ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:ଜିଲା ଗସ୍ତବେଳେ ସ୍କୁଲ, ଅନାଥାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଅ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସମୟରେ ଅଲଗା ଅଲଗା କାର୍ଯ୍ୟରେ ମନ୍ତ୍ରୀମାନେ ଜିଲା ଗସ୍ତ କରିବା ସମୟରେ ବାହାରେ ମଧ୍ୟାହ୍ନ ଭୋଜନ କରିବେ ନାହିଁ। ସେହି ଜିଲାରେ ଥିବା ଅନାଥ ଆଶ୍ରମ, ଭିନ୍ନକ୍ଷମ...
ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’
କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା...
ଆଜି ମେଲାଣି ନେବେ ଧନଦାତ୍ରୀ
ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧...
ନଦୀ ସାଜିଛି ପ୍ରତିବନ୍ଧକ
ଉଦଳା,୨୩ା୧୦(ଡି.ଏନ୍.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ। ଫଳରେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ପଞ୍ଚାୟତ ବାଲମା,...
ଲାଲ କରିଡର ମାଟିରୁ ଲାଲ ଟମାଟୋର ସ୍ବାଦ: ୩ ଜିଲାର ଚାଷୀଙ୍କୁ ସମୃଦ୍ଧିର ବାଟ ବତାଇଛି ସୋଢ଼ ପଞ୍ଚାୟତ
ଦେବଗଡ଼, ୨୨।୧୦: ପାହାଡ଼ ପର୍ବତ ଘେରା ଦେବଗଡ଼ ଜିଲାର ଉପାନ୍ତ ତିଳେଇବଣି ବ୍ଲକ ସୋଡ଼ ଗ୍ରାମପଞ୍ଚାୟତ। ଦିନେ ଏହି ପଞ୍ଚାୟତ ମାଓବାଦୀମାନଙ୍କ ମୁଖ୍ୟ ଆଡ୍ଡାସ୍ଥଳ ଥିଲା। ଲାଲ କରିଡର ରୂପେ ପରିଚିତ ଏହି ଅଞ୍ଚଳ ୨୦୦୦ ମସିହା ବେଳକୁ ଜିଲା...
ଗୁରୁତ୍ୱ ହରାଇଛି ଦୋଳସାହି ହାଟ, ପଡ଼ିଆ ଫାଙ୍କା
ତିହିଡ଼ି,୨୨ା୧୦(ଡି.ଏନ.ଏ.)-ଏକଦା ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୋଳସାହି ଗୋରୁହାଟ ଅଞ୍ଚଳରେ ପ୍ରସିଦ୍ଧି ଲାଭ କରିଥିଲା। ପ୍ରତି ମଙ୍ଗଳବାର ହାଟପାଳିରେ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହୁଥିଲା। ଗୋରୁ ବେପାରୀ ଓ ଗୋପାଳକଙ୍କ ସମେତ ବ୍ୟବସାୟିକ ଭିତ୍ତିଭୂମି ନେଇ ଏହି...
ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଛେଦ କରାଯାଉ: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୨ା୧୦: ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଏହି ଅଧିନିୟମରୁ ଗୋବର୍ଦ୍ଧନ ମଠକୁ ବାଦ୍ ଦିଆଯାଇଛି। ଏଣିକି ଏହି ମଠ ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ରହିବ ନାହିଁ। ସମସ୍ତ ପରିଚାଳନାଗତ କାର୍ଯ୍ୟ...
ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର...
ସୋସିଆଲ ମିଡିଆରେ ଅପପ୍ରଚାର କରୁଥିବା ଅଭିଯୋଗ, ପୁରୀଘାଟ ଥାନାରେ ଅନୁଭବଙ୍କ ନାମରେ ଏତଲା ଦେଲେ ମଞ୍ଜିତ
କଟକ ଅଫିସ,୨୨।୧୦: କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ଏବଂ ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅନୁଭବଙ୍କ ନାମରେ କଟକ ପୁରୀଘାଟ ଥାନାରେ ମଙ୍ଗଳବାର ମାନହାନୀ ଅଭିଯୋଗ କରିଛନ୍ତି...
ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ
କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗରେ ଏମାନଙ୍କୁ ନାରାୟଣପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ...
ନନ୍ଦନକାନନ ଆସିଲା ଆନାକୋଣ୍ଡା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଗୋଟିଏ ପଟେ ବନ୍ୟଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ରହୁଥିବା ନନ୍ଦନକାନନକୁ ମଙ୍ଗଳବାର ପୁଣି ନୂତନ ଅତିଥି ଆସିଛନ୍ତି। ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କରୁ ନନ୍ଦନକାନନ ଆସିଛି ହଳଦିଆ ଆନାକୋଣ୍ଡା। ଏଥିରେ ୪ଟି ଅଣ୍ଡିରା ଥିବା ବେଳେ ୪ଟି ମାଇ ରହିଛିି।...
ଲଘୁଚାପ: ବୁଧବାରରୁ ବର୍ଷା
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ...
Archives


