ରାଜ୍ୟ

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦ ବର୍ଷ।…

ଚାକିରି ପାଇଁ ରୋଗକୁ ଖାତିର ନାହିଁ

ବାଲେଶ୍ୱର ଅଫିସ, ୧।୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବାରମ୍ବାର ଗଣମାଧ୍ୟମରେ ସୂଚନା ଦିଆଯାଉଛି। ସାମାଜିକ ଦୂରତ୍ୱ ହିଁ ସଂକ୍ରମଣଠାରୁ ଦୂରେଇ ରହିବାର ଉପଯୁକ୍ତ ମାଧ୍ୟମ ବୋଲି କୁହାଯାଉଛି। ଏହାସତ୍ତ୍ୱେ ବି…

ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି

ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଚଳିତବର୍ଷ କୌଣସି ସଭା ସମିତି କରା ନ ଯାଇ ଘରେ ଘରେ କଳା ଦିବସ…

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୩୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ଇଟାଭାଟିରେ କାମ କରୁଛନ୍ତି। ଇଟାଭାଟି…

ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ

ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ ହୀରାକୁଦ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଉଦ୍ଧାର କରିଥିଲା।…

କରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି

ବଲାଙ୍ଗୀର ଅଫିସ, ୧ା୪: ଲକ୍‌ଡାଉନ୍‌ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର ଅସୁବିଧାରେ ପଡିଛନ୍ତି। ଯେଉଁ ମହିଳାମାନେ କାମ କରି ପରିବାର ଚଲାଉଥିଲେ ସେମାନଙ୍କ ଜୀବନ ଜୀବିକା…

ଅବ୍ୟବସ୍ଥାରେ କ୍ୱାରାଣ୍ଟାଇନ ସେଣ୍ଟର

ବାଲିଆ, ୧।୪:  କରୋନା ମହାମାରୀ ପାଇଁ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତି ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି। ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ପଞ୍ଚାୟତର ଯେ…

ଲକ୍‌ଡାଉନ୍‌: ସମୁଦ୍ରକୁ ଯାଉନାହାନ୍ତି ମତ୍ସ୍ୟଜୀବୀ, ସାମୁଦ୍ରିକ ମାଛ ଦର ଆକାଶଛୁଆଁ

କେନ୍ଦ୍ରାପଡ଼ା ଅଫିସ, ୧।୪: କେନ୍ଦ୍ରାପଡ଼ା ଜିଲାରେ ତାଲା ବନ୍ଦର ପ୍ରଭାବ ସାମୁଦ୍ରିକ ଖାଦ୍ୟ ଉପରେ ପଡିଛି। ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ମହାକାଳପଡ଼ା, ରାଜନଗର ବ୍ଲକଠାରୁ ଆରମ୍ଭ କରି ଜିଲାର ସମସ୍ତ ମାଛ ବ୍ୟବସାୟୀ ଏହି ସମୟରେ ଦର ବଢ଼ାଇ ଚାଲିଛନ୍ତି। ସମୁଦ୍ରରୁ…

ସରକାରଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ଶିଳ୍ପସଂସ୍ଥା: କାମ ହରାଇ ଦୁର୍ଦ୍ଦିନରେ ଶ୍ରମିକ ପରିବାର

ଯାଜପୁର ଅଫିସ,୧ା୪: କରୋନା ସଂକ୍ରମଣ ରୋକିବା ନିମେନ୍ତ ଦେଶ ଲକ୍‌ଡାଉନ୍‌ କରାଯାଇଥିବାରୁ କୌଣସି ଶ୍ରମିକ ଓ କର୍ମଚାରୀଙ୍କୁ କାର୍ଯ୍ୟଚ୍ୟୁତ କିମ୍ବା ମଜୁରିରୁ ବଞ୍ଚିତ ନ କରିବାକୁ ସରକାରୀ ନିର୍ଦ୍ଦେଶ ହୋଇଛି। କିନ୍ତୁ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ସରକାରୀ…

ନିଜାମୁଦ୍ଦିନ୍‌ ଧର୍ମସଭାରେ ଥିଲେ କୋରାପୁଟର୨

ଜୟପୁର,୧ା୪(ନି.ପ୍ର./ଡି.ଏନ୍‌.ଏ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ ଧର୍ମସଭାରେ ଦେଶବିଦେଶରୁ ଲୋକ ଯୋଗଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହି ସଭାରେ ଓଡ଼ିଶାର ୧୫ଜଣ ଯୋଗ ଦେଇଥିବାବେଳେ କୋରାପୁଟ ଜିଲାର ଜୟପୁର ଏବଂ କୋଟପାଡ଼ ଅଞ୍ଚଳର ୨ ବ୍ୟକ୍ତି…

ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ। କାନାଡ଼ାର ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରିନ୍ସ ଚାଲ୍ସ…

କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri