ରାଜ୍ୟ

ଫୁଲ, ଚନ୍ଦନ ଦେଇ ମତଦାତାଙ୍କୁ ସ୍ବାଗତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଆଦର୍ଶ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ମତଦାନ ପ୍ରକ୍ରିୟା ଭିନ୍ନ ଆକର୍ଷଣ ପାଲଟିଛି । ଏହି କ୍ରମରେ ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଭୋଟଗ୍ରହଣ କେନ୍ଦ୍ର ନଂ. ୧୦୫ରେ ବରିଷ୍ଠ, ଦିବ୍ୟାଙ୍ଗ, ଯୁବ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି ପରେ ପିସିସି ଗଠନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ଆସନ୍ତା ୨୪...

ବିଜେପୁର ଉପନିର୍ବାଚନ: ୧ଟା ସୁଦ୍ଧା ୩୭.୧୦% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

ଅଟୋ ପାର୍କିଂ, ଯାତ୍ରୀ ପରିବହନରେ କଟକଣା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ଆରଟିଓ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଇ ବଡ଼ଧରଣର ଜରିମାନା ଆଦାୟ କରାଯାଇଥିଲା। ଫଳରେ ରାଜଧାନୀରେ ବିନା କାଗଜପତ୍ରରେ ଗଡୁଥିବା ଅଧା ଅଟୋ ଗାଏବ ହୋଇଯାଇଥିଲା।...

୧୬ ବର୍ଷ ଜେଲ୍‌ରେ ନାବାଳକ : ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ସମନ

ଭୁବନେଶ୍ୱର,୨୧ା୧୦(ବ୍ୟୁରେ) : ଏକ ଅପରାଧ ଘଟଣାରେ ଜଣେ ନାବାଳକଙ୍କୁ ୧୬ ବର୍ଷ ଧରି ଜେଲ୍‌ରେ ରଖାଯିବା ଘଟଣାରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚଆରସି) ମୁଖ୍ୟ ଶାସନ ସଚିବଙ୍କୁ ସମନ ଜାରି କରିଛନ୍ତି। ଆସନ୍ତା ୧୦ ଡିସେମ୍ବର ସୁଦ୍ଧା ମୁଖ୍ୟ ଶାସନ ସଚିବ...

ଯନ୍ତାରେ ରହିବା ବର୍ଷେ ପୂରିବ

ଭୁବନେଶ୍ୱର,୨୧ା୧୦ : ସାତକୋଶିଆରେ ବାଘୁଣୀ ‘ସୁନ୍ଦରୀ’ର ଭିବଷ୍ୟତକୁ ନେଇ ନିଶ୍ଚିତ ହୋଇପାରୁନି ବନ ବିଭାଗ। ଗତବର୍ଷ ନଭେମ୍ବର ୫ରୁ ଯନ୍ତାରେ ରହିଛି ବାନ୍ଧବଗଡ଼ର ଏହି ବାଘୁଣୀ। ବର୍ଷେ ବିତିବାକୁ ବସିଲାଣି, କିନ୍ତୁ ସୁନ୍ଦରୀର ଭବିଷ୍ୟତ ଏବେ ବି ଅନ୍ଧାକାରରେ ରହିଛି।...

ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ

ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ...

ଫନୀ ପରେ ନଡ଼ିଆଚାଷ ଚିନ୍ତା : ଯୋଜନା ହେଉଛି, ନାହିଁ ସଚେତନତା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଗତ ମେ ମାସ ୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ଫନୀ ଉପକୂଳ ଓଡିଶାରେ ଭୟଙ୍କର ପ୍ରଭାବ ସୃଷ୍ଟି କରିଥିଲା। ବାତ୍ୟା ଫନୀ ଯୋଗୁ ମୁଖ୍ୟତଃ ଉପକୂଳିଆ ୬ ଜିଲା (ପୁରୀ, କଟକ, ଖୋର୍ଦ୍ଧା,...

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି । ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ବୁଥ ନଂ. ୧୦୫କୁ ଯାଇ ସେ ମତଦାନ...

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥର କ୍ୟାବିନେଟ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri