ଦର ବୃଦ୍ଧି ସ୍ବୀକାର କଲେ ମନ୍ତ୍ରୀ
ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା (କୋଭିନ୍-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ୨୧ ଦିନ ଲକ୍ଡାଉନ୍ କରାଯାଇଛି। ତେବେ ଏହି ଲକ୍ଡାଉନ୍ ସମୟରେ ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟବସାୟୀ। କିଛି ଗ୍ରୋସରୀ…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ…
ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା
ପୁରୀ ଅଫିସ,୩୦।୩: ଘରୋଇ ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି।…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ କାଠ ସୋମବାର ପୁରୀରେ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ଆସିଥିବା ଏହି କାଠ…
ଗାଡ଼ି ପାସ୍ ନବୀକରଣ ଅନାବଶ୍ୟକ, ଖୋଲା ରହିବ ଟାୟାର ମରାମତି ଦୋକାନ: ପୋଲିସ କମିଶନର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଲକ୍ଡାଉନ୍ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍ ନବୀକରଣର ଆବଶ୍ୟକତା ନାହିଁ। କରୋନା (କୋଭିଡ-୧୯) ସ୍ଥିତିର ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍ ବୈଧ ରହିବ। ଏ ନେଇ ସୋମବାର ପୋଲିସ…
ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍; ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଅନୁମୋଦିତ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ ଘୋଷଣା
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ସୋମବାର ବିଧାନସଭାରେ ଅନୁମୋଦନ ହୋଇଛି। ସର୍ବ ସମ୍ମତି କ୍ରମେ ବାଚନିକ ମତଦାନରେ ଏହାକୁ ପାରିତ କରାଯାଇଛି। ଏଥିସହିତ ୩୮ଟି ବିଭାଗର ଖର୍ଚ୍ଚ ଦାବିକୁ…
ଜୀବନ ନେଇପାରେ ଦେଶୀ, ନକଲି ମଦ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ଏବେ ସମସ୍ତେ ଆତଙ୍କିତ। ଘାତକ ଭୂତାଣୁ ‘କୋଭିଡ୍-୧୯’ କବଳରୁ ରକ୍ଷା ପାଇବା ପାଇଁ ଏଯାଏ ସଫଳ ଔଷଧ ବାହାରି ନାହିଁ। ଏପରିସ୍ଥିତିରେ ଜୀବନମୃତ୍ୟୁର ଦୋଛକିରେ ପଡ଼ିଥିବା ମଣିଷ ଏବେ ନାନା ଗୁଜବ ଓ ଚର୍ଚ୍ଚାକୁ ବିଶ୍ୱାସ…
ଦିନକର ଦରମା ଦେବେ ସଚିିବାଳୟ କର୍ମଚାରୀ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିବିଶେଷ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର କର୍ମକର୍ତ୍ତାମାନେ ନିଜ…
କରୋନା ମୁକାବିଲା ପ୍ରସ୍ତୁତି ପରଖିଲେ ବାଗ୍ଚୀ
ପୁରୀ ଅଫିସ,୩୦ା୩: ରାଜ୍ୟ ସରକାରଙ୍କ କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ ରବିବାର ପୁରୀ ଗସ୍ତରେ ଆସିଥିଲେ। କରୋନା ମୁକାବିଲା ନେଇ ପୁରୀ ଜିଲା ପ୍ରଶାସନ କେତେ ପ୍ରସ୍ତୁତ ତାହା ପରଖିଥିଲେ। ଏହି ଅବସରରେ ଜିଲା ନିୟନ୍ତ୍ରଣ କକ୍ଷ, ପୋଲିସ ନିୟନ୍ତ୍ରଣ…
ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍ଡାଉନ୍ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ ଆଦି ରାଜ୍ୟର ବୋଲି ଜଣାପଡିଛି। ଏମାନଙ୍କୁ ୧୦୪ଟି କ୍ୟାମ୍ପରେ ରଖାଯାଇ ଖାଦ୍ୟ ଦିଆଯାଉଛି।…
ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି
କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍ଡାଉନ୍କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍ ସେମାନଙ୍କୁ ବିଭିନ୍ନ ଛକ…
ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍ଡାଉନ୍ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ ରେଳପଥ ଜରୁରୀକାଳୀନ ସାମଗ୍ରୀର ପରିବହନ ଲାଗି ସହଯୋଗର ହାତ ବଢାଇଛି। ରେଳପଥ ପକ୍ଷରୁ…
Archives


