ୟୁଏସ୍ଆଇର ଇକୋଫ୍ରେଣ୍ଡଲି ଦୀପାବଳି: କାର୍ଯ୍ୟକ୍ରମରେ ଯୋଗଦେଲେ ଟ୍ରାଫିକ ଡିସିପି
ଭୁବନେଶ୍ୱର,୨୭ା୧୦: ୟୁନାଇଟେଡ୍ ଫର ସୋସିଆଲ୍ ଇଣ୍ଟରେଷ୍ଟ(ୟୁଏସ୍ଆଇ) ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଖାରବେଳନଗରସ୍ଥିତ ଉତ୍କଳ ଦୃଷ୍ଟିହୀନ ସଂଘ ପରିସରରେ ଇକୋଫ୍ରେଣ୍ଡଲି ଦୀପାବଳି ପାଳିତ ହୋଇଯାଇଛି। ଉତ୍କଳ ଦୃଷ୍ଟିହୀନ ସଂଘର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରାଫିକ ଡିସିପି ସାଗରିକା ନାଥ...
ଏସ୍ସିବି ମେଡିକାଲ: ମୃତଦେହକୁ ନେଇ ସନ୍ଦେହ
କଟକ ଅଫିସ, ୨୭ା୧୦: ଏସ୍ସିବି ମେଡିକାଲରେ ମୃତ୍ୟୁ ଘଟୁଥିବା ଅସହାୟ ଓ ଅପରିଚିତ ରୋଗୀଙ୍କୁ ନେଇ ପୁଣି ବିବାଦ ଉପୁଜିଛି। ଦୁଇଟି ଆରଟିଆଇ ତଥ୍ୟକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ସାମାଜିକ କର୍ମୀ ଅଚ୍ୟୁତ କୁମାର ସାହୁ ୨୦୧୮ ଅକ୍ଟୋବର...
ବାତ୍ୟା ଫନୀ ପ୍ରତିଶ୍ରୁତି ଅଧିକାରୀ ଭୁଲିଗଲେ: ଲଘୁଚାପ ବର୍ଷାରେ ବେସାହାରା ୫ ପରିବାର
ପୁରୁଣା ଭୁବନେଶ୍ୱର/ପିପିଲି, ୨୭ା୧୦(ଡି.ଏନ.ଏ.): ଗରିବଙ୍କ ପାଇଁ ଦରଦ ଦେଖାଉଥିବା ନେତା ଓ ପ୍ରଶାସକଙ୍କ ଅସଲ ମୁଖା ଗୋଟିଏ ଲଘୁଚାପ ବର୍ଷା ପଦାରେ ପକାଇ ଦେଲା। ଲଘୁଚାପ ବର୍ଷାରେ ବେସାହାରା ହୋଇଥିବା ୫ ଦଳିତ ପରିବାର ବାରମ୍ବାର ରାଜନୈତିକ ଆକ୍ରୋଶ କାରଣରୁ...
ଶ୍ରୀଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଆବଣ୍ଟନ: ବିଭାଗୀୟ ଅଧିକାରୀଙ୍କ କାରସାଦି ପଦାରେ ପଡ଼ିଲା
ପୁରୁଣା ଭୁବନେଶ୍ୱର, ୨୭ା୧୦ (ଡି.ଏନ.ଏ.): ଦେବୋତ୍ତର ବିଭାଗ ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ କିମ୍ବା ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କୌଣସି କ୍ଷେତ୍ରରେ ବିଶ୍ୱାସକୁ ନ ନେଇ ରବର ଷ୍ଟାମ୍ପ ଭାବେ ବ୍ୟବହାର ଯୋଗୁ ପ୍ରଶାସନ ଅନେକବାର ନିନ୍ଦିତ ହେଉଛି।...
ସ୍ବାସ୍ଥ୍ୟ ବିଭାଗ ଅଧୀନରେ ହେବ ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ
ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଏଣିକି ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ କାର୍ଯ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ହାତକୁ ଆସିବ। ପୂର୍ବରୁ ଏହା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିକଟରେ ଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...
