ରାଜ୍ୟ

ପାଣିପାଗ ବିଭାଗର ଆକଳନ : ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ (ଡିପ ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।...

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି...

ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି ।...

ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ

ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା...

ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି।...

ଏସ୍‌ସିବିର ବିକାଶ ପାଇଁ ୧୦୦୦ କୋଟି ଟଙ୍କାରୁ ଅଧିକ ପ୍ୟାକେଜ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବାଙ୍ଗୀନ ଉନ୍ନତି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଏସ୍‌ସିବିକୁ ଏମ୍ସ ପ୍ଲସ ଅନୁଷ୍ଠାନରେ...

ଅବକାରୀ ଚଢ଼ାଉ: ୧୦୦ କୁଇଣ୍ଟାଲ ମହୁଲଫୁଲ ଜବତ

କୁତ୍ରା, ୬।୧୧ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରାଠାରେ ରାଜଗାଙ୍ଗପୁର ଓ ବଡ଼ଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। କୁତ୍ରାଠାରେ ସନ୍ତୋଷ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମରେ ୧୦୦...

ଉନ୍ନୟନ କାର୍ଯ୍ୟର ତଦାରଖ କଲେ ଶକ୍ତି ସଚିବ

ହିଞ୍ଜିଳିକାଟୁ,୬ା୧୧(ଡ଼ି.ଏନ.ଏ): ସରକାରଙ୍କ ୫ଟି ବିଭାଗ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ଗଞ୍ଜାମ ଜିଲାପାଳ...

ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା

ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର...

ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ...

ମୁହଁ ଖୋଲିଲେ ମୋକିମ: କହିଲେ ‘ଓଡ଼ିଶାରେ ଯୁବ ନେତୃତ୍ୱରେ ଆବଶ୍ୟକତା ରହିଛି’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ଦଳରେ ଯୁବ ନେତୃତ୍ୱର ଆବଶ୍ୟକତା ରହିଛି ବୋଲି କହିଛନ୍ତି ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ଦଳରେ ସର୍ବଦା ବଡ଼ଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri