ଓଡ଼ିଶାରୁ ୧୧୦ ନମୂନା, ୨ ପଜିଟିଭ୍; ୩୮୬୧ଜଣ ବିଦେଶ ଫେରନ୍ତା ପଞ୍ଜିକୃତ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ସ୍ବାସ୍ଥ୍ୟବିଭାଗର ସୂଚନା ମୁତାବକ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟରୁ ମୋଟ ୧୧୦ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ସେଥିରୁ ପୂର୍ବବତ ୨ଟି ନମୂନା ପଜିଟିଭ ଚିହ୍ନଟ ହୋଇଛି। ଉଭୟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା…
୪୮ ଘଣ୍ଟାରେ ନିର୍ଦ୍ଧାରିତ ସ୍ଥାନରେ ରିପୋର୍ଟ କରିବେ ବଦଳି ସରକାରୀ କର୍ମଚାରୀ, ନଚେତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ମଙ୍ଗଳବାର ମଧ୍ୟରାତ୍ରରୁ ସାରା ଓଡ଼ିଶା ଲକ୍ଡାଉନ୍ କରିବାକୁ ଘୋଷଣା କରାଯାଇଛି। ୨୯ ମାର୍ଚ୍ଚ ରାତି ୧୨ ଯାଏ ସମସ୍ତ ଜିଲାରେ ଏହା ଜାରି ରହିବ। ଏହି ଅବସରରେ ରାଜ୍ୟ ପୋଲିସ, ବିଦ୍ୟୁତ୍ ବିଭାଗର ସମସ୍ତ କର୍ମଚାରୀମାନେ ନିରବିଚ୍ଛିନ୍ନ ଭାବେ କାମ…
ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ
ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍ଡାଉନ୍ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍ ଦିଆଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଥିଲେ। ହେଲେ ଏହି ପାସ୍ ପାଇଁ…
ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍ଡାଉନ୍ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ…
ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ
ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଖାଦ୍ୟଶଷ୍ୟ ସେମାନଙ୍କ ଘରେ ପହଞ୍ଚାଇ ଦିଆଯିବ।…
କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ
ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ହସ୍ପିଟାଲ ପରିସର କିମ୍ବା ଏହା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଖୋଲା ରହିବ।…
କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି
ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ…
କରୋନା ସଚେତନତା: ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତୁରନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। କେବଳ ସ୍ବାସ୍ଥ୍ୟ ଏବଂ କୋଭିଡ-୧୯ ସମ୍ବନ୍ଧୀୟ କାର୍ଯ୍ୟ ଜାରି ରହିବ। ମାତ୍ର ଅନ୍ୟ ସମସ୍ତ…
ହୋମ କ୍ବାରାଣ୍ଟାଇନ୍ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିଥିଲେ। କାର୍ ଯୋଗେ ଶଙ୍କରାଚାର୍ଯ୍ୟ ତାଙ୍କର ୧୪ଜଣ ଶିଷ୍ୟଙ୍କ ସହ ସାଢ଼େ…
ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର
ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଏବଂ ଦୁଇ…
ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍ପେନ୍ସ
ପୁରୀ ଅଫିସ, ୨୩।୩: ୟେସ୍ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର ହୋଇ…
ଓଲଟିଲା ଟ୍ରକ୍: ବର୍ତ୍ତିଲେ ଡ୍ରାଇଭର, ହେଲ୍ପର
ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍ ଓଲଟି ପଡ଼ିଛି। ତେବେ ଟ୍ରକ୍ ଡ୍ରାଇଭର ଏବଂ ହେଲ୍ପର ଏଥିରୁ ବର୍ତ୍ତିଯାଇଛନ୍ତି। ଉକ୍ତ ଟ୍ରକ୍ଟି ତାଳଚେରରୁ କୋଇଲା ନେଇ ଜିଏମ୍ଆର୍ ଅଞ୍ଚଳକୁ…
Archives


