ରାଜ୍ୟ

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ...

‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍‌ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍‌ଜିଟି ନୋଟିସ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା...

୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା

ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ ଘାଟ ନିଲାମ ନେଉଥିବା ବ୍ୟକ୍ତି ଏକ ଭଟୁଭୁଟି ଡଙ୍ଗା ଚଳାଉଥିଲେ। ଏବର୍ଷ ଘାଟକୁ...

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ...

ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍‌ପି

ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍‌। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ। ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୧୦ଦିନ ଭିତରେ ସହରରେ ଦୁଇଟି...

ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ...

ଭୋଟ ଗ୍ରହଣ କେନ୍ଦ୍ର ବୁଲିଲେ ରୀତା

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ନିଜେ ମତାଧିକାର ସାବ୍ୟସ୍ତ କରି ସାରିବା ପରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିଭିନ୍ନ ଭୋଟ ଗ୍ରହଣ କେନ୍ଦ୍ର ବୁଲୁଥିବା ଦେଖିବାକୁ ମିଳିଛି। ବିଜେପୁର ବ୍ଲକ ପଡ଼ା ଗ୍ରାମର ଭୋଟ ଗ୍ରହଣ...

୧୪ ହସ୍ପିଟାଲ, ସପିଂ ମଲକୁ ନୋଟିସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୧୪ଟି ହସ୍ପିଟାଲ ଓ ସପିଂ ମଲକୁ ବିଡିଓ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଜ୍ଞପ୍ତି ପରେ ବି ବେଆଇନ ପାର୍କିଂ ଫି’ ଆଦାୟ ଅଭିଯୋଗରେ ଏହି ନୋଟିସ ଜାରି କରାଯାଇଛି। ନିର୍ଦ୍ଧାରିତ ପାର୍କିଂ ଏରିଆକୁ...

ହଳଦୀରେ ଅପମିଶ୍ରଣ: ମିଲ୍‌ରେ ପୋଲିସର ଚଢ଼ାଉ

ବଲାଙ୍ଗୀର ଅଫିସ, ୨୧।୧୦: ବଲାଙ୍ଗୀର ସହର ଲିଟେରାରୀ କ୍ଲବ ନିକଟରେ ଥିବା ଏକ ମିଲ୍‌ରେ ହଳଦୀରେ ଅପମିଶ୍ରଣ କରାଯାଉଥିବା ସୂଚନା ପାଇ ଟାଉନ ଥାନା ପୋଲିସ ସୋମବାର ଚଢ଼ାଉ କରିଛି। ଖୁଦ, ଚାଉଳ ଗୁଣ୍ଡ, ତେଜପତ୍ର, ପଲିଥିନ୍‌ ପ୍ୟାକେଟ ସମେତ...

ଫୁଲ, ଚନ୍ଦନ ଦେଇ ମତଦାତାଙ୍କୁ ସ୍ବାଗତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଆଦର୍ଶ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ମତଦାନ ପ୍ରକ୍ରିୟା ଭିନ୍ନ ଆକର୍ଷଣ ପାଲଟିଛି । ଏହି କ୍ରମରେ ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଭୋଟଗ୍ରହଣ କେନ୍ଦ୍ର ନଂ. ୧୦୫ରେ ବରିଷ୍ଠ, ଦିବ୍ୟାଙ୍ଗ, ଯୁବ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri