ଲକ୍ଡାଉନ୍ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ୍ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର ଟ୍ବିନ୍ ସିଟି ସମେତ ବିଭିନ୍ନ ଜିଲାର ଛକମାନଙ୍କରେ ପୋଲିସ ଜଗି ରହିଛି। ତେବେ ଭୁବନେଶ୍ୱରସ୍ଥିତ…
ହାଇକୋର୍ଟଙ୍କ ସର୍କୁଲାର: ଲକ୍ଡାଉନ୍ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ
କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି।…
ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା
ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରିନାହିଁ। ତେଣୁ ସଚେତନତା ଏବଂ ସତର୍କତା ହିଁ…
କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର
କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ।…
ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍ରେ ଘରକୁ ପଠାଇଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ ପାଇଁ…
ହୋମ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। ସମସ୍ତ ବିଦେଶ ଫେରନ୍ତାଙ୍କ ଗତିବିଧି…
କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍ଡାଉନ୍
ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ସତର୍କତା ଏବଂ…
ଯାତ୍ରୀସେବା ଅବ୍ୟାହତ ରଖିବାକୁ ୩ ଦଫା ଦାବି
ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ଏକ ବଡ଼ ଆହ୍ବାନ ହୋଇଥିବା କହିଛି ରାଜ୍ୟ ବସ୍ ମାଲିକ ସଂଘ। ସାଧାରଣ ଲୋକେ ସତର୍କତା ଅବଲମ୍ବନ କରୁଥିବା ବେଳେ ଅତ୍ୟନ୍ତ ଜରୁରୀ…
ହସ୍ପିଟାଲ ଆଇସୋଲେଶନରେ ୨୮
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍ (କୋଭିଡ୍-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ରିପୋର୍ଟ ହସ୍ତଗତ ହୋଇଛି। ସେଥିରୁ ୨ଟି ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଉସବୁ…
ସଂକ୍ରମଣ ରୋକିବ ଲକ୍ଡାଉନ୍
ଭୁବନେଶ୍ୱର,୨୩।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସମଗ୍ର ଦେଶରେ ଜନତା କର୍ଫ୍ୟୁ ଉତ୍ସାହର ସହ ପାଳନ ହୋଇଛି। ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ କରୋନା ସଂକ୍ରମଣର ମୁକାବିଲା କରିବାକୁ ୧୪ ଘଣ୍ଟା ଘରେ ରହି କର୍ଫ୍ୟୁକୁ ସମର୍ଥନ କରିଥିଲେ। କୋଭିଡ୍-୧୯ ବା…
ପୁରୀ: ହୋଟେଲ ଶିଳ୍ପରେ ତାଲା
ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ ଫଳରେ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଛି ପୁରୀ। ଫଳରେ ଏହାର ପ୍ରଭାବ ହୋଟେଲ ଶିଳ୍ପ…
୧୦ ଗୁଜବକାରୀ ଗିରଫ
ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସୋସିଆଲ ମିଡିଆରେ ଅନେକ ବ୍ୟକ୍ତି ଗୁଜବ କରୁଛନ୍ତି। ମିଥ୍ୟା ତଥ୍ୟ ଦେଇ ଲୋକଙ୍କୁ ଆତଙ୍କିତ କରୁଛନ୍ତି। ତେଣୁ ଏଭଳି ଗୁଜବକାରୀଙ୍କ ଉପରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟର ବିଭିନ୍ନ ଜିଲାରୁ ୧୦ ଜଣଙ୍କୁ…
Archives


