ରାଜ୍ୟ

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ ଦେଖାଯାଇଛି। ବିଭିନ୍ନ ସ୍କୁଲରେ ପ୍ରଶ୍ନପତ୍ର ଅଭାବ ହେବାରୁ କେଉଁଠି ଜେରକ୍ସ ତ...

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷମାନେ ମଧ୍ୟ ଯତ୍ନବାନ ହେବା ଆବଶ୍ୟକ ବୋଲି ମହିଳା ଓ...

ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଭିନ୍ନ ସ୍କୁଲ୍‌ର ଛାତ୍ରୀଛାତ୍ରଙ୍କୁ ନେଇ ରଚନା,...

ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି, ପାର୍କିଂ ଫିକୁ ବିରୋଧ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଏମ୍‌ସି ହୋଲ୍ଡିଂ ଟିକସ ବୃଦ୍ଧି ଓ ବେଆଇନ ପାର୍କିଂ ଫି ଆଦାୟକୁ ତୀବ୍ର ବିରୋଧ କରିଛି ସମାଜବାଦୀ ପାର୍ଟି, ସିପିଏମ୍‌, ଫର୍‌ଓ୍ବାର୍ଡ଼ ବ୍ଲକ୍‌ ଓ ସିପିଆଇ(ଏମଏଲ)। ଶୁକ୍ରବାର ଏହି ୪ ଦଳ ମିଳିତ ଭାବେ ଭୁବନେଶ୍ୱର ମହାନଗର...

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ରିଜିଜୁ: ଅଲିମ୍ପିକ୍ସରେ ଭାରତକୁ ଜିତାଇବେ ଜନଜାତି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅଲିମ୍ପିକ୍ସରେ ଜନଜାତି ଛାତ୍ରୀଛାତ୍ରଙ୍କ ଭୂମିକା ଯଥେଷ୍ଟ ଗୁରୁତ୍ୱ ବହନ କରିବ। ଭାରତରେ ପ୍ରତିଭାର ଅଭାବ ନାହିଁ। ଦେଶର ଗ୍ରାମାଞ୍ଚଳରେ ବହୁ କ୍ରୀଡା ପ୍ରତିଭା ଲୁକ୍କାୟିତ ଭାବେ ରହିଛନ୍ତି। ଏହି ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବାକୁ ହେଲେ ଆମକୁ ଉପଯୁକ୍ତ ପଦକ୍ଷେପ...

ଐତିହ୍ୟ ସୁରକ୍ଷା ବିପର୍ଯ୍ୟସ୍ତ: ବେଆଇନ ନିର୍ମାଣ ଅଭିଯୋଗ ପରେ ବିଭାଗ ନୀରବ

ପୁରୁଣା ଭୁବନେଶ୍ୱର,୨ା୧୧(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣରେ ଯେପରି ବାଧା ନ ଉପୁଜିବ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍‌ଆଇ) ପକ୍ଷରୁ ଅନେକ ନିୟମ ଓ କଟକଣା ରହିଛି। ଆମସାର ଆକ୍ଟ (ଆନସିଏଣ୍ଟ ମନୁମେଣ୍ଟସ ଆଣ୍ଡ ଆର୍କୋଲୋଜିକାଲ ସାଇଟ୍‌ସ ଆଣ୍ଡ...

ଡ୍ରାଇଭିଂ ଲାଇସେନ୍ସ ଆଳରେ ଅନ୍‌ଲାଇନ ଠକେଇ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଅନ୍ୟାନ୍ୟ କାଗଜପତ୍ର ପାଇଁ ଆର୍‌ଟିଓ ଅଫିସରେ ଲୋକଙ୍କ ଭିଡ଼ ଜମୁଛି। ଏବେ ଆର୍‌ଟିଓ ଅଫିସରୁ ଦଲାଲ ହଟିଯିବା ପରେ ଲୋକେ ଅନ୍‌ଲାଇନ୍‌ରେ ଆବେଦନ କରୁଛନ୍ତି।...

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା।...

ବିଶ୍ୱାସରେ ବିଷ: ବୃଦ୍ଧାଙ୍କ ଏଟିଏମ୍‌ରୁ ଟଙ୍କା ହଡ଼ପ: ଜେଲ ଗଲେ ଅଭିଯୁକ୍ତ ଫାର୍ମାସିଷ୍ଟ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଶ୍ୱାସରେ ବିଷ ଦେଇ ଜଣେ ବୃଦ୍ଧାଙ୍କ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଚୋରି ଅଭିଯୋଗରେ ନୟାଗଡ ଜିଲାର ମାନସ ରଞ୍ଜନ ମିଶ୍ରଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ...

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ ଧରି ଚାଲିବାକୁ ଥିବା ଏହି ଏକ୍ସପୋକୁ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅମ୍ରିତା ମିଶ୍ର...

ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର...

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ଼ ଜମିଥିଲା। ଚରମ୍ପା ଷ୍ଟେଶନ ରୋଡ୍‌, ଡାହାଣୀଗଡ଼ିଆ ଛକଠାରୁ ଆର୍‌ଟିଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri