ସପ୍ତାହକୁ ଥରେ ବସିବ ହାଟ
ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର, ରେଢୁଆ ଓ ଜଇପୁର ହାଟରେ ଲୋକଙ୍କ ଗହଳି ହେଉଥିବାରୁ ଏହାକୁ ସପ୍ତାହରେ ୨…
ଆଜିଠୁ ଉଡ଼ିବ କାର୍ଗୋ ବିମାନ
ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶନିବାରଠାରୁ ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା। ଏ ନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ ସ୍ବତନ୍ତ୍ର ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟସାମଗ୍ରୀ ଆଣି ଭୁବନେଶ୍ୱର ଆସିବ ଏବଂ…
ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼
ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ ଏମାନେ ଡିଅଁ। ମାରୁଥାନ୍ତି। କେତେବେଳେ ଭକ୍ତଙ୍କ ହାତରୁ ଭୋଗ ପୁଡ଼ିଆ ଝାମ୍ପି ନିଅନ୍ତି ତ…
ବିଧାନସଭା ଡିସ୍ପେନ୍ସାରି ମେଡିକାଲ ଅଫିସର ନିଲମ୍ବିତ
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ (କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସାରି ମେଡିକାଲ ଅଫିସର ଲଳିତ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛନ୍ତି। ତେବେ ସେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିନାନୁମତିରେ ହେଡ୍ କ୍ୱାର୍ଟର…
ଏଫ୍ଏମ୍ ମେଡିକାଲ କଲେଜ ହସ୍ପିଟାଲରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ
ବାଲେଶ୍ୱର ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ରାଜ୍ୟ ସରକାର ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବା ଲାଗି ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ…
କରୋନା ପାଇଁ ହାଣ୍ଡିକୁଡ଼ୁଆ ବିକ୍ରି ବନ୍ଦ: କୁମ୍ଭକାରଙ୍କୁ ଘାରିଛି ପରିବାର ଚିନ୍ତା
ପୁରୀ ଅଫିସ,୨୮ା୩: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଶହଶହ ସଂଖ୍ୟାରେ ମୁଣ୍ଡ ନେଇ ଚାଲିଥିବା ଏହି ପ୍ରାଣଘାତୀ ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲାଗି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ବିବାହ, ଉତ୍ସବ…
‘ଅବହେଳିତଙ୍କୁ ମାଗଣା ଖାଦ୍ୟ ଦିଅ’
ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା(କୋଭିଡ୍-୧୯) ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି। ଏହାକୁ ରୋକିବା ଲାଗି ସମଗ୍ର ଦେଶକୁ ଲକ୍ଡାଉନ୍ କରାଯାଇଛି। ଏହି ସମୟରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତି, ଅବହେଳିତ, ଯାଯାବର ଏବଂ ଭୋକିଲା ରହୁଥିବା ଲୋକମାନଙ୍କୁ ରନ୍ଧା, ଶୁଖିଲା କିମ୍ବା ପ୍ୟାକେଟ ଖାଦ୍ୟ ଯୋଗାଇଦେବା…
ଘନଉଛି ପରିବା ସଙ୍କଟ, ଚିନ୍ତାରେ ଚାଷୀ
କଟକ ଅଫିସ/ ଆଠଗଡ଼(ସ୍ବ.ପ୍ର),୨୮ା୩:ବାଦାମବାଡ଼ି ମୁଖ୍ୟରାସ୍ତାରେ ଶୁକ୍ରବାରଠାରୁ ଖୋଲିଛି ପରିବା ହାଟ। ଛତ୍ରବଜାରରେ ମାତ୍ରାଧିକ ଜନଗହଳି ହେବାରୁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବାଦାମବାଡ଼ି ମୁଖ୍ୟ ରାସ୍ତାକୁ ଏହି ହାଟକୁ ଉଠାଇ ଅଣାଯାଇଛି। ‘ଲକ୍ଡାଉନ୍’ ବଳବତ୍ତର ଥିବାରୁ ଏହି ରାସ୍ତା ଏବେ…
ଚାଲି ଚାଲି ଗ୍ରାମକୁ ବାହାରିଲେ ୨୨ ଶ୍ରମିକ
ବାଲିଅନ୍ତା,୨୮ା୩(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତାଲାବନ୍ଦର ପ୍ରଭାବ ଗରିବ ଶ୍ରେଣୀର ଶ୍ରମିକଙ୍କ ଉପରେ ପଡ଼ିଛି। ଲକଡାଉନ କଟକଣା ପରେ ରାଜଧାନୀ ଉପକଣ୍ଠ ଉତ୍ତରା ଅଞ୍ଚଳରେ ଥିବା ଏକ ଇଟାଭାଟି ବନ୍ଦ ହୋଇଯାଇଛି। ଏଥିଯୋଗୁ ଏଠାରେ…
ଭୋକିଲା ପେଟକୁ ଦାନା ଦେଉଛନ୍ତି ପୋଲିସ, ସ୍ବେଚ୍ଛାସେବୀ
ଭୁବନେଶ୍ୱର,୨୮ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଲାଗୁ ହୋଇଥିବା ଲକ୍ଡାଉନ୍ ପାଇଁ ଏବେ ରାଜଧାନୀ ସମେତ ସାରା ରାଜ୍ୟରେ ଖାଦ୍ୟ ସମସ୍ୟା ଦେଖାଦେଇଛି। ବିଶେଷକରି ଅସହାୟ, ନିରାଶ୍ରୟ ଓ ମାନସିକ ବିକାରଗ୍ରସ୍ତ ଭୋକ ଶୋଷରେ ଡହଳବିକଳ ହେଉଛନ୍ତି। ରାଜଧାନୀରେ ଏପରି ଶହଶହ…
ଆଇସିୟୁ ପାଇଁ ଏମ୍ପି ପାଣ୍ଠିରୁ ୧କୋଟି ଦେଲେ ଭର୍ତ୍ତୃହରି
କଟକ ଅଫିସ, ୨୮ା୩: କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଜ୍ୟରେ ‘କରୋନା’ ମୁକାବିଲା ପାଇଁ ଏମ୍ପି ପାଣ୍ଠିରୁ ୧କୋଟି ଟଙ୍କା ଏବଂ ୩ ମାସର ଦରମା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି। କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଆଠଗଡ଼ ମାଧପୁରଠାରେ…
ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭିଜ୍ଞଙ୍କୁ ଆମନ୍ତ୍ରଣ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା ସଂକ୍ରମଣ ମାନବ ସଭ୍ୟତା ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏ ପରିସ୍ଥିତିରେ ଉଚ୍ଚ ମାନର ପେସାଗତ କାର୍ଯ୍ୟର ଆବଶ୍ୟକତା ରହିଥିବା ମୁଖ୍ୟ ଶାସନ ସଚିବ…
Archives


