ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍ ସିଗନାଲ
ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍ବେଗ ପ୍ରକାଶ କରିବା ସହିତ ଏ ଦିଗରେ ସମସ୍ତଙ୍କର…
ଦୁଇ ବଛର ହେଲା ଚାଲିଛେ ତିଆରି କାମ୍: ପାଏନ୍ ପ୍ରକଳ୍ପକେ ନେଇ ଅଁଧାରେ ଗଁ।ବାସୀ
ଡୁଙ୍ଗୁରିପାଲି, ୧ା୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ପହଣ୍ଡି ଗଁାରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫୁ ୨ ବଛର ହେଲା ଗୁଟେ ପିଇଲା ପାଏନ୍ ପ୍ରକଳ୍ପର କାମ୍ ଚାଲିଛେ। ହେଲେ ପ୍ରକଳ୍ପଟା କେଭେ ପୂରା ହେବା ଆର ଗଁାବାସୀ…
ସେବା ମନ୍ଭାବ ଆଘେ ହାରମାନିଛେ ବଏସ୍
ବିନିକା,୧।୨(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍ ଗଣେଶପୁରର ହଲକାପୁର ଗଁାର ଲକ୍ଷୀନ୍ଦ୍ର କାଣ୍ଡ(୭୫)। ପରିବାର କହେଲେ ମାଏକିନା ଉକିଆ(୭୦) ଆର ପୁଓ ଈଶ୍ୱର(୩୨)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍, ସଁପତି କହେଲେ ୧ ଏକର ଜମି ରହିଛେ।…
କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍ ସୁବିଧାରୁ ବଁଚିତ୍ କୋଲପଡ଼ାବାସୀ
ଲାଠୋର, ୧।୨ (ଡି.ଏନ୍.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍କାରୀ କରି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ଦେଖ୍ବାକେ ଗଲେ ଅନେକ ଜାଗାରେ ସରକାରୀ ବିକାଶ କାଗଜ କଲମଥି ରହିଯାଉଛେ। ଏନ୍ତା…
ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି
କୋଣାର୍କ,୩୧।୧(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ…
କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍ବିବିଏସ୍ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ
ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ…
ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ
ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍ ଏଟିଆର୍ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍ଏସ୍ ବିମାନ ବନ୍ଦରରୁ ୧୦ଟା…
ଏଥର ଅନ୍ଲାଇନ୍ରେ ହେବ ଓଜେଇଇ: ଉଭୟ ପିଜି, ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସ୍ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ଏହି ପଦ୍ଧତି ଲାଗୁ ହୋଇଛି। ଏ ନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।…
ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି
ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାପିଠର ପ୍ଲାଟିନମ୍ ଜୁବୁଲି…
ଏବେ କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ନିର୍ବାଚନ ହେବନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୩୧।୧(ବ୍ୟୁରୋ): କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ଏବେ ନିର୍ବାଚନ ହେବନାହିଁ। କାର୍ଯ୍ୟକାଳ ସମାପ୍ତ ହେଉଥିବା ସମବାୟ ସମିତି ଦାୟିତ୍ୱରେ ଅଫିସର ରହିବେ ବୋଲି ଶୁକ୍ରବାର ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସୂଚନା ଦେଇଛନ୍ତି। ଏହାଛଡ଼ା ଅନିୟମିତତା ଅଭିଯୋଗ ଆସିଥିବା ସମବାୟ…
ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନେଇ ପ୍ରସ୍ତୁତି ଆରମ୍ଭ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପ୍ରସ୍ତାବ ଯାଇଛି, ନିର୍ଦ୍ଦେଶକୁ ଅପେକ୍ଷା ରହିଛି। ଅନ୍ୟ ରାଜ୍ୟର…
ଉଫୁଲା ମଣ୍ଡିରେ ପଡ଼ି ରହିଛି ଧାନ: ପ୍ରତିବାଦରେ ବୀରମହାରାଜପୁର-ସୋନପୁର ରାସ୍ତା ଅବରୋଧ କଲେ ଚାଷୀ
ଅମରପାଲି,୩୧।୧(ଡି.ଏନ୍.ଏ.): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ମଣ୍ଡିରୁ ଧାନ ଉଠୁ ନ ଥିବା ପ୍ରତିବାଦରେ ଚାଷୀମାନେ ଶୁକ୍ରବାର ଧାରଣାକୁ ଓହ୍ଲାଇଛନ୍ତି। ସେମାନେ ବୀରମହାରାଜପୁର-ସୋନପୁର ମୁଖ୍ୟରାସ୍ତାର ଉଫୁଲାଠାରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ଖବରପାଇ ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ…
Archives


