ବିପର୍ଯ୍ୟୟ ମୁକାବିଲା: ଓଡ଼ିଶାକୁ ମିଳିବ ୨୧ ଶହ କୋଟି
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ରାଜ୍ୟକୁ ୨୦୨୦-୨୧ ଆର୍ଥ୍ତ୍କବର୍ଷ ପାଇଁ ୨୧ ଶହ କୋଟି ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ସେଥିରୁ ୪୦ ପ୍ରତିଶତ ଅର୍ଥ ରିଲିଫ ଓ ଉଦ୍ଧାର ପାଇଁ ବ୍ୟବହାର…
ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ
କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା…
୩୫ ଚାଷୀ ଗଲେ ମହାରାଷ୍ଟ୍ର
ଚମ୍ପୁଆ,୧୧।୨(ଡି.ଏନ.ଏ.)- ଚାଷ ସମ୍ବନ୍ଧୀୟ ସୂଚନା ଓ ସର୍ବେକ୍ଷଣ ନିମନ୍ତେ ଚମ୍ପୁଆ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୩୫ ଜଣ ଚାଷୀଙ୍କୁ ମହାରାଷ୍ଟ୍ର ପଠାଯାଇଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁୁରା ବ୍ଲକର ଏହି ଚାଷୀମାନଙ୍କୁ ଏଥି ପାଇଁ ସୁଯୋଗ ଦିଆଯାଇଛି। ଏହି ଚାଷୀମାନେ…
୪ ଅଭିଯୁକ୍ତ ଗିରଫ: ମାରଣାସ୍ତ୍ର ଜବତ
ଯୋଡ଼ା,୧୧।୨(ଡି.ଏନ୍.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ୍ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରି ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଟାଟା ସଫାରି ଗାଡି ଓ ବିଭିନ୍ନ ମାରଣାସ୍ତ୍ର ଜବତ…
କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ
ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର ଜିଲାପାଳ…
ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି
ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର ଅନ୍ୟ ଏକ ଅଂଶରେ ପଶିଯାଇଥିଲା। ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ସ୍ଥାନୀୟ…
ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର
ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାଧପୁର କଣ୍ଡିଆସାହି ଗ୍ରାମର…
ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ…
ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ
ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ ରାଜପଥକୁ…
ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା
ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ ଧାରଣାରେ…
ଦୋଷ ଘୋଡ଼ାଇବାକୁ ଉଦ୍ୟମ
ଭୁବନେଶ୍ୱର,୧୧।୨ (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି।…
୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି
ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଅଧ୍ୟକ୍ଷତା…
Archives


