ସିଟି ହସ୍ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ
ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଚିଠି ଲେଖିଛନ୍ତି। ବରଗଡ଼ ସହରର…
୧୮ ଫୁଟ ଖାଲରେ ଖସିପଡ଼ିଲା ହାତୀ: ୫ ଘଣ୍ଟାର ଅପରେଶନ ପରେ ଉଦ୍ଧାର କଲା ବନବିଭାଗ
ଶେରଗଡ଼/ଦିଗପହଣ୍ଡି,୨।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଳକ ଅଧୀନ ଅଲାରିଗଡ଼ ଗ୍ରାମ ଲଣ୍ଡା ଶିଖ ଜେନାଖୋଲ ପାହାଡ଼ ନିକଟରେ ପ୍ରାୟ ୧୮ ଫୁଟ ଖାଲରେ ଏକ ମାଈହାତୀ ଖସି ପଡ଼ିଥିଲା। ବନକର୍ମଚାରୀ, ଦମକଳବାହିନୀ ଏବଂ ଗ୍ରାମବାସୀଙ୍କ ପ୍ରଚେଷ୍ଟାରେ ଦୀର୍ଘ ୫ ଘଣ୍ଟା ପରେ…
ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ
ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା…
ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର
ବାହାନଗା,୨।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି। ଭୋର ସମୟରେ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯାଇଥିବା ଧୀବରମାନଙ୍କ ଜାଲରେ ପଡ଼ିଥିବା ଉକ୍ତ କୁମ୍ଭୀରକୁ ସକାଳେ କୂଳକୁ ଅଣାଯାଇଥିଲା।…
ତିନିକୋଶିଆ ଜଙ୍ଗଲରୁ ପୁଣି ମୃତଦେହ ଉଦ୍ଧାର: ଲୋକେ ଭୟଭୀତ, ପୋଲିସର ତଦନ୍ତ ଆରମ୍ଭ
ସଜନାଗଡ଼,୨।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତ ପିଡବ୍ଲ୍ୟୁ ୧୯ନଂ. ରାଜ୍ୟ ରାଜପଥ ପାର୍ଶ୍ୱ ତିନିକୋଶିଆ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ପୁଣି ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ହେଲେ ମୟୂରଭଞ୍ଜ ଜିଲା କପ୍ତିପଦା…
ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ
ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ…
ପରଲୋକରେ ବିପ୍ଳବୀ କବି ରବି ସିଂ
କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ…
ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ
କୁଆଁରମୁଣ୍ଡା,୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ…
କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ, ସଂସ୍କୃତି…
ଦୁଇଦିନ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ…
ଏସ୍ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ
କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍ ୱାର୍ଡରେ ଭର୍ତ୍ତି କରାଯାଇଛି।…
ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍
ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ ନୂତନ ରୁଲ୍ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏ ନେଇ ଅନ୍ୟ ରାଜ୍ୟରେ ଥିବା ବ୍ୟବସ୍ଥାକୁ…
Archives


