ରାଜ୍ୟ

ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍‌ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍‌ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ

କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ...

ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର

ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ ୧୧ ପରିବାର ଜମି ହସ୍ତାନ୍ତର କରିଥିଲେ। ପୁନଶ୍ଚ ଏହି ଧାରା ଜାରି...

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ...

ବେଆଇନ ପଥର ଖଣି ମାମଲା:ମହମ୍ମଦ ତାବ୍ରେଜ କଲିକତା ବିମାନବନ୍ଦରରୁ ଗିରଫ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଖୋର୍ଦ୍ଧା ବେଆଇନ ପଥର ଖଣି ଓ ଚୋରା ଚାଲାଣ ଘଟଣାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତଥା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ୍‌ ଥିବା ମହମ୍ମଦ ତାବ୍ରେଜଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିଛି। ସେ ନିଜ ସ୍ତ୍ରୀଙ୍କ ସହ ଥାଇଲାଣ୍ଡ ଲୁଚି ପଳାଉଥିବାବେଳେ...

ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ: ପ୍ଲାଷ୍ଟିକ୍‌ ପରିବର୍ତ୍ତେ ଏଥର କଦଳୀ ବାସୁଙ୍ଗା ଡଙ୍ଗା

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ/ ଡି.ଏନ୍‌.ଏ.):କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆସନ୍ତା ୧୨ରେ ଦୟାନଦୀ ଲିଙ୍ଗିପୁର ଘାଟରେ ‘୮ମ ଦୟାନଦୀ ବୋଇତ ବନ୍ଦାଣ ଉସତ୍ବ’ ଅନୁଷ୍ଠିତ ହେବ। ଏଥିପାଇଁ ଦୟାନଦୀ କୂଳରେ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋଚ୍‌)ର ଅଧ୍ୟକ୍ଷ ସଂଗ୍ରାମ...

ଅମରେଶ ହତ୍ୟା ଘଟଣା: ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠନ ହେଲା ଟିମ୍‌

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ରବିବାର ରାତିରେ ଅମରେଶ ନାୟକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀଙ୍କୁ ଗିରଫ...

୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ମନା

ପୁରୁଣାଭୁବନେଶ୍ୱର,୩୦ା୧୦ (ଡି.ଏନ.ଏ.):ନଭେମ୍ବର ୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ ଗୁଟ୍‌ଖା ସମ୍ପୂର୍ଣ୍ଣ ମନା କରାଯିବ। ଏଥିରେ ବ୍ୟତିକ୍ରମ ହେଲେ ୧୦୦ଟଙ୍କା ଫାଇନ ଦେବାକୁ ହେବ ବୋଲି ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟାଳୟ ପରିସରରେ ଆୟୋଜିତ ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟବୋର୍ଡର ଏକ ବୈଠକରେ...

ନୂଆ ମୋଟର ଯାନ ଆଇନ: କୋହଳ ଅବଧି ଆଉ ମାସେ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ):ନୂଆ ମୋଟର ଆଇନ ଲାଗୁ ହେବା ପରେ କଡାକଡି ଯାଞ୍ଚ କରାଯାଇ ମୋଟାଅଙ୍କର ଜରିମାନା ଆଦାୟ ହୋଇଥିଲା। ଲୋକଙ୍କୁ ଗାଡ଼ି କାଗଜପତ୍ର କରିବାକୁ ସମୟ ଦିଆ ନ ଯାଇ ହଠାତ୍‌ ଏଭଳି ଜରିମାନା ଆଦାୟକୁ ନେଇ ଚାରିଆଡ଼େ ତୀବ୍ର...

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍‌ଏ କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ବାଣିଜ୍ୟ ଦୂତ (କନ୍‌ସଲ୍‌ ଜେନେରାଲ୍‌) ଜୋଏଲ୍‌ ରେଫ୍‌ମ୍ୟାନ୍‌ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ରାଜ୍ୟର ଅର୍ଥନୀତି, ଦ୍ୱିପାକ୍ଷିକ ସମ୍ପର୍କ, ଗ୍ରାମୀଣ ଅର୍ଥନୀତି, କୃଷି ଏବଂ କୃଷକଙ୍କ ସାମାଜିକ...

ତୃତୀୟ କମାଣ୍ଡାଣ୍ଟ୍‌ସ ସମ୍ମିଳନୀ:ଇ-ଅଫିସ ଯୋଜନାରେ ସାମିଲ ହେଲା ୫ ବାଟାଲିୟନ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୋଲିସ ବିଭାଗରେ କାର୍ଯ୍ୟକାରୀ ହୋଇଥିବା ଇ-ଅଫିସ ଯୋଜନାରେ ପ୍ରଥମଥର ପାଇଁ ସାମିଲ ହୋଇଛି ସ୍ପେଶାଲ ଆର୍ମ୍‌ଡ ପୋଲିସ ବାଟାଲିୟନ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଢେଙ୍କାନାଳ, କଟକ, ମାଲକାନଗିରି, ଖୋର୍ଦ୍ଧା ଓ ରାଉରକେଲାରେ ଥିବା ୫ ବାଟାଲିୟନ ଯୋଡ଼ିହୋଇଛି। ମଙ୍ଗଳବାର ଚନ୍ଦ୍ରଶେଖରପୁରସ୍ଥିତ...

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ ପୋଷ୍ଟର ଜାରି କରାଯାଇଛି। ବାଲିଗୁଡା ଷ୍ଟେଟବ୍ୟାଙ୍କ ପାଚେରିରେ ମାଓବାଦୀ ବିରୋଧୀ ପୋଷ୍ଟର ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri