ରାଜ୍ୟ

କରୋନା: ସ୍ବଚ୍ଛତା ହିଁ ପ୍ରତିଷେଧକ

କରୋନା ଏକ ଆର୍‌ଏନ୍‌ଏ ଭୂତାଣୁ, ଏଚ୍‌ଆଇଭି ଭଳି। ଏହିପରି ଭୂତାଣୁ ଶରୀରର ପ୍ରତିରୋଧକ ଶକ୍ତିକୁ ଅକାମୀ କରି କାୟା ବିସ୍ତାର କରେ ଓ ମଣିଷର ଶ୍ୱାସକ୍ରିୟାକୁ କବଳିତ କରିଥାଏ। ବର୍ତ୍ତମାନର କରୋନାକୁ ନୋଭେଲ ବା ନୂତନ କରୋନା ଭୂତାଣୁ ଆଖ୍ୟା ଦିଆଯାଇଛି;…

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର ଶନିଶ୍ଚର…

ସଂକ୍ରମଣ ବ୍ୟାପିଲେ ସମ୍ଭାଳି ହେବନାହିଁ: ଏଥିଲାଗି ଜନତା କର୍ଫ୍ୟୁ ଗୋଟିଏ ଦିନ, ଲକ୍‌ଡାଉନ୍‌ ସାତ ଦିନ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରବିବାରଠାରୁ ଲକ୍‌ଡାଉନ୍‌ ପାଇଁ ଘୋଷଣା କରିଛନ୍ତି। ଉଭୟଙ୍କ ମଧ୍ୟରେ ତଫାତ ରହିଛି। ଜନତା କର୍ଫ୍ୟୁ ଗୋଟିଏ ଦିନ ପାଇଁ ଚାଲିବାକୁ ଥିବା…

କରୋନାକୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌: ବାଗ୍‌ଚୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍‌କୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୪୦% ଜନସଂଖ୍ୟା ପ୍ରଭାବିତ ହେବେ। ହେଲେ…

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିରେ ସହଯୋଗ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୋଳ। ଏହି…

ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ

ମାାଲକାନଗିରି, ୨୧।୩(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ ନେଇ ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି। ପୂର୍ବାହ୍ନ ୧୧.୧୫ ମିନିଟ୍‌ ସମୟରେ ଭୂକମ୍ପ…

ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ ଜାରି କରାଯାଇଛି। କରୋନାକୁ ନେଇ ପ୍ରତିଷେଧକ ପଦକ୍ଷେପ ସ୍ବରୂପ ଗଞ୍ଜାମ ଜିଲାପାଳ ବିଜୟ…

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ମୁକାବିଲା ନେଇ ପାର୍କଗୁଡ଼ିକୁ ବିଏମ୍‌ସି ବନ୍ଦ କରିଛି। ସେହିଭଳି କଟକ…

ରାଜଧାନୀରେ କୁଆପଥର ବର୍ଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀରେ କୁଆପଥର ବର୍ଷା। ଶନିବାର ଅପରାହ୍ନ ୧ଟା ପରଠାରୁ ପ୍ରବଳ ବର୍ଷା ସହ କୁଆପଥର ପଡ଼ୁଥିବା ଦେଖିବାକୁ ମିଳିଛି। ପାଗରେ ହଠାତ୍‌ ପରିବର୍ତ୍ତନ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରକାଶ ଯେ, ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ…

୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା…

କରୋନା କଟକଣା: ଯୋଡ଼ାରେ ଅଡ୍‌-ଇଭିନ୍‌ ଲାଗୁ

ଯୋଡ଼ା,୨୧ା୩ (ଡି.ଏନ୍‌.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍‌-ଇଭିନ୍‌ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ ବିଶେଷ ଭାବେ ଦେଖିବାକୁ ମିଳିଛି । ଶନିବାର ସକାଳୁ ଜନସାଧାରଣ ଏ ବାବଦରେ ଅଜ୍ଞ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri