ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ
କୁଆମରା,୫ା୧୧(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି...
‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’
ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍ଘାଟନ କରି ସଂଗୀତ ମଣିଷ ଜୀବନରେ...
ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା
ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର...
ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍ସନ ସ୍ଥାୟୀଭାବେ ବନ୍ଦ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା (ଜିରୋ ଟଲରାନ୍ସ) ନୀତି ଉପରେ ସବୁବେଳେ ଗୁରୁତ୍ୱ...
ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ...
ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ
ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶିବିରରୁ ବାହାରୁଥିବା ବର୍ଯ୍ୟବସ୍ତୁ ଏକାଠି ରଖିବା ପାଇଁ ପୌର ପ୍ରଶାସନ...
ଅମରେଶ ହତ୍ୟା ମାମଲା : ରାଜଧାନୀ ବାହାରୁ ଆଉ ଜଣେ ଗିରଫ
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅଧୀନ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପଟେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଆଉ ଜଣଙ୍କୁ ସ୍ବତନ୍ତ୍ର ସ୍କ୍ବାଡ୍ ରାଜଧାନୀ ବାହାରୁ ଗିରଫ କରିଛି। ଇତିମଧ୍ୟରେ ମୋଟ ୬ଜଣ ଅଭିଯୁକ୍ତଙ୍କୁ କାବୁ କରାଗଲାଣି।...
୧୫ଦିନ ମଧ୍ୟରେ ଖୋଲିବ ନିକୋ ପାର୍କ
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦୀର୍ଘ ୬ମାସ ପରେ ପୁଣି ଖୋଲିବ ଭୁବନେଶ୍ୱରର ଏକମାତ୍ର ଥିମ୍ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)। ଫନୀରେ କ୍ଷତିଗ୍ରସ୍ତ ହୋଇ ବନ୍ଦ ପଡ଼ିଥିବା ଏହି ପାର୍କର କିଛି ଅଂଶକୁ ଏବେ ପୁନରୁଦ୍ଧାର କରାଯିବ। ଏହାପରେ...
ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣ : ୪ ଏୟାର ଇଣ୍ଡିଆ ବିମାନ ବାତିଲ୍, ୧୨ଟିର ପଥ ପରିବର୍ତ୍ତନ
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣଜନିତ ଖରାପ ପାଗ ଯୋଗୁ ଏୟାର ଇଣ୍ଡିଆ ରବିବାର ୪ଟି ବିମାନ ବାତିଲ୍ କରିଦେଇଛି। (ଏଆଇ୪୬୭/୪୬୮) ଦିଲ୍ଲୀ-ବିଜୟଓ୍ବାଡ଼ା-ଦିଲ୍ଲୀ, (ଏଆଇ୪୭୩/୪୭୪) ଦିଲ୍ଲୀ-ଭୁବନେଶ୍ୱର-ଦିଲ୍ଲୀ, (ଏଆଇ୮୫୩/୮୫୪) ଦିଲ୍ଲୀ-ପୁନେ-ଦିଲ୍ଲୀ, (ଏଆଇ୮୦୧/୮୦୨) ଦିଲ୍ଲୀ-ବେଙ୍ଗାଲୁରୁ-ଦିଲ୍ଲୀ ବିମାନକୁ ବାତିଲ୍ କରାଯାଇଛି। ପ୍ରଦୂଷଣ ଯୋଗୁ ଆକାଶରେ...
ଆଇଆର୍ସିଟିସି କମାଇବ ରେଳଭଡ଼ା : ମିଳିବ ଅନ୍ଲାଇନ ପେମେଣ୍ଟରେ ରିହାତି
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆଇଆର୍ସିଟିସି କମାଇବାକୁ ଯାଉଛି ରେଳଭଡ଼ା। ପ୍ରତି ସଂରକ୍ଷିତ ଟିକେଟରେ ଆଦାୟ କରାଯାଉଥିବା ସେବା ଦେୟରେ ଏବେ ଯାତ୍ରୀଙ୍କୁ ରିହାତି ମିଳିବ। ଯାତ୍ରୀ ଟିକେଟ ବୁକିଂ କରିବା ସମୟରେ ଭୀମ୍ କିମ୍ବା ୟୁପିଆଇ ଜରିଆରେ ପେମେଣ୍ଟ କରିଲେ ଟିକେଟ ପିଛା...
ଅଭୟାରଣ୍ୟ, ହାତୀ କରିଡର୍ ପାଇଁ ବିପଦ ପାଲଟିଛି ଖଣି ଖାଦାନ
ଭୁବନେଶ୍ୱର,୪ା୧୧୧(ବ୍ୟୁରୋ) : ରାଜ୍ୟରେ ଅଭୟାରଣ୍ୟ ଓ ହାତୀ କରିଡର୍ ପାଇଁ ବିପଦ ସୃଷ୍ଟି କରୁଛି ଖଣି ଖାଦାନ। ଏନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଉଦ୍ବେଗ ପ୍ରକାଶ କରିଛନ୍ତି। ଏ ପ୍ରସଙ୍ଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଓଡ଼ିଶା ସରକାରଙ୍କୁ ଏନ୍ଜିଟି...
୭ରେ ଦିବ୍ୟାଙ୍ଗ ନିଯୁକ୍ତି ମେଳା : ଅଂଶଗ୍ରହଣ କରିବେ ୩୦ ଆଇଟି କମ୍ପାନୀ
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିବ୍ୟାଙ୍ଗମାନଙ୍କ ପାଇଁ ରାଜଧାନୀରେ ହେବ ନିଯୁକ୍ତି ମେଳା। ଶାନ୍ତିଧାମ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ମେଳାକୁ ଦେଶ ବିଦେଶର ୩୦ ଆଇଟି କମ୍ପାନୀ ଆସିବେ। ଏଥି ମଧ୍ୟରେ ଆମେରିକାର ଦୁଇଟି ଆଇଟି କମ୍ପାନୀ ମଧ୍ୟ ରହିଛି। କେନ୍ଦ୍ର...
Archives


