୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ
ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତ…
କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…
କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ ତାଙ୍କର ଅଡୁଆ ବଢ଼ିଯାଇଛି। ସୌରିନଙ୍କ ବିରୋଧରେ ଲାଗୁ ହୋଇଥିବା ଜାମିନ ବିହୀନ ଗିରଫ…
୩୦ ଯାଏ ବଢ଼ିଲା ଓଏସ୍ଏସ୍ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…
କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ…
ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରିବ। ତେବେ ଏହାପରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର…
“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…
ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ। ପୀଡ଼ିତା ଯୁବତୀ ଜଣକ…
ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…
ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍ ଚାଲିଥିଲେ ମଧ୍ୟ ଏହି ବିରାଟକାୟ ଜାହାଜର କୌଣସି ପତ୍ତା ମିଳିପାରୁନାହିଁ । ବିଶେଷଜ୍ଞଙ୍କ…
କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାୟଗଡ଼ା ଏସ୍ପି ଶ୍ରୀ ରାଜ ପ୍ରସାଦ କଣ୍ଟାମାଳ ଓ…
ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍ ଅପରେଶନ
ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍ ଚାଲିଥିଲେ ମଧ୍ୟ ଏହି ବିରାଟକାୟ ଜାହାଜର କୌଣସି ପତ୍ତା ମିଳିପାରୁନାହିଁ । ବିଶେଷଜ୍ଞଙ୍କ…
ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!
ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ପିଏମ୍ ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି…
ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗ୍ରାମର ବାଲରାଜୁ ନାମକ ଜଣେ ବ୍ୟକ୍ତିଙ୍କ ଘର ବାରିପଟେ ରଖାଯାଇଥିବା ଏକ…
ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ ହୋଇ ଗୁଣପୁର ପାଇଁ ଗୌରବ ଆଣିଛି। ଓଡ଼ିଶା ଷ୍ଟେଟ୍ ବ୍ୟାଡମିଣ୍ଟନ୍ ଆସୋସିଏଶନ୍ ପକ୍ଷରୁ…
ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ମଙ୍ଗଳବାର ଆୟୋଜିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ…

