ରାଜ୍ୟ

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ…

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ ରାଜପଥକୁ…

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ ଧାରଣାରେ…

ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨  (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି।…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି

ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ଅଧ୍ୟକ୍ଷତା…

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ ଅକଳରେ…

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ,…

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ ଦେଉନି…

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ,…

ଅଜନା ରୋଗ୍‌ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

  ବିନିକା,୧୧।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାର ଲୋକ୍‌ ଆସରପାସର…

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌ କରୁଛନ୍‌।…

‘ଉତ୍ସବ ପ୍ରଧାନପାଟ-୨୦୨୦’ଉଦ୍‌ଘାଟିତ : ନୃତ୍ୟ ଓ ଗୀତର ତାଳେତାଳେ ଝୁମିଲେ ଦର୍ଶକ

ଦେବଗଡ, ୧୧ା୨(ଡି.ଏନ.ଏ) -ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତଥା ଦେବଗଡ ଜିଲାର ଗର୍ବ ଓ ଗୌରବ ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ନିର୍ମିତ ଶାଳବଣ ଘେରା ମୁକ୍ତାକାଶ ରଙ୍ଗମଞ୍ଚରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ସୋମବାର ଦେବଗଡ ଜିଲାର ସାଂସ୍କୃତିକ ମହୋତ୍ସବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri