ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ
ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍ର ଏହି ଗୁଜରାଟ କ୍ୟାଡର ଆଇଏଏସ୍ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ...
ଧନ୍ତେରସରେ ଜମୁଛି ଗହଣା କ୍ରୟ, ଶୋ’ରୁମ୍ରେ ଗ୍ରାହକଙ୍କ ଭିଡ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଜି ଧନ୍ତେରସ। ଏହି ଦିନ ସୁନା କିଣିଲେ ଶୁଭ ବୋଲି କୁହାଯାଉଥିବାରୁ ରାଜ୍ୟର ପ୍ରମୁଖ ଶୋ’ରୁମ୍ଗୁଡ଼ିକରେ ଗ୍ରାହକଙ୍କ ଭିଡ ପରିଲକ୍ଷିତ ହେଉଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ମନଲୋଭା ଅଫର୍ ସହ ବ୍ୟବସାୟୀମାନେ ସ୍ବତନ୍ତ୍ର ଡିଜାଇନର ଗହଣା ବଜାରକୁ...
ଲଗାଣ ବର୍ଷାରେ ନିରାକାରପୁର ଅଞ୍ଚଳ ଜଳାର୍ଣ୍ଣବ: ରାସ୍ତା ଉପରେ ଚାଲିଛି ୩ ଫୁଟରୁ ଅଧିକ ପାଣି, ବୁଡ଼ିଲା ଚାଷଜମି
ନିରାକାରପୁର,୨୫।୧୦(ଡି.ଏନ୍.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଖୋର୍ଦ୍ଧା ଜିଲା ନିରାକାରପୁର ଲେଣ୍ଡୁ ଏବଂ ରାମେଶ୍ୱର ପଞ୍ଚାୟତର ଅନେକ ଗ୍ରାମ ଏବେ ପାଣି ଘେରରେ। ଭୋଗତିପଡ଼ା ଗ୍ରାମରେ ଥିବା ୧୦୦ ପରିବାର ପାଣି ଭିତରେ ଫସି...
ଓଡ଼ିଶାକୁ ବାତ୍ୟା ଖବର ଗୁଜବ: ପ୍ରଦୀପ ଜେନା
ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବାତ୍ୟା ହେବ ବୋଲି ସୋସିଆଲ ମିଡିଆରେ ଗୁଜବ ଘୂରିବୁଲୁଥିଲା। ତେବେ ସେମିତି କୌଣସି ବାତ୍ୟା ହେବାର ନାହିଁ। ଏହା ଏକ ଗୁଜବ। ବାତ୍ୟା ଗୁଜବ ଉପରେ ବିଶ୍ୱାସ ନ କରିବାକୁ ସ୍ବତନ୍ତ୍ର ରିଲିଫ୍...
‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଘୋଷଣା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା...
ପାରିବାରିକ ଅଶାନ୍ତିରୁ ଆର୍ବିଆଇ ଜିଏମ୍ଙ୍କ ଆତ୍ମହତ୍ୟା
ଚଣ୍ଡିଖୋଲ,୨୫।୧୧(ଡ.ଏନ୍.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ...
ଏମିତି ବି ଆସେ ମୃତ୍ୟୁ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶାଶୁ, ୨ ବୋହୁଙ୍କ ଜୀବନ ଗଲା
ସାଲେପୁର,୨୫।୧୦(ଡି.ଏନ୍.ଏ.): କଟକ ଜିଲା ସାଲେପୁର ଥାନା ଅଧୀନ ବାରିଗୋଳ ପଞ୍ଚାୟତ ବେତେଇ ଗ୍ରାମ ଦଳିତ ସାହିରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶାଶୁ ସୀତା ମଲ୍ଲିକ(୭୦),...
ରେକର୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା, ଜିତିବାର ଶ୍ରେୟ ସଭାପତିଙ୍କୁ ଦେଲେ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟ ହାସଲ କରି ରାଜ୍ୟରେ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ। ଏହି ବିଜୟ ପରେ ରୀତା ଶୁକ୍ରବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।...
ରାଇଘର ଅଞ୍ଚଳରେ ମାଓବାଦୀ ପୋଷ୍ଟର, ଦିନିକିଆ ବନ୍ଦ ଡାକରା ସଫଳ କରିବାକୁ ଆହ୍ବାନ
ରାଇଘର, ୨୫।୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋଣା ଅଞ୍ଚଳରେ ମାଓବାଦୀ ପୋଷ୍ଟର ଏବଂ ବ୍ୟାନର୍ ଦେଖିବାକୁ ମିଳିଛି। ଅକ୍ଟୋବର ୨୫, ଶୁକ୍ରବାର ଦିଆଯାଇଥିବା ବନ୍ଦ ଡାକରାକୁ ସଫଳ କରିବା ଲାଗି ଛତିଶଗଡ଼ ମୈନପୁର ଓ ନୂଆପଡ଼ା ଡିଭିଜନାଲ କମିଟି...
ବଢ଼ୁଛି ବୈତରଣୀ
ଭଣ୍ଡାରିପୋଖରୀ, ୨୫।୧୦(ଡି.ଏନ୍.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବୈତରଣୀ ନଦୀର ଜଳସ୍ତର ବଢିବା ଆରମ୍ଭ କରିଛି। ଆଖୁଆପଦାଠାରେ ନଦୀର ଜଳସ୍ତର ଶୁକ୍ରବାର ସକାଳ ୮ ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଥିଲା।...
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର ପୋଲିସ...
ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍ ସଭାପତି, ଓଡ଼ିଶା ବାର୍ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ
କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା...
Archives