ଟୋକିଓ ଜିଏଫ୍ଏସ୍ଇଏସ୍ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର: ବଢୁଥିବା ଚାହିଦା ଇସ୍ପାତ ଶିଳ୍ପକୁ ଦ୍ରୁତ ବିକାଶ ଆଡ଼କୁ ନେବ
ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଭାରତରେ ବଢୁଥିବା ଇସ୍ପାତ ଚାହିଦା ଏହି ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ପାଞ୍ଚଦିନିଆ ଜାପାନ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଅନ୍ତିମ ଦିବସରେ ଟୋକିଓରେ ଆୟୋଜିତ ଇସ୍ପାତ ଶିଳ୍ପର କ୍ଷମତା...
ପ୍ରଦୀପ ଦାଶଙ୍କୁ ‘ଶାରଳା ପୁରସ୍କାର’
ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍ ମେଟାଲ୍ସ ଏଣ୍ଡ୍ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୪୦ତମ ଶାରଳା ପୁରସ୍କାର ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ବିଶିଷ୍ଟ ଲେଖକ ଡ. ପ୍ରଦୀପ ଦାଶଙ୍କୁ ସମ୍ମାନଜନକ ‘ଶାରଳା...
ନବୀନ ଅପରାଜେୟ: ଦାମ
ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଦାମ ପ୍ରଶଂସା କରିଛନ୍ତି। ଏପରିକି ସେ ବିଜେଡି ପ୍ରତି କଦାପି ବିମୁଖ...
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍ପିଙ୍କ ନାମରେ ଥାନାରେ ଏତଲା
ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ...
ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବିକଲା ଭାଜପା
ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ଦାୟିତ୍ୱ। ଏହା ବିଜେଡିର ରାଜନୈତିକ ପଦବୀ ନୁହେଁ । ଯାଜପୁର ଜିଲାର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କମିଶନ ଅଧ୍ୟକ୍ଷା ଉପଯୁକ୍ତ ତଦନ୍ତ କରୁ...
ମଞ୍ଚେଶ୍ୱର ଥାନା ଅଧିକାରୀଙ୍କ ଅନୁଭୂତି: ଫାର୍ମାସିଷ୍ଟଙ୍କ ସୂଚନାରୁ ଧରାପଡ଼ିଲେ ହତ୍ୟା ଅଭିଯୁକ୍ତ
ରାଜ୍ୟରେ ଅନେକ ଅପରାଧ ଘଟୁଛି। କେତେକ ମାମଲାର ତଦନ୍ତରେ ପୋଲିସ ସଫଳ ହେଉଥିବାବେଳେ ଆଉ କେତେକରେ ବିଫଳ ହେଉଛି। ଜଣେ ଥାନା ଅଧିକାରୀଙ୍କ ଚାକିରି କାଳର ଅନୁଭୂତି ମଧ୍ୟରେ ଏଭଳି କିଛି ମାମଲା ରହିଛି, ଯାହା ତାଙ୍କ ପାଇଁ ସ୍ମରଣୀୟ।...
ଚାଲିବ ୧୦ ସ୍ବତନ୍ତ୍ର ବିଳାସପୂର୍ଣ୍ଣ ଟ୍ରେନ୍: ରାଜକୀୟ ଆତିଥ୍ୟ ପାଇବା ସହ ପର୍ଯ୍ୟଟନସ୍ଥଳୀ ବୁଲିବେ ଯାତ୍ରୀ
ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ରାଜସ୍ବ ବୃଦ୍ଧି ସହ ବିଳାସପୂର୍ଣ୍ଣ ସେବା କ୍ଷେତ୍ରକୁ ଆହୁରି ଆଗକୁ ନେବାକୁ ଭାରତୀୟ ରେଳପଥ ନୂଆ ପଦକ୍ଷେପ ଗ୍ରହଣ କରିଛି। ଯାତ୍ରୀଙ୍କୁ ରାଜକୀୟ ଆତିଥେୟତା ପ୍ରଦାନ ସହ ପର୍ଯ୍ୟଟନସ୍ଥଳୀ ବୁଲାଇବା ପାଇଁ ଖୁବ୍ଶୀଘ୍ର ଆଉ ୧୦ ସ୍ବତନ୍ତ୍ର...
Archives


