ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ
କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଶେଷକରି କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଦୃଷ୍ଟିରେ…
୫ ବିଦେଶ ଫେରନ୍ତାଙ୍କ ସ୍ବାବ୍ ପରୀକ୍ଷା ପାଇଁ ପଠାଗଲା
ଖୋର୍ଦ୍ଧା ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଶୁକ୍ରବାର ଜିଲାର ୫ଜଣ ବିଦେଶ ଫେରନ୍ତା ବ୍ୟକ୍ତିଙ୍କର ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ରିଜିଓନାଲ ମେଡିକାଲ ଗବେଷଣା କେନ୍ଦ୍ରକୁ ପଠାଯାଇଛି।…
ସାନିଟାଇଜ୍ ହେଲା କର କ୍ଲିନିକ୍
ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରିପୋର୍ଟ ପଜିଟିଭ୍ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ କର କ୍ଲିନିକ୍କୁ ନ ଯିବା…
କାଟୁ କରୁନି କରୋନା କଟକଣା
କଟକ ଅଫିସ୍,୨୮ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ୨୪ତାରିଖ ମଧ୍ୟରାତ୍ରିରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଲକ୍ଡାଉନ୍ ନିର୍ଦ୍ଦେଶନାମା ଜାରି ହୋଇଛି। ହେଲେ ଓଡ଼ିଶାରେ ବହୁ ଲୋକ ନିୟମିତ ଲକ୍ଡାଉନ୍କୁ…
ଏମ୍କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍ ଟେଷ୍ଟ ପାଇଁ ଭୁବନେଶ୍ୱର ଆରଏମ୍ଆର୍ସିକୁ ପଠାଯିବ ବୋଲି ଅଧୀକ୍ଷକ ପ୍ରଫେସର ଡ଼ା. ସନ୍ତୋଷ କୁମାର…
ବାହାରୁ ଆସୁଥିବା ଲୋକଙ୍କ ପାଇଁ ୧୦୦ ମନିଟରିଂ ଟିମ୍ ମୁତୟନ: ସଂଗରୋଧ ସହ ସ୍ବାସ୍ଥାବସ୍ଥା ଉପରେ ନଜର ରଖିବାକୁ କରୁଛନ୍ତି ଯୋଗାଯୋଗ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା କବଳରେ ଏବେ ବିଶ୍ୱର ୧୮୯ ଦେଶ । ଗୁରୁବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୭୪ ହଜାର ୯୬୮ ଥିବା ବେଳେ ଶୁକ୍ରବାର ଏହା ୫ ଲକ୍ଷ ୩୭ହଜାର ୧୭୮ରେ ପହଞ୍ଚିଛି। ସେହିଭଳି ମୃତକଙ୍କ ସଂଖ୍ୟା ୨୧୩୫୩ରୁ…
୧୦୪ନଂରୁ ନିର୍ଦ୍ଦେଶ ନ ଆସିବା ଯାଏ ଘରର ସୀମାରେଖା ଡିଅଁନ୍ତୁ ନାହିଁ, ହୁଅନ୍ତୁ ନାହିଁ ‘ସୁପର୍ ସ୍ପ୍ରେଡର ବା ରୋଗୀ ନଂ-୩୧’: ବାଗ୍ଚୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱ ପାଇଁ ଏକ ବଡ଼ ଆହ୍ବାନ ଭାବେ ଉଭା ହୋଇଛି। ଏକଦା ଦକ୍ଷିଣ କୋରିଆରେ ସଂକ୍ରମିତଙ୍କ ସଂଖ୍ୟା ସ୍ଥିର ଭାବେ ଚାଲୁଥିବା ବେଳେ ହଠାତ୍ ଜଣେ ୬୧ ବର୍ଷ ବୟସ୍କା ମହିଳା ଏହାକୁ…
ଫସିଥିବା ଓଡ଼ିଆଙ୍କ ସହଯୋଗ କରନ୍ତୁ ଅନ୍ୟ ରାଜ୍ୟରେ ଥିବା ଓଡ଼ିଆ ସଂଗଠନ, ରାଜ୍ୟ ସରକାର ବହନ କରିବେ ଖର୍ଚ୍ଚ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଦ୍ୱାରା ସମଗ୍ର ବିଶ୍ୱ ଏବେ କବଳିତ। ଏହାକୁ ମୁକାବିଲା କରିବା ଲାଗି ଦେଶକୁ ୨୧ ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟରେ ଏହା ଜାରି ରହିଛି। ଏପରିସ୍ଥଳେ ଅନ୍ୟ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ…
କରୋନା ମୁକାବିଲା ପାଇଁ ନିରନ୍ତର ଦାୟିତ୍ୱସମ୍ପନ୍ନ ଭାବେ ସରକାରଙ୍କୁ ସାହାଯ୍ୟ କରୁଛନ୍ତି ଗଣମାଧ୍ୟମ, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ମହାମାରୀ ରୂପ ନେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା ଦିଗରେ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଗଣମାଧ୍ୟମ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଲକ୍ଡାଉନ୍ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ…
କରୋନା କଟକଣାରେ ସାମାଜିକ ଦୂରତା: ବିଜେପୁରରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା
ବିଜେପୁର,୨୭।୩(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଗତ ମଙ୍ଗଳବାର ମଧ୍ୟ ରାତ୍ରରୁ ସମସ୍ତ ଜିଲା ଲକ୍ଡାଉନ୍ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମାଜିକ ସୁରକ୍ଷା…
ମାନୁନାହାନ୍ତି ଲକ୍ଡାଉନ୍ କଟକଣା: ୧୭ଜଣଙ୍କୁ ଗିରଫ କଲା ଝାରସୁଗୁଡ଼ା ପୋଲିସ
ଝାରସୁଗୁଡା ଅଫିସ,୨୭ା୩- କରୋନା ମୁକାବିଲା କରିବା ପାଇଁ ସମଗ୍ର ଦେଶରେ ଲକ୍ଡାଉନ୍ କରାଯାଇଛି। ଏହି ସମୟରେ କୌଣସି ଜରୁରୀ କାମ ନ ଥାଇ ବାହାରକୁ ବାହାରିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଉଥିବା ଦେଖାଯାଉଛି। ଏପରିସ୍ଥଳେ କଟକଣାକୁ ନମାନି ଲୋକେ ଘରୁ ବାହାରକୁ…
Archives


