ବିଶାଖାପାଟଣା-କୋତବଲସା ମଝିରେ ୬ ବଗି ଲାଇନ୍ଚ୍ୟୁତ, ବହୁ ଯାତ୍ରୀବାହୀ ଟ୍ରେନ୍ ପ୍ରଭାବିତ
କୋରାପୁଟ,୨୯ା୮(ଅମିତାଭ ବେହେରା): ଶୁକ୍ରବାର ବିଜୟନଗରମ କୋତବଲସା ମଝିରେ ଏକ ମାଲବାହୀ ଟ୍ରେନ୍ର ୬ଟି ବଗି ଲାଇନଚ୍ୟୁତ ହୋଇଛି। ଯାହାଫଳରେ ବହୁ ଯାତ୍ରୀବାହୀ ଟ୍ରେନ୍ ଯାତାୟାତ ପ୍ରଭାବିତ ହୋଇଛି। ଭୁବେନେଶ୍ୱର ବିଶାଖାପାଟଣା ବନ୍ଦେଭାରତ ଏକ୍ସପ୍ରେସ୍, ପ୍ରଶାନ୍ତି ଏକ୍ସପ୍ରେସ୍, ସାଲିମାର-ଭାସ୍କୋଡାଗାମା, ରାଜାରାଣୀ ଏକ୍ସପ୍ରେସ, ପାଟଣା…
ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା ବଦଳିଲା, ଜେଲ୍ ରୋଡ୍ ପରିବର୍ତ୍ତେ ଏଣିକି ଏହିଠାରେ ପାଇବେ ପୂଜା
ଭୁବନେଶ୍ୱର,୨୯ା୮: ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା ବଦଳିଛି। ଜେଲ ରୋଡ୍ ଛକ ପରିବର୍ତ୍ତେ ଏଣିକି ମେଳଣ ପଡ଼ିଆରେ ପୂଜା ଅନୁଷ୍ଠିତ ହେବ। ଏନେଇ ଝାରପଡ଼ା ଦୁର୍ଗାପୂଜା ସମିତି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିବର୍ଷ ଭଳି ଏଥର ମଧ୍ୟ ମହାଆଡ଼ମ୍ବର ସହକାରେ ମା’ଙ୍କ…
ଶିକ୍ଷାବର୍ଷର ଅଧା ସମୟ ସରିବାକୁ ବସିଲାଣି, ଏଯାଏ ପିଲାଙ୍କୁ ମିଳିଲାନି ସ୍କୁଲ ୟୁନିଫର୍ମ
ଭୁବନେଶ୍ୱର,୨୯ା୮(ସୁଚିସ୍ମିତା ସାହୁ): ଏବର୍ଷ ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ଶର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟପତ୍ର ମାଗଣାରେ ଯୋଗାଇ ଦେବାକୁ ରାଜ୍ୟ ସରକାର କହିଥିଲେ। ପିଲାମାନେ ମଧ୍ୟ ଖୁସିରେ ଅପେକ୍ଷା କରିଥିଲେ। ହେଲେ ଶିକ୍ଷା ବର୍ଷର ଅଧା ସମୟ ସରିବାକୁ ବସିଲାଣି,…
ବଦଳିବ ଲିଙ୍ଗରାଜଙ୍କ ନୀତିକାନ୍ତିି, ସେପ୍ଟେମ୍ବର ୭ରେ ହେବ…
ପୁରୁଣା ଭୁବନେଶ୍ୱର,୨୯।୮(ସୁବାସ ଚନ୍ଦ୍ର ପ୍ରଧାନ): ସେପ୍ଟେମ୍ବର ୭ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯିବ। ପ୍ରାତଃରୁ ଦୈନିକ ନୀତିକାନ୍ତି, ମଙ୍ଗଳ ଆଳତି, ଅବକାଶ, ଦର୍ଶନ ଆଦି ନୀତି ଯଥାବିଧି ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା…
ବଡ଼ଗଡ଼ ବ୍ରିଟ୍ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ସିସିଟିଭିରେ ବଡ଼ ଖୁଲାସା!
