ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ
ଛତ୍ରପୁର,୨୫ା୩(ଡି.ଏନ୍.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲାଯିବ ବୋଲି ନିର୍ଦ୍ଦେଶ ହୋଇଛି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…
ମାନୁ ନାହାନ୍ତି କଟକଣା: ପେଟ୍ରୋଲ ଟାଙ୍କିରେ ଭତ୍ତା ବଣ୍ଟନ
ପୁରୀ ଅଫିସ,୨୫ା୩: ମହାମାରୀ କରୋନାକୁ ନେଇ ଏବେ ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ପ୍ରାଣଘାତୀ ଭୂତାଣୁ ବିଭିନ୍ନ ଦେଶକୁ ଡେଇଁ ଚାଲିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିିଛି। ଏହି ଭୂତାଣୁର କୌଣସି ଔଷଧ ବାହାରି ନ ଥିବାରୁ ଏହା କବଳରୁ…
ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ
ପୁରୀ ଅଫିସ,୨୫ା୩: ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ମଙ୍ଗଳବାର ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ…
ଟ୍ରେଡ୍ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ କେତେକ ବ୍ୟକ୍ତି ଦୋକାନ ସାମଗ୍ରୀ ଆଣିବା ଆଳରେ ଏଣେତେଣେ ବୁଲୁଥିବା ନଜରକୁ ଆସିବା ପରେ…
କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ
କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି। ଜଣେ ଡାକ୍ତର ସ୍ବତନ୍ତ୍ର ଭାବରେ କରୋନା ନିରାକରଣ ପାଇଁ ନିୟୋଜିତ ଥିବା ବେଳେ କେତେଜଣ…
ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର
ବିନିକା,୨୫।୩(ଡି.ଏନ୍.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର…
ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍: ଆଇସୋଲେଶନରେ ୩୬ଜଣ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮ ଥିଲା। ସେହିଭଳି ମଙ୍ଗଳବାର ୧୬,୫୫୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ୧୮,୯୦୭ଜଣଙ୍କ ମୃତ୍ୟୁ…
ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ ୩ଟି ଜିଲାକୁ ୫ଶହ ପାଖାପାଖି, ୨୭ଟି ଜିଲାକୁ ୧ହଜାରରୁ ଆରମ୍ଭ କରି ୧୧,୦୦୦…
କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍ସେନ୍ଟିଭ୍
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ସେମାନଙ୍କୁ ପ୍ରୋତ୍ସାହିତ ତଥା ଧନ୍ୟବାଦ…
ମୁଖ୍ୟମନ୍ତ୍ରୀଙ୍କ ଅପିଲ୍କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪ ଘଣ୍ଟାରେ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ
ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍ ଆକାରରେ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି
ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍ଆର୍ଏଫ୍ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରେରଣ…
Archives


