ରାଜ୍ୟ

ମାନୁନାହାନ୍ତି ଲକ୍‌ଡାଉନ୍‌ କଟକଣା: ୧୭ଜଣଙ୍କୁ ଗିରଫ କଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡା ଅଫିସ,୨୭ା୩- କରୋନା ମୁକାବିଲା କରିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏହି ସମୟରେ କୌଣସି ଜରୁରୀ କାମ ନ ଥାଇ ବାହାରକୁ ବାହାରିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଉଥିବା ଦେଖାଯାଉଛି। ଏପରିସ୍ଥଳେ କଟକଣାକୁ ନମାନି ଲୋକେ ଘରୁ ବାହାରକୁ…

ଦେଖାଦେଲାଣି ଷ୍ଟେଜ୍‌-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତ ବାଗ୍‌ଚୀ। ଏବେ ଷ୍ଟେଜ୍‌ ୩ ସମ୍ଭାବନା ଦେଖାଯାଉଥିବା ସେ କହିଛନ୍ତି। ପୂର୍ବରୁ…

ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍‌, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ ବିମାନ…

କରୋନା ସଂକ୍ରମଣ ଆଶଙ୍କା, କନ୍‌ଭେନସନ୍‌ ହଲ୍‌ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୭।୩(ବ୍ୟୁରୋ):  କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍‌ଭେନସନ୍‌ ହଲ୍‌ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା…

ଝାରସୁଗୁଡ଼ା ବ୍ଲଡ୍‌ବ୍ୟାଙ୍କ୍‌ରେ ରକ୍ତ ଅଭାବ

ଝାରସୁଗୁଡ଼ା ଅଫିସ,୨୭।୩: କରୋନା ଭୂତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସମଗ୍ର ଭାରତରେ ୨୧ ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରାଯାଇଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।…

ଦୁଇ ଦିନରେ କଟିଲାଣି ୭ ଲକ୍ଷ ଟଙ୍କାର ଚାଲାଣ

କଟକ ଅଫିସ,୨୭ା୩: ରାଜ୍ୟରେ ‘ଲକ୍‌ଡାଉନ୍‌’ ନିର୍ଦ୍ଦେଶ ବଳବତ୍ତର ଥିଲେ ସୁଦ୍ଧା ଲୋକେ ଏହାକୁ ଖାମଖିଆଲ ଭାବେ ନେଉଛନ୍ତି। ଫଳସ୍ବରୂପ ଗତ ଦୁଇ ଦିନରେ କଟକ ସହରରେ ଗାଡ଼ିଚାଳକମାନଙ୍କଠାରୁ ପୋଲିସ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଲାଣ କାଟିସାରିଲାଣି। ବିଭିନ୍ନ ଥାନା ପକ୍ଷରୁ…

ହେଲ୍ପଲାଇନ୍‌ ନମ୍ବର ଜାରି କଲା ପୋଲିସ

କଟକ ଅଫିସ,୨୭ା୩: ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ ଅନେକ ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ୍‌…

ବାହାର ରାଜ୍ୟରେ ଫଶିଛନ୍ତି ବିଏଡ୍‌ ପରୀକ୍ଷାର୍ଥୀ, ରାସ୍ତାକଡ଼ରେ ଭୋକରେ ପଡ଼ି ରହିଛନ୍ତି ଠିକା ଶ୍ରମିକ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଭୁବନେଶ୍ୱରରେ ଅନ୍ୟ ଜିଲାର ଶହ ଶହ ଠିକା ଶ୍ରମିକ ଫସି ରହି ଭୋକ ଉପାସରେ ରାସ୍ତା କଡ଼ରେ ପଡି ରହିଛନ୍ତି। ଗୁରୁବାର ରାମ ମନ୍ଦିର ଓ ଏହାର ଆଖପାଖରେ ବହୁ ଶ୍ରମିକ ଏପରି ଦୟନୀୟ ଅବସ୍ଥାରେ ଥିବା…

ବାଦାମବାଡ଼ି-ଲିଙ୍କ୍‌ରୋଡ୍‌କୁ ଘୁଞ୍ଚିବ ଛତ୍ରବଜାର

କଟକ ଅଫିସ,୨୭ା୩: ପ୍ରଶାସନର ନାନା କଟକଣା ସତ୍ତ୍ବେ ଛତ୍ରବଜାରରେ ଲୋକଙ୍କ ଭିଡ଼ କମୁନାହିଁ। ବୁଧବାର ଗ୍ରାହକ ଓ ଦୋକାନୀଙ୍କ ପାଇଁ ଚିହ୍ନ ଦିଆଯାଇଥିଲା। ହେଲେ ଗୁରୁବାର ତାହାକୁ କେହି ମାନୁ ନ ଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ କମ୍‌ ଜାଗା ଯୋଗୁ…

ଭୁବନେଶ୍ୱରର ୧୧ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ମାରାତ୍ମକ କୋଭିଡ଼୍‌-୧୯ ସଂକ୍ରମଣ ରୋକିବା ପାଇଁ ସନ୍ଦିଗ୍ଧମାନେ କ୍ୱାରାଣ୍ଟାଇନ୍‌ରେ ରହିବାର ଆବଶ୍ୟକତା ରହିଛି। ଏପରି ସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଭୁବନେଶ୍ୱରର ୧୧ ଘରୋଇ ହୋଟେଲରେ ବିଏମ୍‌ସି ଦ୍ୱାରା ପେଡ୍‌…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା ପ୍ରଦାନ କରୁଛନ୍ତି ତାହା ମଧ୍ୟ ସାର୍ବଜନୀନ କରାଯାଇଛି। ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ ଲାଇନ…

ସୁଦର୍ଶନଙ୍କ କରୋନା ସଚେତନତାକୁ ଜାତିସଂଘର ପ୍ରଶଂସା

ପୁରୀ ଅଫିସ, ୨୭ା୩: ବିଶ୍ୱରେ ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ଏହି ପ୍ରାଣଘାତୀ ଭୂତାଣୁକୁ କିପରି ରୋକାଯାଇପାରିବ ସେ ନେଇ ସବୁସ୍ତରରେ ଚିନ୍ତାପ୍ରକଟ କରାଯାଉଛି। ସଚେତନତା ହିଁ ଏହାର ମୁକାବିଲା ପାଇଁ ଏକମାତ୍ର ମାର୍ଗ ବୋଲି କୁହାଯାଉଛି। ତେଣୁ ଜନସାଧାରଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri