‘ସଚେତନ ହେବା, ସୁରକ୍ଷିତ ରହିବା’
ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଜରୁରୀ ସେବାରେ ନିୟୋଜିତ ଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟ ଏବଂ ସଫେଇ କର୍ମଚାରୀ, ପରିବହନ କାର୍ଯ୍ୟରେ ନିୟୋଜିତ ଥିବା ବ୍ୟକ୍ତି, ପୋଲିସ, ଗଣମାଧ୍ୟମ ପ୍ରତିନିଧି ଏବଂ ଅତ୍ୟାବଶ୍ୟକ ଜିନିଷ ଯୋଗାଉଥିବା ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…
କରୋନା ବୀରଙ୍କୁ ଧନ୍ୟବାଦ ଜଣାଇଲେ ନେତା, ଅଫିସର
ଭୁବନେଶ୍ୱର,୨୩।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ସବୁଆଡେ ସଚେତନତା ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶକୁ ସାଧାରଣ ଲୋକମାନଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଛି। କରୋନା ବିପକ୍ଷରେ ଲଢୁଥିବା ବୀରମାନେ ଅର୍ଥାତ୍ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ମଧ୍ୟ ପୂରା…
ଲକ୍ଡାଉନ୍ରେ ଥିଲେ ଠାକୁର: ବାଗ୍ଚୀ
ଭୁବନେଶ୍ୱର,୨୩।୩(ବ୍ୟୁରୋ)କରୋନା ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୫ଟି ଜିଲା ସହିତ ୮ଟି ସହରରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଏହି ଲକ୍ଡାଉନ କ’ଣ, ତାକୁ ଅତ୍ୟନ୍ତ ସରଳ ଭାଷାରେ ବୁଝାଇଛନ୍ତି କରୋନା ଭୂତାଣୁ…
କରୋନା ମୁକାବିଲା: ନୀରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ଗୁରୁତ୍ୱ
ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ଶକ୍ତି ବିଭାଗ ପକ୍ଷରୁ କୁହାଯାଇଛି। ଶକ୍ତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…
ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ
ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ ସେବାୟତ…
କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।…
ହୋମ୍ କ୍ବାରାଣ୍ଟାଇନ୍ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା
କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍ କ୍ବାରାଣ୍ଟାଇନ୍ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ପୋଲିସ ଏକ ମାମଲା(ନଂ.୬୫/୨୦) ରୁଜୁ କରିଛି। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତି ଜଣକ…
କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ
କଟକ ସଦର,୨୩।୩(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା ବ୍ୟବସ୍ଥା…
୨୯ ଯାଏ ଲକ୍ଡାଉନ୍: ସରକାରୀ କର୍ମଚାରୀଙ୍କ ପାଇଁ ପୁନଃ ଗାଇଡ୍ଲାଇନ୍; ଜାଣନ୍ତୁ କିଏ ଆସିବେ, କିଏ ଆସିବେନି ଅଫିସ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଦେଶରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ରବିବାରଠାରୁ ଆସନ୍ତା ୨୯ ତାରିଖ…
ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ…
ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।
୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
ଭଞ୍ଜନଗର,୨୨।୩(ଡି.ଏନ୍.ଏ.): ଇଂଲଣ୍ଡ ଓ କୁଏତ୍ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪ ଦିନ…
Archives


