ଆଜି ପଖାଳ ଦିବସ: ମନ ଖୋଜୁଛି ପଖାଳ
ଭୁବନେଶ୍ୱର,୨୦ା୩(ବ୍ୟୁରୋ)ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି ସବୁବେଳେ ସେମାନଙ୍କର ଆକର୍ଷଣ ରହିଆସିଛି। ସେଥିପାଇଁ କଥାରେ ଅଛି, ‘ଝୁରି ହେଉଛି ଦିନକାଳ, ମନ ଖୋଜୁଛି ସେକାଳ ପଖାଳ’। ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଆଉ ସେହି…
ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ମାର୍ଚ୍ଚ ୩୧ ଯାଏ ବନ୍ଦ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ମାରାତ୍ମକ କରୋନା(କୋଭିଡ-୧୯)କୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଭିତରକନିକା ଅଭୟାରଣ୍ୟ ସମେତ ରାଜ୍ୟର ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀର ରାତ୍ର ରହଣି ବ୍ୟବସ୍ଥାର ବୁକିଂ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରଦ୍ଦ କରାଯାଇଛି। ପରିବେଶ ପର୍ଯ୍ୟଟନସ୍ଥଳୀଗୁଡିକର ଦିନ ଭ୍ରମଣ ବ୍ୟବସ୍ଥାକୁ…
କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…
ଯୁକ୍ତ ୨ ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ…
ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ
ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ ପର୍ଯ୍ୟନ୍ତ ରହିଥିବାବେଳେ ଏବେ ତାହାକୁ ୨୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଛାତ୍ରୀଛାତ୍ରମାନେ ୨୭…
ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି)କୁ ୧୪ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ଗୋଟିଏ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର…
ଆଇସିଏସ୍ଇ, ଆଇଏସ୍ସି ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍ଇ) ଓ ଦ୍ୱାଦଶ (ଆଇଏସ୍ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ…
ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…
ଜଳିଗଲା ନୀଳଚକ୍ର ବାନା
ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି ଘଣ୍ଟା…
ଭକ୍ତଙ୍କୁ ମନ୍ଦିର, ମସ୍ଜିଦ୍, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି
ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍ଜିଦ୍, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଏପ୍ରିଲ ୧ ତାରିଖ ଯାଏ ସବୁ ଧାର୍ମିକ…
ହନିମୁନ୍ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ
ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ ଟ୍ରେନ୍ ଓ ଫ୍ଲାଇଟ୍ ସେବାକୁ ବନ୍ଦ ରଖାଯାଇଛି। ଏ ନେଇ ନବରଙ୍ଗପୁର ସହରର ଏକ…
ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍ ପ୍ରଭାବ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
Archives


