ଦୁଇଦିନ ବର୍ଷା ସହ ବଜ୍ରପାତ: ତାପମାତ୍ରା ଆହୁରି ବଢ଼ିବ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାପମାତ୍ରା ବଢ଼ିବାରେ ଲାଗିଛି। ଦିନବେଳା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ହେଲେ ଅପରାହ୍ନରୁ ହଠାତ ପାଗରେ ପରିବର୍ତ୍ତନ ଘଟୁଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ବଜ୍ରପାତ ମଧ୍ୟ ହୋଇଛି। ଆସନ୍ତା ଦୁଇଦିନ ଏହିଭଳି ପାଗ…
ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍ଆର୍ସି
ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା ବଢ଼ାଇ ଦେଇଛି। ଅଂଶୁଘାତ ଆଶଙ୍କା ଦେଖାଦେଇଥିବାରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ…
ଲକ୍ଡାଉନ ପ୍ରଭାବ: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ
ବାଲିଅନ୍ତା,୨୯ା୩(ଡି.ଏନ୍.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ଜଣେ ଦୁଗ୍ଧ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବ୍ଲକର ଜୟଦେବ ପଞ୍ଚାୟତ ଅଧୀନ ଫିରିଫିରା ଗ୍ରାମର ଚାଷୀମାନେ ସପ୍ତାହ…
ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ
କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ…
ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ: ଲକ୍ଷଣ ଥାଉ ବା ନ ଥାଉ ତୁରନ୍ତ କ୍ୱାରାଣ୍ଟାଇନ୍ରେ ରହିବେ ସଂକ୍ରମିତ ଅଞ୍ଚଳରୁ ଆସିଥିବା ଲୋକେ
ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ସଂକ୍ରମିତ ଦେଶ କିମ୍ବା ଅଞ୍ଚଳରୁ ଓଡ଼ିଶାକୁ ଆସିଥିବା ଲୋକମାନଙ୍କୁ ତୁରନ୍ତ କ୍ୱାରାଣ୍ଟାଇନ୍ରେୁ ରଖିବାକୁ ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ୩ଟି ଦିଗକୁ ଗୁରୁତ୍ୱ…
ବସ୍ତିରେ ରହୁନି ସାମାଜିକ ଦୂରତ୍ୱ, ସଂକ୍ରମଣ ଆଶଙ୍କା
ଭୁବନେଶ୍ୱର, ୨୯ା୩(ବ୍ୟୁରୋ): ଲୋକଙ୍କୁ କରୋନା ଭାଇରସ୍ (କୋଭିଡ୍-୧୯) ସଂକ୍ରମଣରୁ ରୋକିବା ଓ ଗହଳି ସ୍ଥାନରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ ଓ ସତର୍କ କରାଯାଉଛି। ସାମାଜିକ ଦୂରତ୍ୱକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲେ ହେଁ ଭୁବନେଶ୍ୱରର ବିଭିନ୍ନ ବସ୍ତିରେ ଏହାକୁ ଖୋଲାଖୋଲି ଭାବେ…
ଏପ୍ରିଲ ଶେଷ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ଡାକ୍ତରଙ୍କ ପାଇଁ ଖୁସି ଖବର। ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ଡାଇନାମିକ୍ ଆସ୍ୟୁୟର୍ଡ କ୍ୟାରିୟର ପ୍ରୋଗ୍ରେଶନ (ଡିଏସିପି) ଲାଗୁ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା…
ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି
ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ ସରକାରୀ ବିଦ୍ୟାଳୟକୁ ପଠାଉଥିବା ବେଳେ ସେଠାରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଉପଯୁକ୍ତ ଶିକ୍ଷା…
ପ୍ରାଣଘାତୀ କରୋନା କବଳରୁ ମୁକ୍ତି ପାଇଁ ପ୍ରାର୍ଥନା: ଚାରି ଆଶ୍ରମ ବିଜେ କଲେ ବାଡ଼ି ନୃସିଂହ
ପୁରୀ ଅଫିସ,୨୯ା୩: ଚୈତ୍ର ଶୁକ୍ଳ ଚତୁର୍ଥୀରେ ଶନିବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ବାଡ଼ି ନୃସିଂହ ଦକ୍ଷିଣୀ ଘରୁ ପଟୁଆରରେ ବିମାନକୁ ବିଜେ କରିଥିଲେ। ଶ୍ରୀକ୍ଷେତ୍ରର ମହର୍ଷି…
ବ୍ଲଡ ବ୍ୟାଙ୍କ୍ରେ ରକ୍ତ ଅଭାବ: ଆଗକୁ ସୃଷ୍ଟି ହୋଇପାରେ ଜଟିଳ ସ୍ଥିତି
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ ଦିନିଆ ଲକ୍ ଡାଉନ୍। କେହି ଘରୁ ପଦାକୁ ଗୋଡ଼ କାଢୁନାହାନ୍ତି। ଡାକ୍ତରଖାନା ଖୋଲା ରହିଥିଲେ ମଧ୍ୟ ଏବେ ଗୁରୁତର ରୋଗୀଙ୍କ ପାଇଁ ରକ୍ତ ଯୋଗାଡ଼ କରିବା ବଡ଼ ସମସ୍ୟା ପାଲଟିଛି।…
କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର ଅଭିନେତ୍ରୀ ରାନୀ ପଣ୍ଡା ୫୦ ହଜାର ଟଙ୍କା ଦାନ କରିଥିବାବେଳେ ଶନିବାର ଅଭିନେତା ସବ୍ୟସାଚୀ…
ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ ରହିଛି। ଏଭଳି ସ୍ଥିତିରେ କର୍ମଚାରୀଙ୍କ ଦରମା ମିଳିବା ଅସମ୍ଭବ ହୋଇପଡ଼ିଛି। କେମିତି ଚଳିବେ,…
Archives


