ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…
ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା…
ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…
ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ସୁଉଚ୍ଚ ମାଟିବନ୍ଧ ଓ ପାର୍ଶ୍ୱରେ ପଥର ପ୍ୟାକିଂ ନିର୍ମାଣ…
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ
ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…
ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…
ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ ଲୁଚିଥିବା ଦେଖିବାକୁ ମିଳିଛି। ତେବେ ଅଭିଯୁକ୍ତ ଜଣଙ୍କ ପାଣିଟାଙ୍କି ଉପରେ ବିଷ ପିଇ…
କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ
ଭୁବନେଶ୍ୱର,୧୪ା୩(ସୁନିତ୍ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…
ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍ ଓ୍ବେଭ୍ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍ ଓ୍ବେଭ୍ ଜାରି ରହିଥିବାରୁ ଭାରତୀୟ ପାଣିପାଗ ବିଭାଗ ସତର୍କ କରିଛି। ଶନିବାର ଝାରସୁଗୁଡା ଏବଂ ସମ୍ବଲପୁରରେ…
ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…
ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ କାର୍ଯ୍ୟରତ ଡାକ୍ତର ରୋଗୀଙ୍କ ସମ୍ପର୍କୀୟ ଓ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଆକ୍ରମଣ କରିଥିବା…
ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର; ୪୬ ବର୍ଷୀୟ ତାରିଣୀଙ୍କୁ…
ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏହି ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଅଭିଯୁକ୍ତ…
ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…
ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଚାଷୀଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ…
ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ମୃତ୍ୟୁ ଘଟିଛି । ଘଟିଛି। ମୃତକ…
କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ
ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍ କରି ସେ ତାଙ୍କ ଇସ୍ତଫାର କାରଣ କହିଛନ୍ତି। ସେ କହିଛନ୍ତି, ଭାଜପା ମୂଲ୍ୟବୋଧଯୁକ୍ତ ରାଜନୀତି…
ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ
ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ ୨୨୦କୁ ଅବରୋଧ କରିବା ସହିତ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବହଳଦା ତହସିଲଦାର…
Archives


