ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ
ଝାରସୁଗୁଡା ଅଫିସ୍/ଲଖନପୁର,୫।୧୧(ଡି.ଏନ୍.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍ ଡେଭ୍ଲପ୍ମେଣ୍ଟ କର୍ପୋରେଶନ(ଓଏଫ୍ଡିସି)ସୁପରଭାଇଜର୍ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ...
ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ
ବିଜେପୁର, ୫।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ...
ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ...
ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି ଖବର ପ୍ରକାଶ ପାଉଛି। ଏହାକୁ ନେଇ ସାଧାରଣ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି।...
ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି
ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀରୁ ପାସଆଉଟ୍ ୧୬ଜଣ ଡିଏସ୍ପିଙ୍କୁ ନୂଆ ନିଯୁକ୍ତି ମିଳିଛି। ପୋଲିସ...
କାନ୍ଥ କହେ କାହାଣୀ: କଳାପାହାଡ଼ ବିଭୀଷିକାର ସାକ୍ଷୀ ‘ମା ଗଡ଼ଚଣ୍ଡୀ’
କଟକ ଅଫିସ, ୫ା୧୧: ପ୍ରାଚୀନ ସହର କଟକ। ଏଠାରେ ରହିଛି ଅନେକ ସଂସ୍କୃତି ଓ ଇତିହାସ। ସହରଟି ଯେତିକି ପୁରୁଣା ତା’ର କାହାଣୀ ମଧ୍ୟ ସେତିକି ପ୍ରାଚୀନ। କୋଣ ଅନୁକୋଣରେ ଭରି ରହିଛି ଇତିହାସର ଛିଟା। ଏହିସବୁ ଲୋକଲୋଚନକୁ ଆଣିବା...
ଅନୁଭୂତିରେ ବାଲିଯାତ୍ରା: ପାଦ ଥକିଯାଏ, ମନ ଥକେନି
କଟକ ଅଫିସ,୫ା୧୧: ବାଲିଯାତ୍ରାରେ ବୁଲିଲେ ପାଦ ଥକି ଯାଏ, ମନ କେବେ ଥକେନି। ଯେହେତୁ ମୁଁ ଜଣେ କଟକବାସୀ, ଏଣୁ ପ୍ରତିବର୍ଷ ବାଲିଯାତ୍ରା ଯିବା ଥୟ। ଏବେ ସେ ବଳ ବୟସ ନାହିଁ। ତଥାପି ବାଲିଯାତ୍ରା ବୁଲିବା ମଜା ସେମିତି...
ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ
କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଗତ ଶନିବାର ସୁଦ୍ଧା ୫୦ ପ୍ରତିଶତ...
କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍ଏସ୍ଏ
ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସହରର ବିଭିନ୍ନ ଜୋନ୍ ଏସିପି ଓ ଥାନା ଅଧିକାରୀ...
ଅବପାତରେ ପରିଣତ ହେଲା ଲଘୁଚାପ: ୨୪ ଘଣ୍ଟାରେ ବାତ୍ୟା ରୂପ ନେବା ସମ୍ଭାବନା
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ନିକଟରେ କେନ୍ଦ୍ରଭୂତ ହୋଇଥିବା ଲଘୁଚାପ ଅଧିକ ଘନିଭୂତ ହେବାରେ ଲାଗିଛି। ଏହା ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୯୫୦ କିମି ଦୂରରେ ରହିଛି। ଏଥିସହିତ ଲଘୁଚାପ ଆସନ୍ତା୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ...
ମନ ଜିଣିଲେ ‘ସୁପର ୨୨’
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଗୋଡ଼ ନ ଥାଇ ବି ନାଚିବାର ଇଚ୍ଛା। ହାତ ନ ଥାଇ ବି ଅଭିନୟ କରିବାର ଇଚ୍ଛା। କଥା କହି ନ ପାରିଲେ ବି ଅନ୍ୟକୁ ହସାଇବାର ଇଚ୍ଛା। ଦିବ୍ୟାଙ୍ଗ ହେଲେ ବି ନିଜ ଦକ୍ଷତା ବଳରେ କିଛି...
ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ଼ ଘଟଣା
ପୁରୁଣା ଭୁବନେଶ୍ୱର,୫ା୧୧(ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ତାଲା ପକାଇ ଆକ୍ରମଣ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅପରପକ୍ଷେ ଅଭିଯୋଗପତ୍ରରେ ଅଭିଯୁକ୍ତ ୨ ସେବାୟତଙ୍କ ନାମରେ ହୋଇଥିବା ଅଭିଯୋଗକୁ ଅନୁଧ୍ୟାନ କରାଯାଇ...
Archives


