ନୂଆ ବିମାନ ସେବା ପାଇଁ ବୁକିଂ ଆରମ୍ଭ କଲା ଏୟାର ଏସିଆ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଏୟାର ଏସିଆ ଭୁବନେଶ୍ୱରରୁ ବେଙ୍ଗାଲୁରୁ, କଲିକତା ଓ ହାଇଦ୍ରାବାଦକୁ ନୂଆ ବିମାନ ଉଡ଼ାଇବ। ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଥିବା ଏହି ସେବା ପାଇଁ ବୁକିଂ ଆରମ୍ଭ ହୋଇଛି। ଦୈନିକ ବେଙ୍ଗୁଲୁରୁକୁ ୩, କଲିକତାକୁ ୨ ଓ...
ଅଁଳାନବମୀ ପ୍ରଥମ ସମନ୍ବୟ ବୈଠକ: ରାଧାପାଦ ଛୁଁଇବେ ନାହିଁ ଶ୍ରଦ୍ଧାଳୁ
ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ ପାନ୍ଥଶାଳାରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବବର୍ଷ...
ବିପଦରେ ଶ୍ରୀମନ୍ଦିର ଗର୍ଭଗୃହ
ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି ବର୍ଷତମାମ୍ ଦୀପ ଜଳିବା ଦ୍ୱାରା କାନ୍ଥ କଳା ପଡ଼ିଛି। ପୁଣି ଗର୍ଭଗୃହର ପାଣି...
ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ
ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ୨ଟି ନିର୍ବାଚନ ଅପେକ୍ଷା ଚଳିତଥର ଅଧିକ ଏକପାଖିଆ ଜନମତ ହୋଇଛି।...
୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ...
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି...
ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର...
ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା...
ଭୁବନେଶ୍ୱରରେ ଇଏସ୍ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ କର୍ମଚାରୀ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଏଠାରେ...
ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର
ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍କୋର୍ଟରେ ଦାଏର ହୋଇଛି।...
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା...
ନନ୍ଦନକାନନକୁ ଦୀପାବଳି ଭେଟି:ଉପହାରରେ ମିଳିଲା ୮ ହଳଦିଆ ଆନ୍ନାକୋଣ୍ଡା, ନାଇଲ କୁମ୍ଭୀର
ବାରଙ୍ଗ,୨୩-୧୦(ଡି.ଏନ.ଏ.):ନନ୍ଦନକାନନକୁ ମିଳିଛି ଦୀପାବଳି ଭେଟି। ଏହି ଅବସରରେ ନୂଆ ଅତିଥି ଭାବେ ୮ ହଳଦିଆ ଆନ୍ନାକୋଣ୍ଡା ଓ ୩ ନାଇଲ କୁମ୍ଭୀର ମଙ୍ଗଳବାର ସନ୍ଧ୍ୟାରେ ନନ୍ଦନକାନନରେ ପହଞ୍ଚତ୍ଛି। ଏହି ୧୧ଟି ଅତିଥିଙ୍କୁ ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟ ଉପହାରରେ ନନ୍ଦନକାନନକୁ...
Archives


