ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତାର ସୁଅ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆରଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ। ଏହା…
୫୦ରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଅଫିସ ମନା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିବାରେ ଲାଗିଛନ୍ତି। ମଙ୍ଗଳବାର ୫୦ବର୍ଷ ଏବଂ ତା’ଠାରୁ ଅଧିକ ବୟସର ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିିୟମ ଘୋଷଣା କରାଯାଇଛି। ୫୦ବର୍ଷରୁ ଅଧିକ ବୟସ୍କ…
ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି
କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ ଫର…
ସିଲ୍ ହେଲା ହୋଟେଲ ଦେବଭୂମି
ପୁରୀ ଅଫିସ,୨୫ା୩: କରୋନା ଭାଇରସ୍ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ ମାନି…
ହସ୍ପିଟାଲରେ ନାହିଁ ପିପିଇ କିଟ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଇଟାଲୀ ଏବଂ ସ୍ପେନ୍ ଭଳି ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୃଷ୍ଟି ହୋଇପାରେ ଏକ ବିରାଟ ସଙ୍କଟ। କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ନିକଟରେ ଆବଶ୍ୟକ ପର୍ସନାଲ ପ୍ରୋଟେକ୍ସନ ଇକ୍ୱିପ୍ମେଣ୍ଟ(ପିପିଇ) କିଟ୍…
ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ ବିିଭିନ୍ନ କଟକଣା ଜାରି ହୋଇଛି। ତେବେ ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ ଏବଂ…
୧୦୦ ପଞ୍ଜୀକୃତଙ୍କଠାରେ କରୋନା ଲକ୍ଷଣ ସନ୍ଦେହ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ୨ଜଣ ପଜିଟିଭ୍ ଆକ୍ରାନ୍ତ ରହିଛନ୍ତି। ଏହି ଦୁଇ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେଶନ୍ରେ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୩୮୬୧ ଜଣ ୧୦୪…
ଅନ୍ଲାଇନ୍ରେ ଡିଏଲ୍, ଏଲ୍ଏଲ୍ ଆବେଦନ ବନ୍ଦ
କଟକ ଅଫିସ,୨୫ା୩: ନୂତନ ମୋଟର ଯାନ ଆଇନ୍ କଡ଼ାକଡ଼ି ଭାବେ ଲାଗୁ ହେବା ପରେ ରାଜ୍ୟର ପ୍ରାୟତଃ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ରେ ଲୋକମାନଙ୍କ ଭିଡ ଦେଖିବାକୁ ମିଳିଥିଲା। କରୋନା ଭୂତାଣୁର ଭୟାବହତା ସତ୍ତ୍ବେ ଆର୍ଟିଓଗୁଡିକରେ ଭିଡ଼ କମି ନ ଥିଲା।…
କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର
ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା ନିକଟରେ…
ଅହମ୍ମଦାବାଦ୍ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ
ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ତରଫରୁ…
ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ, ଡାକ୍ତରଖାନା ନିଜେ ନ ଆସି ୧୦୪କୁ ଫୋନ୍ କରନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍ କରନ୍ତୁ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ନିଜ ବିଷୟରେ ସମସ୍ତ ତଥ୍ୟ ଦିଅନ୍ତୁ। କଥା ହେବା ମଧ୍ୟରେ ସ୍ବାସ୍ଥ୍ୟାବସ୍ଥା…
କରୋନାକୁ ମେ’ ୧୫ ସୁଦ୍ଧା ରୋକାଯିବା ଆବଶ୍ୟକ, ନଚେତ ପରିସ୍ଥିତିକୁ ସମ୍ଭାଳିପାରିବେ ନାହିଁ ସରକାର
ଭୁବନେଶ୍ୱର,୨୪।୩(ବ୍ୟୁରୋ): ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ସବୁଠାରୁ ବଡ଼ ବିପଦ ରହିଛି। ଏହା ବ୍ୟତୀତ ଅନ୍ୟ ରୋଗ ଯଥା ଡାଇବେଟିସ, ହୃଦରୋଗ, କ୍ୟାନ୍ସର, ଶ୍ୱାସଜନିତ ରୋଗ, ରକ୍ତ ଚାପରେ ପୀଡ଼ିତ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣର ଆଶଙ୍କା ରହିଛି। ବର୍ତ୍ତମାନ ଦେଶରେ…
Archives


