିପାରେ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଧୀରେ ଧୀରେ ଏହା ଶକ୍ତିଶାଳୀ ହେଉଛି। ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଏହା ପଶ୍ଚିମ ଦିଗକୁ ଗତି କରୁଛି। ସାମୁଦ୍ରିକ...

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି।...

ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ

ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ...

ବାଘ ଠାବ ପାଇଁ ଟ୍ରାପ୍‌ କ୍ୟାମେରା ଲାଗିପାରୁନାହିଁ: ଗୁଣ୍ଡିରିବାଡ଼ିବାସୀ ଆତଙ୍କିତ, ଘୁରି ବୁଲିଛି ବନ ବିଭାଗ

ଭଞ୍ଜନଗର,୫।୧୧(ଡି.ଏନ.ଏ)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡ଼ି, ତେନ୍ତୁଳିଆ, ଲଣ୍ଡେଇହିଲ୍‌ ଅଞ୍ଚଳବାସୀଙ୍କୁ ବିଗତ କିଛିଦିନ ହେବ ବାଘ ଆତଙ୍କ ଘାରିଛି। ସୋମବାର ରାତିରେ ଗୁଣ୍ଡିରିବାଡ଼ି ଗ୍ରାମ ମୁଣ୍ଡରେ ଥିବା ଏକ ଗୁହାଳ ଦେଇ ଏକ ବାଘ ଦୌଡ଼ି...

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri