ଅରୁଣ ଶତପଥୀଙ୍କ ପରଲୋକ
ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୫୦ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ...
ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର
ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍ ଏଭଳି ଆଭିମୁଖ୍ୟ ଦେଖି ସରକାରୀ ଅଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ...
ଶ୍ରୀମନ୍ଦିର ଭିତରେ ଟିକ୍ଟକ୍
ପୁରୀ ଅଫିସ,୨୯ା୧୦: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। କେତେ ବେଳେ ଭକ୍ତ ସେଲ୍ଫି ନେଇ ପୋଷ୍ଟ କରୁଛନ୍ତି ତ ଆଉ କେବେ ଶ୍ରୀମନ୍ଦିର କର୍ମଚାରୀ, ପୋଲିସ ଓ ସେବାୟତ ମଧ୍ୟ ଏଥିରୁ ବାଦ୍ ପଡୁନାହାନ୍ତି।...
ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ
ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୁର୍ନୀତି ନ କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କ...
ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ବେହେରା...
ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା
ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଏକ ସାମ୍ବିଧାନିକ ପଦରେ ରହି ଦଳୀୟ ଲୋକଙ୍କୁ...
୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍ସିକୁ ଚିଠି
ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୩୨୭୮...
ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର
କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ...
ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା
କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର। ହଠାତ୍ ସମୁଦ୍ରରୁ ମାଡ଼ି ଆସିଲା ନଡ଼ିଆ ଗଛ ପ୍ରାୟ ଉଚ୍ଚର ଜୁଆର। ନିମିଷକ...
ପ୍ରସିଦ୍ଧ ଭଦ୍ରକ କାଳୀପୂଜା: ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର
ଭଦ୍ରକ ଅଫିସ,୨୯।୧୦- ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା।୧୧ଟି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ଆବାହନ କରାଯାଇଛି। ସୋମବାର ଦ୍ୱିତୀୟ ଦିନରେ ପାଗ ଅନୁକୂଳ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ରାତି ବଢ଼ିବା...
ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି
ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭ ତାରିଖ ସକାଳୁ ଘର ଆଗରେ ଚିଠି ପଡିଥିବା ଦେଖି ଭୟରେ ଗାଁ ଲୋକଙ୍କୁ...
ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ...
Archives