ଭୁବନେଶ୍ୱର,୨୯।୮: ବଡ଼ଗଡ଼ ବ୍ରିଟ୍ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ସନ୍ଦେହରେ ୨ ଯୁବତୀ । ଝୁଲନ୍ତା ଅବସ୍ଥାରେ ଥିବା ଯୁବକଙ୍କ ନିକଟରୁ ମୋବାଇଲ ନେଇ ଛୁ ମାରିଲେ ୨ ଯୁବତୀ। ଯାହାକୁ ନେଇ ଚର୍ଚ୍ଚା ସନ୍ଦେହରେ ୨ ଯୁବତୀ ଥିବା…
ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା
ଭୁବନେଶ୍ୱର,୨୯ା୮: ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍…
୪ ଦିନ ହେଲା ମିଳୁ ନ ଥିଲା ବୃଦ୍ଧାଙ୍କ ଖୋଜଖବର, ଆଜି ମୃତଦେହ ଦେଖି…
ଦେବଗଡ଼,୨୯ା୮(ଶଶାଙ୍କ ଶେଖର ଝାଙ୍କର): ୪ ଦିନ ପୂର୍ବେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧାଙ୍କ ମୃତଦେହ ଶୁକ୍ରବାର ଟିକିରା ନଦୀରୁ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ବୃଦ୍ଧା କୁଣ୍ଢେଇଗୋଳା ଥାନା କୁରଡ଼ପୋଶି ଗ୍ରାମର ସ୍ବର୍ଗତଃ କୁଞ୍ଜ ବିହାରୀ ପ୍ରଧାନଙ୍କ ସ୍ତ୍ରୀ ରଙ୍ଗବତୀ(୭୦)…
ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍ ଆମକୁ…
ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ…
ଏବର୍ଷ ଥରିବ ଓଡ଼ିଶା, ବର୍ଷ ଶେଷ ଆଡ଼କୁ ସୃଷ୍ଟି ହେବ…
ଭୁବନେଶ୍ୱର,୨୯ା୮: ପ୍ରତିବର୍ଷ ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରୁ ଦେଶରୁ ପ୍ରାୟତଃ ମୌସୁମୀ ବିଦାୟ ନେଉଥିବାବେଳେ ଚଳିତବର୍ଷ ଏଥିରେ ବିଳମ୍ବ ହେବ। ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲୁଏମଓ)ର ଆକଳନ ଅନୁସାରେ, ବର୍ଷର ଶେଷ ଆଡ଼କୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ୬୦% ସମ୍ଭାବନା ରହିଛି।…
ରାଜ୍ୟରେ ଚାଲିବ ୧୦୦୦ ଇ-ବସ୍
ଭୁବନେଶ୍ୱର,୨୯ା୮(ବନ୍ଦନା ସେଠୀ): ଓଡ଼ିଶା ଇଲେକ୍ଟ୍ରିକ୍ ବସ୍ (ଇ-ବସ୍) ଚଳାଚଳରେ ଦେଶରେ ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏବେ ୪୫୦ଟି ଇ-ବସ୍ ଚଳାଚଳ କରୁଥିବାବେଳେ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦…
ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ, ଛାତ ଉପରୁ ମିଳିଲା…
ଭୁବନେଶ୍ୱର,୨୯ା୮: ରାଜଧାନୀର ପାଣ୍ଡରା ଅଞ୍ଚଳରେ ଗୁରୁବାର ରାତି ଅଧରେ ଘଟିଯାଇଛି ଏକ ଛାତିଧରା ଘଟଣା। ଜଣେ ଆଇନଜୀବୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି…
ଓଡ଼ିଶାକୁ ଗୁରୁତ୍ୱ ଦେଉଛି ସଂସଦ: ବାଚସ୍ପତି
ଭୁବନେଶ୍ୱର,୨୯ା୮(ରବିନାରାୟଣ ଜେନା): ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ସଂସଦ ଗୁରୁତ୍ୱ ଦେଉଛି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି। ଗୁରୁବାର ବିଧାନସଭାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି, ଦେଶ ସ୍ବାଧୀନତା ପରେ ୧୯୭୬ରୁ ଏଯାବତ୍…
Archives


