ଜମି ଦେବାକୁ କହି ୫୫ଲକ୍ଷ ଠକେଇ: ବିଲ୍ଡର୍ ଗିରଫ
ଭୁବନେଶ୍ୱର,୩ା୨(ବ୍ୟୁରୋ): ଜମି ଦେବାକୁ କହି ୫୫ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶହୀଦନଗର ଥାନା ପୋଲିସ ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ଗିରଫ ବିଲ୍ଡର ଜଣଙ୍କ ହେଲେ ଲକ୍ଷ୍ମୀସାଗର ଥାନା ବମିଖାଲ ଅଞ୍ଚଳରେ ରହୁଥିବା ସୁକାନ୍ତ କୁମାର ପ୍ରଧାନ। ରବିବାର ତାଙ୍କୁ କୋର୍ଟ…
ସିଟି ହସ୍ପିଟାଲ ଦାବି: ଦୋକାନବଜାର ବନ୍ଦକଲେ ସହରବାସୀ
ବରଗଡ଼ ଅଫିସ,୩।୨: ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଅସନ୍ତୋଷର ନିଆଁ ଲିଭିବାର ନାଁ ନେଉ ନାହିଁ। ଏହି ଦାବି ନେଇ ସୋମବାର ସକାଳୁ ବରଗଡ଼ ସହରବାସୀ ଦୋକାନ, ବଜାରକୁ ସ୍ବତଃସ୍ଫୁର୍ତ୍ତ ଭାବେ ବନ୍ଦ…
ବାପୁଜୀନଗରରେ ଓ୍ବାନ୍ ଓ୍ବେକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ୱର,୩ା୨(ବ୍ୟୁରୋ): ରାସ୍ତା ଉପରେ ଗାଡି ପାର୍କିଂ କରାଯାଉଥିବାରୁ କଳ୍ପନାରୁ ରାଜମହଲ ଛକ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଦେଖା ଦେଉଥିଲା। ବାପୁଜୀନଗରକୁ ଯିବା ରାସ୍ତାରେ ଗାଡ଼ି ଚାଳକମାନେ ମନ ଇଚ୍ଛା ପ୍ରବେଶ ଏବଂ ପ୍ରସ୍ଥାନ କରୁଥିଲେ। ଯାହା ଫଳରେ ଟ୍ରାଫିକ ସମସ୍ୟା ଉକତ୍ଟ…
ସେସୁ : ଆଦାୟ ହେଲାଣି ୬୭.୨୯ କୋଟି ବକେୟା
ଭୁବନେଶ୍ୱର,୩ା୨(ବ୍ୟୁରୋ): ସେସୁ ପକ୍ଷରୁ ବକେୟା ବିଲ୍ ଆଦାୟ ଏବଂ ଖିଲାପକାରୀଙ୍କ ବିଜୁଳି ସଂଯୋଗ ବିଚ୍ଛିନ୍ନ କାର୍ଯ୍ୟ ଜାରି ରହିଛି। ଏହିକ୍ରମରେ ରବିବାର ୬୫୨ଜଣ ଉପଭୋକ୍ତାଙ୍କ ବିଜୁଳି ସଂଯୋଗ କାଟି ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୦,୦୪୬ ସଂଯୋଗ କଟାଯାଇ ସାରିଲାଣି।…
୨ ଲୁହାପଥର ଖଣି ହାତେଇଲା ଜେଏସ୍ଡବ୍ଲ୍ୟୁ
ଭୁବନେଶ୍ୱର,୩ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାରଠାରୁ ବିଭିନ୍ନ ଖଣିର ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆବଣ୍ଟନ ପ୍ରକ୍ରିୟାର ପ୍ରଥମ ଦୁଇଦିନରେ ନୂଆଗାଁ ଏବଂ ନାରାୟଣପୋଷୀସ୍ଥିତ ଲୁହାପଥର ଖଣି ନିଲାମୀ ପ୍ରକ୍ରିୟା ସମାପ୍ତ ହୋଇଛି। ଏହି ୨ଟି ଲୁହାପଥର ଖଣି ଜେଏସ୍ଡବ୍ଲ୍ୟୁକୁ ମିଳିଛି।…
ଶିକ୍ଷାଗତ ଯୋଗ୍ୟତାର ଭୁଲ୍ ତଥ୍ୟ ରଖିଛନ୍ତି ଅନୁଭବ: କଂଗ୍ରେସ
ଭୁବନେଶ୍ୱର,୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍ ତଥ୍ୟ ପ୍ରମାଣ ଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ୨୦୧୪ ରାଜ୍ୟ ସଭା ନିର୍ବାଚନ ସମୟରେ ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତାର ଜାଲ୍ ସାର୍ଟିଫିକେଟ ଦେଇଥିଲେ ବୋଲି ଆର୍ଟିଆଇ ତଥ୍ୟରୁ…
ଗାଁ ଲୋକଙ୍କୁ ଚୁଆ ପାଣି ଭରସା
କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଫଳରେ ଗଜାପଥର ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୩୦୦ ଓ ଅଶ୍ୱକୂଟୀ…
ବିଧାୟକଙ୍କ ପତ୍ନୀ ବିୟୋଗ
ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହାପରେ…
ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର
ଭୁବନେଶ୍ୱର,୩ା୨(ବ୍ୟୁରୋ): ୨୦୦୪ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ରୂପା ମିଶ୍ରଙ୍କୁ ନିକଟରେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି। ସେ କେନ୍ଦ୍ରରେ ଜଳଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟଜଳ ଏବଂ ପରିମଳ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ରୂପା ଆସନ୍ତା ୫ ବର୍ଷ ପାଇଁ ଏହି…
ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍
ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍ ବାହାରିଛି। ଏହା ଜଣାପଡିବା ପରେ ଦେଶବ୍ୟାପୀ ହଇଚଇ…
୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ମଧ୍ୟ ଦେଖାଯାଉଛି। ସୋମବାର କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ ଜିଲାରେ କୁହୁଡ଼ି ଅଧିକ…
ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା
ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ କରାଯାଇଛି।…
Archives


