ଅଘଟଣ ଏଡ଼ାଇବାକୁ ଦୀପାବଳିରେ ଜଗିବେ ୫ ହଜାର ଆଗ୍ନିକ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। ଏହି ସମୟରେ କୌଣସି ପ୍ରକାର ଅଘଟଣ ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ସୁରକ୍ଷିତ ଦୀପାବଳି ପାଇଁ ଅଗ୍ନିଶମ ବିଭାଗ ଏକଦମ୍ ପ୍ରସ୍ତୁତ ଅଛି। ଯେକୌଣସି ଅଘଟଣ ଏଡ଼ାଇବାକୁ ୫...
ଲୋକସମ୍ପର୍କ ମନ୍ତ୍ରୀଙ୍କ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ: ଆହାର କେନ୍ଦ୍ରରେ ଭୋଜନ
ଜୟପୁର,୨୬।୧୦(ଡି.ଏନ୍.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶନିବାର ଅଚାନକ ପରିଦର୍ଶନ କରିଛନ୍ତି । ଏଥିସହ ସେ ରୋଗୀ ଏବଂ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କଠାରୁ ସେମାନଙ୍କ ସମସା୍ୟ ସମ୍ପର୍କରେ ପଚାରି...
ଦୁର୍ବଳ ହେଉଛି ଲଘୁଚାପ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶା ଉପରେ ରହିଛି। କ୍ରମାଗତ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ...
୨୯୯ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଉଚ୍ଚଶିକ୍ଷାରେ ଗବେଷଣାକୁ ଗୁରୁତ୍ୱ ଦିଆଯାଉଛି
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଶିକ୍ଷକମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ପିଲାଙ୍କ ଭବିଷ୍ୟତ ଗଠନ ସହ ସେମାନେ ଛାତ୍ରୀଛାତ୍ରଙ୍କ ସୃଜନଶୀଳତାକୁ ପରିପ୍ରକାଶ କରିବା ପାଇଁ ଉତ୍ସାହିତ କରିଥାନ୍ତି। ସେମାନଙ୍କୁ ରୋଜଗାରକ୍ଷମ କରିବା ସହ ସମାଜ, ରାଜ୍ୟ ଓ ଦେଶକୁ ସମୃଦ୍ଧ କରାଇବାର ଠିକଣା...
ଚୌଦ୍ୱାର ସର୍କଲ ଜେଲ: ଆଧୁନିକୀକରଣ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କଟକ ଜିଲାର ଚୌଦ୍ୱାର ସର୍କଲ ଜେଲ୍ର ଉନ୍ନତି କରାଯାଇ ଓଡ଼ିଶାରେ ଏକ ମଡେଲ ଜେଲରେ ପରିଣତ କରାଯିବ। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜେଲ ପରିସର ଚିକିତ୍ସାଳୟରେ...
ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ
ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ ବିଦ୍ୟତ ଖୁଣ୍ଟରେ ଠିକା କର୍ମଚାରୀ ପ୍ରଦୀପ କୁମାର ମହାପାତ୍ର କାମ କରୁଥିବା ସମୟରେ...
ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ
ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍ର ସମ୍ମୁଖ କବାଟକୁ ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳେ ଏଟିଏମ୍ ଭାଙ୍ଗିବା ଦେଖି...
ପାରିବାରିକ କଳହ: ଆତ୍ମହତ୍ୟା କଲେ ୪ସ୍ତ୍ରୀଙ୍କ ସ୍ବାମୀ
ଭଦ୍ରକ ଅଫିସ,୨୬।୧୦: ପାରିବାରିକ ଅଶାନ୍ତିକୁ ସହ୍ୟ କରି ନ ପାରି ଶେଷରେ ୪ ସ୍ତ୍ରୀ ଗ୍ରହଣ କରିଥିବା ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଭଦ୍ରକ ବ୍ଲକ ବେନ୍ତାଳ ପଞ୍ଚାୟତର ଅଜୟ ଦାସ। ସୂଚନାଯୋଗ୍ୟ, ଅଜୟ ଜଣେ ଇଲେକ୍ଟ୍ରିକାଲ...
ନାବାଳକଙ୍କୁ ଅପହରଣ ପରେ ଆକ୍ରମଣ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ପୂର୍ବ ଝଗଡ଼ାକୁ କେନ୍ଦ୍ରକରି ଫିଲ୍ମ ଷ୍ଟାଇଲରେ ଜଣେ ନାବାଳକ ଛାତ୍ରଙ୍କ ବେକରେ ଛୁରି ଲଗାଇ ଆଉ ଜଣେ ନାବାଳକ ତାଙ୍କୁ ଅପହରଣ କରିବା ଘଟଣା ନୟାପଲ୍ଲୀ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଛାତ୍ରଙ୍କୁ ଅନ୍ୟ ସ୍ଥାନକୁ...
ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। କିଭଳି ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ ଛକରେ ଅଧିକ ୩ପ୍ଲାଟନ ପୋଲିସ ଫୋର୍ସ ମୁତୟନ ରହିବେ। ଏଥିସହ ୧୦୦ ଜଣ...
ଗୋଟିଏ ନମ୍ବରରେ ଚାଲୁଥିଲା ଏକାଧିକ ଟାଟା ଏସିଇ: ୧୩ ଗାଡ଼ି ଜବତ, ୬ଟିର ନମ୍ବର ଜାଲ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଫାଇନାନ୍ସ ଓ ଜରିମାନା ଫାଙ୍କିବାକୁ ଜଣେ ଟ୍ରାଭେଲ୍ ଏଜେନ୍ସି ମାଲିକ କରିଥିଲେ ଚଞ୍ଚକତା। ଗୋଟିଏ ନମ୍ବରରେ ଚଳାଉଥିଲେ ଏକାଧିକ ଗାଡ଼ି। ଏପରି କି ୩ଟି ଟାଟା ଏସିଇ ଗାଡ଼ିିର ନମ୍ବରରେ ଅନ୍ୟ ଗାଡ଼ିି ମଧ୍ୟ ଚଲାଉଥିଲେ। ତେବେ ନୀହାର...
ଅନ୍ଲାଇନ୍ରେ ହେବ ପ୍ରେକ୍ଷାଳୟ ବୁକିଂ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ପ୍ରେକ୍ଷାଳୟ ଏବଂ ମଣ୍ଡପଗୁଡ଼ିକୁ ଏଣିକି ଘରେ ବସି ଅନ୍ଲାଇନ୍ରେ ବୁକିଂ କରିହେବ। ଏଥିନିମନ୍ତେ ଶୁକ୍ରବାର ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ମଧ୍ୟରେ ଏକ ଚୁକ୍ତିନାମା...
Archives


