ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ
ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଦିନକୁ ମାତ୍ର ଅଧଘଣ୍ଟା ତ କେବେ ଘଣ୍ଟାଏ ଜଳ ଯୋଗାଣ ହେଉଛି। ପିଇବା…
ଗଞ୍ଜାମ ଜିଲାରେ ୯୯ ବିଦେଶ ଫେରନ୍ତା
ଛତ୍ରପୁର,୨୧ା୩(ଡି.ଏନ.ଏ) କରୋନା ସଂକ୍ରମଣ ରୋକିବାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ଜିଲାକୁ ଚାଇନା ଓ କୋରୋନା ପ୍ରଭାବିତ ଅନ୍ୟ କେତେକ ଦେଶରୁ ୯୯ଜଣ ଆସିଥିବା ରାଜ୍ୟ ସରଭେଇଲାନ୍ସ ୟୁନିଟ୍ ପକ୍ଷରୁ ଜିଲା ସ୍ବାସ୍ଥ୍ୟ…
ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ,୨୧ା୩ ରେଶମ ନଗରୀ ବ୍ରହ୍ମପୁରରେ ଶୁକ୍ରବାରଠାରୁ ଚର୍ଚ୍ଚ ଓ ମସଜିଦରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି । କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କେଳବ ଧର୍ମ ଗୁରୁମାନେ ବିଧି ପାଳନ…
ବୁଢ଼ୀ ମା’କେ ଦିବ୍ୟାଙ୍ଗ ଝି’ର ଭବିଷତ୍ ଚିନ୍ତା
ବିନିକା, ୨୧।୩ (ଡି.ଏନ୍.ଏ.)- ମୁଇଁ ଆଏଜ୍ ମରେଁ କାଲ୍ ମରେଁ ହେଉଛେଁ। ଅନେକ ଦିନ୍ ହେଲା ଖଟେ ପଡ଼ିଛେଁ। ଆହା କରବାକେ କେହି ନାଇଁ। ଏନ୍ତାଥି ପାଗ୍ଲି ଝି’ର ବୋଝ୍। ମୁଇଁ ମରିଗଲେ ଇତାର ଭବିଷତ୍ କାଣା ହେବା। ଏନ୍ତା…
ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ
କୋମନା,୨୧।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍। ହେଲେ ସେ ହାର ନାଇଁମାନି। ଫିଦିନ ନିଜର ଟ୍ରାଇ ସାଇକେଲରେ ଆସର…
ଲଲାଗୁଲା ହେଇ ଜୀବନ୍ ବିତଉଛନ୍ ଅଁଧ୍ ବୁରୁଧ୍: ଥଇଥାନ ଲାଗି ଦାବି କଲେ ଗଁ।ବାସୀ
ଅତାବିରା, ୨୧।୩ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ସଂକିର୍ଡ଼ା ପଁଚେତ୍ ସଦର ଗଁାରେ ବାସ କରୁଛନ୍ ସୁରୁବାବାୁ ପତି(୬୬)। ଅନେକ ବଛର ତଲେ ସେ ଝନେ ଟ୍ରାକ୍ଟର ଡ୍ରାଇଭର ହିସାବେ ନିଜର ପେଟ୍ ପାଲୁଥିଲେ। ହେଲେ ଗୁଟେ ସଡ଼କ…
ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା
ପୁରୀ ଅଫିସ,୨୦।୩: ବିଶ୍ୱବାସୀଙ୍କ ନିଦ ଉଡ଼ାଇଥିବା କରୋନା ଏବେ ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି। ଭାରତରେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଥିବାରୁ…
ମାର୍ଚ୍ଚ ୨୨, ୨୩ରେ ଗାଁ ସ୍ତରରେ ମିଳିବ ମଧୁବାବୁ ଭତ୍ତା: ମନ୍ତ୍ରୀ
ଭୁବନେଶ୍ୱର, ୨୦।୩(ବ୍ୟୁରୋ): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା…
୨ୟ କରୋନା ରୋଗୀ ଏମ୍ସର କିଛି କର୍ମଚାରୀଙ୍କ ସଂସ୍ପର୍ଶରେ ଆସିବା ପ୍ରସଙ୍ଗ: ପ୍ରଭାବିତ ବ୍ୟକ୍ତି ପର୍ଯ୍ୟବେକ୍ଷଣରେ ଥିବା କହିଲେ ବାଗ୍ଚୀ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ୨ୟ କରୋନା ରୋଗୀ ଏମ୍ସର କିଛି ଷ୍ଟ୍ରାଫ୍ଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଚର୍ଚ୍ଚା ହେଉଛି। ଏ ନେଇ ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ…
ଆଜିର ପରିସ୍ଥିତିରେ ମଣିଷପଣିଆ ହରାନ୍ତୁ ନାହିଁ, ବିଦେଶୀଙ୍କ ପ୍ରତି ଖରାପ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାରେ ୨ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ପ୍ରଥମରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ୧୯ ବର୍ଷୀୟ ୨ୟ କରୋନା ଆକ୍ରାନ୍ତଙ୍କ ଏବେ ଚିକିତ୍ସା ଜାରି ରହିଛି। ତେବେ ସଂକ୍ରମଣରୁ ରକ୍ଷା ପାଇବା ଲାଗି ଭଲଭାବେ ହାତ ଧୁଅନ୍ତୁ। ଯଥାସମ୍ଭବ…
୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା ୧୮୨ରେ ପହଞ୍ଚିଛି। ଏଥିରେ ୨ ଲକ୍ଷ ୧୯ ହଜାର ୩୫୧ଜଣ ଆକ୍ରାନ୍ତ ଥିବା ବେଳେ…
ଜନତା କର୍ଫ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ: କହିଲେ ‘କୋଭିଡ-୧୯ ସମଗ୍ର ମାନବଜାତି ପାଇଁ ଆହ୍ବାନ, ରବିବାର ସମସ୍ତେ ଘରେ ରୁହନ୍ତୁ’
ଭୁବନେଶ୍ୱର,୨୦।୩(ବ୍ୟୁରୋ): ମହାମାରୀ କରୋନା ଭୂତାଣୁକୁ ନେଇ ସୃଷ୍ଟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ବାର୍ତ୍ତା ଦେଇଛନ୍ତି। ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ…
Archives


