ରାଜ୍ୟ

ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା ଉଦ୍‌ଯାପନୀ ସମାରୋହରେ ସ୍ବଚ୍ଛତା ରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ...

ଘର ତିଆରି ବିଲ୍‌ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ

କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁଶାନ୍ତି ସେଠୀ। ଲାଞ୍ଚ କାରବାରରେ ତାଙ୍କର ସମ୍ପୃକ୍ତି ଥିବା...

ସୁଧୁରୁନି ବଉଳିଗଡ଼ ବିଦ୍ୟାଳୟ ସମସ୍ୟା:୮ ଶ୍ରେଣୀକୁ ୩ କୋଠରି

ବଅଁରପାଳ, ୨ା୧୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବଉଳିଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଲାଗି ରହିଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପାଠପଢୁଥିବାବେଳେ ସ୍କୁଲରେ ଶିକ୍ଷାର ଗୁଣବତ୍ତା, ଭିତ୍ତିଭୂମି, ଶିକ୍ଷକ ନିଯୁକ୍ତି ଆଦି...

ଘରକୁ ବାହୁଡ଼ିଲେ ତୁଫାନୀ

ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ତୁଫାନୀଙ୍କ ପୈତୃକ ଗ୍ରାମ ବିହାରର...

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର ଶିକାର ହେଇ ସେ ଖଟେ ପଡ଼ି ରହିଛନ୍‌। ଏନ୍‌ତାଥି ଟଁକା ପଏସା ଅଭାବ୍‌କେ...

ହଜିଯାଉଛେ ପାରମ୍ପରିକ ମାଛମରା ସାଜୋସାମାନ

  ଜାମଟିକ୍ରା, ୨।୧୧(ଡି.ଏନ୍‌.ଏ.)- ସମିଆ ବଦିଲବାର ସଂଗେ ସବୁ ଜିନିଷର ଦରଦାମ୍‌ ବଢ଼ୁଛେ। ସେନ୍‌ତା ବଜାରରେ ମିଲୁଥିବା ଶାଗ୍‌, ମାଛ୍‌, ପନିପରିବାରେ ବି ଆଗର ଗୁନ୍‌ଧରମ ନଁାଇଁନ। ଯେନ୍‌ଥିରଲାଗି ଲୋକ୍‌ ଅସମିଆରେ ନାନା ରୋଗ୍‌ର ଶିକାର ହେଉଛନ୍‌। ଏନ୍‌ତାଥି ଗଁାଗଁଲିରୁ...

ସରକାରୀ ସୁବିଧାରୁ ବଁଚିତ୍‌ ପରିବାର

ଲୋଇସିଂହା, ୨।୧୧(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମି ଗଁାର ବୃନ୍ଦାବନ କର୍ମୀ(୬୧)। ସେ ପକ୍ଷାଘାତ ରୋଗ୍‌ରେ ଖଟେ ପଡ଼ିଛନ୍‌। ଇଆଡ଼େ ବଡ଼ଖା ପୁଓର ଅକାଲ ମୁର୍‌ତୁରେ ବହ ଦୀପାଞ୍ଜଳି ବିଧବା ହେଇଯାଇଛନ୍‌। ପୁଓ ମରବାର ଦୁଇବଛର ବିତିଯାଇଥିଲେ ବି...

ୱାର୍ଡସଭ୍ୟଙ୍କୁ ଛୁରାମାଡ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧ା୧୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମର ୱାର୍ଡସଭ୍ୟ ଗଣପତି ପାତ୍ରଙ୍କୁ ଶୁକ୍ରବାର ରାତିରେ ଛୁରାମାଡ ହୋଇଛି। ରାତି ପ୍ରାୟ ସାଢେ ୯ ଟାରେ ଗଣପତି ଘରକୁ ଫେରୁଥିବାବେଳେ ଗଁାଛକ ନିକଟରେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କେତେକ...

ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ ଶୁକ୍ରବାର ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୪ ତାରିଖରୁ କାର୍ଯ୍ୟରେ ଯୋଗଦେବେ ଓକିଲ।...

ମତ୍ସଜୀବୀଙ୍କ ଜାଲରେ ପଡ଼ିଲା ମୟୂର ଭଳି ବିରଳ ମାଛ

ରାଜନଗର,୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳର ମତ୍ସଜୀବୀ ମଦନ ଦେବନାଥ ଟ୍ରଲର ଯୋଗେ ସମୁଦ୍ରରେ ମାଛ ଧରୁଥିବା ବେଳେ ଶୁକ୍ରବାର ଏକ ବିରଳ ମାଛ ଧରିଛନ୍ତି। ମାଛଟି ଦେଖିବାକୁ ଲମ୍ବାଳିଆ ହୋଇଥିବା ବେଳେ ମୁହଁଟି ଥଣ୍ଟ ଆକୃତିର...

ପ୍ରଧାନଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବାଲିଯୋରୀ ଉଚ୍ଚ ପ୍ରାଥମିକ ଉନ୍ନିତ ସ୍କୁଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପ୍ରଧାନଶିକ୍ଷକଙ୍କ ମାଡ଼ରେ ଜଣେ ୫ମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ସେ ହେଲେ ଶିବ ଧୁରୁଆ। ତାଙ୍କ ଗାଲ,...

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା: ପୁଅକୁ ମାରିଦେଇଥିବା ଅଭିଯୋଗ ଆଣିଲା ପରିବାର

ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ ହେଲେ ଉକ୍ତ ଗ୍ରାମର ନୂର୍ତ୍ତନ ନାୟକ(୨୬) ଓ ପ୍ରେମିକା ସବନମ୍‌ ବେଗମ(୧୯)। ଝିଅଘର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri